ଓଡ଼ିଶାର ସ୍ୱନାମଧନ୍ୟ ଶଲ୍ୟ ଚିକିତ୍ସକ ସତ୍ୟବ୍ରତ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାର ସ୍ୱନାମଧନ୍ୟ ବରିଷ୍ଠ ଶଲ୍ୟ ଚିକିତ୍ସକ ଡ଼ାକ୍ତର ସତ୍ୟବ୍ରତ ମହାପାତ୍ରଙ୍କ ଭୁବନେଶ୍ୱରସ୍ଥିତ ଧର୍ମନଗର ବାସଭବନରେ ରବିବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତ ମହାପାତ୍ର ଜଣେ ଛାତ୍ର ନେତା!-->…
Read More...
Read More...