Daily Archives

ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଗୁରୁଣ୍ଡା ଖେଳ ପଡିଆଠାରେ ଓଡିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଅବସରରେ ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲା
Read More...

ବଲାଙ୍ଗିର ମହିଳା ମହାବିଦ୍ୟାଳୟରେ ନୂଆ ଓଡ଼ିଶା କାର୍ଯ୍ୟକ୍ରମ

ପ୍ରୋତ୍ସାହନ ରାଶିକୁ ନିଜସ୍ୱ ପାଠପଢ଼ାରେ ଉପଯୋଗ କରାଯାଉ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ବଲାଙ୍ଗିର ମହିଳା ମହାବିଦ୍ୟାଳୟରେ ନୂଆ ଓଡ଼ିଶା-ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅଧ୍ୟକ୍ଷ ପ୍ରଫେସର ମନୋରଂଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୯ଠଠ ଜଣ ପିଜି ଓ
Read More...

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ୨୦.୦୫.୨୦୨୧ ଦିନ ହାତୀପଡାର ବିକ୍ରମ ଭ୍ୟାସ, ପି. ସ୍ୱର୍ଗତ କୃଷ୍ଣଚନ୍ଦ୍ର ଭ୍ୟାସ, ସକାଳ ଘ.୬.୩୦ ମି.ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବାର ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକ ବିକ୍ରମ ଭ୍ୟାସଙ୍କୁ ଡାକ୍ତରଖାନାରେ
Read More...

ମାୟାବର୍ହା ହାଇସ୍କୁଲରେ ମୋ ସ୍କୁଲ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ମୋ ସ୍କୁଲ ଅଭିଯାନ ସମ୍ପର୍କିତ ସ୍କୁଲ ସ୍ତରୀୟ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ
Read More...

ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ପାଳିତ

ଜିଲ୍ଲାର ବିକାଶ ପାଇଁ ସକାରାତ୍ମକ ମନୋଭାବ ପୋଷଣ ପୂର୍ବକ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ପରିଷଦ ସଭାଗୃହରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି । ଦିବସ ପାଳନ ଅବସରରେ ଜିଲ୍ଲା
Read More...

ମୁରିବାହାଲ ସାପ୍ତାହିକ ବଜାରରେ ଜୈବିକ ଉତ୍ପାଦ କେନ୍ଦ୍ର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ସାପ୍ତାହିକ ବଜାର ପରିସରରେ ଜୈବିକ ଉତ୍ପାଦ ବିକ୍ରୟ କେନ୍ଦ୍ର ମଙ୍ଗଳବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବ୍ଲକ ଭାରପ୍ରାପ୍ତା କୃଷି ଅଧିକାରୀ ରତିକାନ୍ତ ସେଠି, ସମ୍ମାନିତ ଅତିଥି ରୂପେ ସହାୟକ କୃଷି
Read More...

ବ୍ଲକସ୍ତରୀୟ ଆଦିବାସୀ ସାଂସ୍କୃତିକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେଠାରେ ବ୍ଲକସ୍ତରୀୟ ଆଦିବାସୀ ସାଂସ୍କୃତିକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଡ଼ିଓ ବିନୟ କୁମାର ଭୋଇଙ୍କ ତତ୍ୱାବଧାନରେ ବ୍ଲକ ହିସାବ
Read More...

ସଇଁତଲା ବ୍ଲକରେ ପଞ୍ଚାୟତିରାଜ ଦିବସ ପାଳନ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୮ତମ ଜନ୍ମ ଦିବସକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଇଛି । ପ୍ରଥମେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ଜଳନ କରି
Read More...

ମୁରିବାହାଲ ବ୍ଲକସ୍ତରୀୟ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ବ୍ଲକସ୍ତରୀୟ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି । ବ୍ଲକ ଜିପିଇଓ ଏନ୍‌ଜେ ଥିଓଫିଲ୍‌ଙ୍କ ସଭାପତିତ୍ୱରେ ତଥା ଓଏଲ୍‌ଏମ୍‌ ବିପିଏମ୍‌ ଡ. ଗୋପାଳକୃଷ୍ଣ ଦୀପଙ୍କ
Read More...

ଗୁରୁଣ୍ଡା ଖେଳ ପଡିଆରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଗୁରୁଣ୍ଡା ଖେଳ ପଡିଆଠାରେ ଓଡିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଅବସରରେ ମଙ୍ଗଳବାର ବିଶାଳ ଶଙ୍ଖ ଜନସମ୍ପର୍କ ସମାବେଶ ଅନୁଷ୍ଠିତ ହୋଇଥିଲା ।
Read More...