Daily Archives

ଡେଲାଙ୍ଗ ବ୍ଲକସ୍ତରୀୟ ଲୋକସେବା ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ଲୋକସେବା ଦିବସ ପାଳିତ ହୋଇଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ ଅଧ୍ୟକ୍ଷତା କରିଥିଲେ । ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ
Read More...

ଜଳ ପରିମଳ ମିଶନ କର୍ମଚାରୀ ସଂଘ ତରଫରୁ ପୁନଃ ନିଯୁକ୍ତି ପାଇଁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର (କେପିଏନ୍‌ଏସ୍‌) : ରାଜ୍ୟରେ ୩୦ଟି ଜିଲ୍ଲାର ୩୫ଟି ଜଳ ଓ ପରିମଳ ଖଣ୍ଡ ଅଧୀନରେ ପୂର୍ବରୁ ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ପଦ ପଦବୀରେ କାର୍ଯ୍ୟରତ ଥିବା ୭୪୪ ଜଣ କର୍ମଚାରୀମାନଙ୍କୁ ୭ ମାର୍ଚ୍ଚ ୨୦୧୯ ମସିହାରେ ଛଟେଇ କରି ନୂତନ ଭାବେ ଭାବେ ଠିକା ସଂସ୍ଥା ଦ୍ୱାରା ନିଯୁକ୍ତି
Read More...

ଡେଙ୍ଗ ଉଚ୍ଚ ବିଦ୍ୟାଳୟରେ ପଂଚାୟତିରାଜ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ତତ୍ତ୍ଵାବଧାନରେ ପଂଚାୟତିରାଜ ଦିବସ ପାଳିତ ହୋଇଯାଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଫଟୋଚିତ୍ରରେ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରଠାରେ ନୂଆ-ଓ ଛାତ୍ରବୃତ୍ତି ବିତରଣ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରଠାରେ ନୂଆ-ଓ ଛାତ୍ରବୃତ୍ତି ବିତରଣ କରାଯାଇଛି । ପୁଇଁତଲା ପଞ୍ଚାୟତ ସମିତିର ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଓଡ଼ିଶା ସରକାରଙ୍କ ଦ୍ଵାରା ପ୍ରଦତ୍ତ ଏ
Read More...

ଅନନ୍ୟା ଉନ୍ମୋଚନ ଓ ଉତ୍କର୍ଷତା ସମ୍ମାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟରେ ବାର୍ଷିକ ପତ୍ରିକା ଅନନ୍ୟାର ଉନ୍ମୋଚନ ଓ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ କାର୍ଯ୍ୟକ୍ରମ ପରିଚାଳନା ସମିତିର ସଭାପତି ଡ. ଦାଭିନ୍ଦର କୌରଙ୍କ ଅଧ୍ୟକ୍ଷତାରେ
Read More...

ଚତୁର୍ଥ ଲାଇନ୍‌ମେନ୍‌ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାୱାର୍‌ ଗ୍ରୀଡ୍‌ କର୍ପୋରେସନ ଅଫ୍ ଇଣ୍ଡିଆ ବଲାଙ୍ଗିର ୪୦୦/୨୨୦ କେଭି ବଲାଙ୍ଗିର ସବ୍‌ଷ୍ଟେସନ୍‌ରେ ଚତୁର୍ଥ ଲାଇନ୍‌ମେନ୍‌ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସବ୍‌ଷ୍ଟେସନ୍‌ ଇନ୍‌ଚାର୍ଜ ସୁରେଶ କିସାନ, ଜିଏମ୍ ତଥା ସବ୍‌ଷ୍ଟେସନ୍‌
Read More...

ଜିଲ୍ଲାସ୍ତରୀୟ ପଂଚାୟତିରାଜ ଓ ଲୋକସେବା ଦିବସ ପାଳିତ : ସମ୍ବର୍ଦ୍ଧିତ ହେଲେ ରୋତ୍‌, ବଙ୍ଗୋମୁଣ୍ଡା ଏବଂ ଗନ୍ଧର୍ଲ୍ଲା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପଂଚାୟତିରାଜ ଓ ଲୋକସେବା ଦିବସ -୨୦୨୪ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହିତ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ
Read More...

ଖପ୍ରାଖୋଲଠାରେ ବ୍ଲକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ପ୍ରବାଦ ପୁରୁଷ, ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ତଥା ପଞ୍ଚାୟତିରାଜ ଓ ଲୋକସେବା ଦିବସ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ପରିସରରେ ଥିବା
Read More...

ୱିନସନ ତ୍ରିପାଠୀଙ୍କ ବିୟୋଗରେ ଶୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଆନନ୍ଦ ନଗର ନିବାସୀ ସାଧୁଚରଣ ତ୍ରିପାଠୀଙ୍କ ବଡପୁଅ ତଥା ଟିଆର୍‌ଡବ୍ଲୁର ବିଜ୍ଞାନ ଶିକ୍ଷକ ୱିନସନ ତ୍ରିପାଠୀ (୫୭) ଗତ ଶୁକ୍ରବାର ମଧ୍ୟରାତ୍ରରେ ନିଜ କୋରାପୁଟ ଗୁଣପୁର ପାଇକ ସାହି ବାସଭବନରେ ଦୀର୍ଘ ଅସୁସ୍ଥତା ପରେ ଆଖି ବୁଜିଛନ୍ତି । ମୃତ୍ୟୁଶଯ୍ୟା
Read More...

ବିଜୁ ଜନତା ଦଳ ପକ୍ଷରୁ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ । ଏହି ଅବସରରେ ବଲାଙ୍ଗିର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନଠାରେ ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରତିମୁର୍ତ୍ତିରେ
Read More...