Daily Archives

୪ ଲୁଟେରାଙ୍କୁ ବାନ୍ଧିଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୋଲିସକୁ ମିଳିଛି ବଡ଼ ସଫଳତା । ୪ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ପୋଲିସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗିର ସଦର ଏସ୍‌ଡ଼ିପିଓ ପ୍ରଦୀପ କୁମାର
Read More...

ବଲାଙ୍ଗିର ସହରର ଆର୍‌ଟିଓ ଛକକୁ ପର୍ଶୁରାମ ଛକ ନାମରେ ନାମିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଆର୍‌ଟିଓ ଛକକୁ ପର୍ଶୁରାମ ଛକ ନାମରେ ନାମିତ କରାଯାଇଛି । ବଲାଙ୍ଗିର ବ୍ରାହ୍ମଣ ସମାଜର ଅନୁରୋଧ କ୍ରମେ ଆଜି ପୂର୍ବାହ୍ନରେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ ଦ୍ୱାରା ଆରଟିଓ ଅଫିସ ଛକକୁ ପର୍ଶୁରାମ ଛକ ନାମରେ
Read More...

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ
Read More...

ଟିଟିଲାଗଡ଼ରେ ଡାଇମଣ୍ଡ ସର୍କସ : କଳା ପ୍ରଦର୍ଶନ କରି ଲୋକଙ୍କ ମନୋରଞ୍ଜନ କରୁଛନ୍ତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ବିଭିନ୍ନ କଳାକାରମାନଙ୍କୁ ନେଇ ଟିଟିଲାଗଡ଼ ସହରକୁ ଆସିଛି ଡାଇମଣ୍ଡ ସର୍କସ । କେନିୟାର ୬ ଜଣ ଯୁବକ, ଜଣେ ଇଥୋଫିଆ, ମଣିପୁରର ୭ ଜଣ ଯୁବତୀ, ଯୋକର ଗୌରାଙ୍ଗ ଏବଂ ଅନ୍ୟାନ୍ୟ କଳାକାରମାନଙ୍କୁ ନେଇ ଦର୍ଶକଙ୍କୁ ହସାଇବା ସହ
Read More...

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ
Read More...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଝୁପଡ଼ିପଡ଼ା ରାସ୍ତାରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିବା ଖବର ମିଳିଛି । ମୃତକ ଜଣକ ଭବାନୀପାଟଣା ଅଞ୍ଚଳର ଜଗନ୍ନାଥ ଗହୀର ବୋଲି ଜଣାପଡିଛି । ଜଗନ୍ନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସେ ଝୁପଡ଼ିପଡ଼ା
Read More...

ତାରାତାରିଣୀଙ୍କ ଚୈତ୍ରମେଳା ଯାତ୍ରା ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚୈତ୍ର ପର୍ବ ୫ ପାଳି ମଙ୍ଗଳବାର ଅର୍ଥାତ୍ ମାର୍ଚ୍ଚ ମାସ ୨୬, ଅପ୍ରେଲ ମାସ ୨, ୯, ୧୬ ତାରିଖ ଓ ୨୩ ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ଐତିହାସିକ ତଥା ଭକ୍ତିବାଦର ଗଣପର୍ବ ମା' ତାରାତାରିଣୀଙ୍କ ଚୈତ୍ରମେଳା ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ
Read More...

ଟ୍ରକ ଧକ୍କାରେ ବ୍ୟବସାୟୀ ମୃତ

ଅନୁଗୋଳ : ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ହାଇସ୍କୁଲ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ଏକ ଟ୍ରକ ଧକ୍କାରେ ଜଣେ ବ୍ୟବସାୟୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣକ ହୁଲୁରିସିଂହ ଗାଁର ବିଶ୍ୱଜିତ୍ ନନ୍ଦ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ,
Read More...

ଯାତ୍ରା ଟୁର୍ଣ୍ଣାମେଣ୍ଟ ନେଇ ପ୍ରାକ ପ୍ରସ୍ତୁତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟାପଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଶିକ୍ଷାବିତ୍‌ ତଥା ନାଟ୍ୟ ନିର୍ଦ୍ଦେଶକ ନିରଞ୍ଜନ ମୁଦୁଲିଙ୍କ ପୌରୋହିତ୍ୟରେ କଳାପ୍ରେମୀମାନଙ୍କୁ ନେଇ ଶ୍ରୀଜଗନ୍ନାଥ କଳା ସାଂସ୍କୃତିକ ମଞ୍ଚର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି
Read More...

ଗାଳ୍ପିକା ଗାୟତ୍ରୀ ସରାଫ୍‌ଙ୍କୁ ୨୦୨୪ର ମର୍ଯ୍ୟାଦାଜନକ ବୀଣାପାଣି ମହାନ୍ତି କଥା ସାହିତ୍ୟ ପୁରସ୍କାର

କଟକ, (କେପିଏନ୍‌ଏସ୍‌) : କଟକସ୍ଥିତ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ୍‌ ଦ୍ୱାରା ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ବୀଣାପାଣି ମହାନ୍ତି କଥା ସାହିତ୍ୟ ପୁରସ୍କାର ଚଳିତ ବର୍ଷ ବିଶିଷ୍ଟ କଥାଶିଳ୍ପୀ ଗାୟତ୍ରୀ ସରାଫ୍‌ଙ୍କୁ ପ୍ରଦାନ କରାଯିବ ବୋଲି ଏକ ପ୍ରେସ୍‌ ବିଜ୍ଞାପ୍ତିରେ ଘୋଷଣା କରାଯାଇଛି
Read More...