Daily Archives

ଦାଦି ହୃଦୟମୋହିନୀଙ୍କ ତୃତୀୟ ପୂଣ୍ୟ ତିଥି ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ଵ ବିଦ୍ୟାଳୟର ଶାଖା ଶାନ୍ତି ଅନୁଭୂତି ଭବନ ଠାରେ ବ୍ରହ୍ମାକୁମାରୀ ସଂସ୍ଥାର ପୂର୍ବତନ ମୁଖ୍ୟ ପ୍ରଶାସିକା ଦାଦି ହୃଦୟମୋହିନୀ (ଗୁଲ୍‌ଜାର)ଙ୍କ ତୃତୀୟ ପୂଣ୍ୟ ତିଥି ପାଳନ କରାଯାଇଥିଲା ।
Read More...

ଗୋହିରାପଦର ଗ୍ରାମରେ ଜଗନ୍ନାଥ ମନ୍ଦିର ରତ୍ନମୁଦ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗୋହିରାପଦର ଗ୍ରାମରେ ଜଗନ୍ନାଥ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଏକ ପୋଖରୀରୁ ବିରାଟ ଶୋଭାଯାତ୍ରାରେ ବାହାରି କଳସ ଆଣି ମନ୍ଦିରରେ ସ୍ଥାପନ କରାଯାଇଥିଲା । ଏହି
Read More...

ଜନମୁକ୍ତି ଅନୁଷ୍ଠାନର ୨୦୨୩-୨୪ ବର୍ଷର ୨୮ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡାର ପଞ୍ଚାୟତ ଡୁଙ୍ଗୁରିଗୁଡା ଗ୍ରାମରେ ୨୦୨୩-୨୪ବର୍ଷ ପାଇଁ ଜନମୁକ୍ତି ଅନୁଷ୍ଠାନର ୨୮ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜନମୁକ୍ତି ଅନୁଷ୍ଠାନର ସମ୍ପାଦକ ଭଜରାମ ସାହୁଙ୍କ ପ୍ରତ୍ୟେକ୍ଷ
Read More...

ମୁରିବାହାଲ ବ୍ଲକସ୍ତରୀୟ ଜନଜାତି ସାଂସ୍କୃତିକ ମହୋତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଜନଜାତି ସାଂସ୍କୃତିକ ମହୋତ୍ସବ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ବିଡ଼ିଓ ପୂର୍ଣ୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ ତଥା ବ୍ଲକ ଡବ୍ଲୁଇଓ ଭୀମରାମ ମାଝୀଙ୍କ
Read More...

ଜାତୀୟ ଉତ୍ତମ ଦୟାଶୀଳ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ଜାତୀୟ ଉତ୍ତମ ଦୟାଶୀଳ‌ ଦିବସ' ପାଳନର ଉଦ୍ଦେଶ୍ୟ ହେଉଛି ଯେଉଁମାନେ ଆବଶ୍ୟକ ସମୟରେ ସାହାଯ୍ୟ ପ୍ରଦାନ କରନ୍ତି ସେମାନଙ୍କ ନିଃସ୍ୱାର୍ଥପର ସେବାକୁ ସ୍ୱୀକୃତି ଦେବା । 'ଉତ୍ତମ ଦୟାଶୀଳ' ଶବ୍ଦ ବାଇବଲପେରେବଲରୁ ଆସିଛି ଯେଉଁଠାରେ ଜଣେ ସହୃଦୟ ବ୍ୟକ୍ତି
Read More...

ପ୍ରଭାବତୀ ପବ୍ଲିକ ସ୍କୁଲରେ ପରୀକ୍ଷାର୍ଥୀଙ୍କୁ ତିଲକ ଲଗାଇ ସଫଳତାର ମନ୍ତ୍ର ଦେଲେ ସ୍କୁଲ ଅଧ୍ୟକ୍ଷା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦଶମ ବୋର୍ଡ ପରୀକ୍ଷା ଫେବୃଆରୀ ୧୬ ତାରିଖ ଦିନଠାରୁ ଆରମ୍ଭ ହୋଇଥିଲା । ଯେହେତୁ ବୋର୍ଡ ପରୀକ୍ଷାରେ ବିଦ୍ୟାର୍ଥୀଙ୍କ ଉପରେ ଚାପ ରହିଥାଏ, ଏହାକୁ ଦୂର କରିବା ପାଇଁ ସଫଳତାର ମନ୍ତ୍ର ଦେବା ସହ ରୀତିନୀତି ଅନୁସାରେ ତିଲକ ଲଗାଇ ଆଶୀର୍ବାଦ ପ୍ରଦାନ କରି
Read More...

ଜିଲ୍ଳାସ୍ତରରେ ଛତ୍ରପୁର ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପୁରସ୍କାର ସହ ସମ୍ମାନିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳରେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଜରିଆରେ ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରାଯାଉଛି । ଜାତୀୟ ସହରାଞ୍ଚଳ
Read More...

ଚଳିତ ଥରରୁ ବାର୍ଦ୍ଧକ୍ୟ ଓ ଶଯ୍ୟାଶାୟୀଙ୍କ ନିମନ୍ତେ ସ୍ଵତନ୍ତ୍ର ହୋମ୍-ଭୋଟିଙ୍ଗ ବ୍ୟସ୍ଥାପନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ଠାରୁ ମତଦାନ ବ୍ୟବସ୍ଥାରେ କେତେଗୁଡ଼ିଏ ନୂତନ ବିଧିବଦ୍ଧ ବ୍ୟବସ୍ଥା କରାଯାଉଛି । ଯାହାକି ଚଳିତ ଥର ପାଇଁ ପ୍ରଥମଥର ଲାଗୁ ହେଉଥିବା ଜଣାଯାଇଛି । ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରର ଜିଲ୍ଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ ଗୃହରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟରେ ଆଉ ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ଭଞ୍ଜନଗର ଏନ୍‌ଏସି ମୁନିସିପାଲିଟିକୁ ଉନ୍ନୀତ ହେଲା ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନ୍‌ଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି ।
Read More...

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ୱର : ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର । ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ । ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ
Read More...