Daily Archives

ଚନ୍ଦନଭାଟିରେ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ପଞ୍ଚାୟତର ଚନ୍ଦନଭାଟୀ ଗ୍ରାମରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବର କଲସ ଯାତ୍ରା ଅଧିବାସ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଦୁଇ ହଜାରରୁ ଅଧିକ ମହିଳା ଯୋଗଦାନ କରି କଲସ ଧରି ମଣ୍ଡପକୁ ଆସିଥିଲେ । ମୁଖ୍ୟ
Read More...

ଖପ୍ରାଖୋଲ ବ୍ଲକ୍ ସ୍ପୋର୍ଟସ ଏସୋସିଏସନ୍‌ର ବାର୍ଷିକ ବୈଠକ ଅବସରକୁ ସମ୍ବର୍ଦ୍ଧନା : ନୂତନ ଶିକ୍ଷକଙ୍କୁ ସ୍ଵାଗତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ଧଣ୍ଡାମୁଣ୍ଡା ଜବାହାରଲାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଖପ୍ରାଖୋଲ ସ୍ପୋର୍ଟସ ଆସୋସିଏସନ୍ ତରଫରୁ ବାର୍ଷିକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବ୍ଲକ୍ ଶିକ୍ଷା ଅଧିକାରୀ ଶଙ୍କର ମାଝୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି
Read More...

ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ

ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବସମୁଦାୟ ୧୦୩.୨୧ ଏକର ଜମିରୁ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି ଭୁବନେଶ୍ୱର : ବରଗଡ଼ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି
Read More...

ଏନ୍‌ଏସି ମାନ୍ୟତା ଦାବି ନେଇ ପଞ୍ଚାୟତବାସୀ ପକ୍ଷରୁ ବ୍ଲକ ସମ୍ମୁଖରେ ଦ୍ଵିତୀୟ ଦିନରେ ପହଞ୍ଚିଲା ଆମରଣ ଅନଶନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାକୁ ଏନ୍‌ଏସି ମାନ୍ୟତା ଦାବି ନେଇ ବଙ୍ଗୋମୁଣ୍ଡା ପଞ୍ଚାୟତବାସୀଙ୍କ ପକ୍ଷରୁ ଚାଲିଥିବା ବଙ୍ଗୋମୁଣ୍ଡା ବ୍ଲକ ସମ୍ମୁଖରେ ଆମରଣ ଅନଶନ ଆଜି ଦ୍ଵିତୀୟ ଦିନରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା କୌଣସି ସରକାରୀ ଅଧିକାରୀ
Read More...

ହାଇସ୍କୁଲ ସ୍ଥାପନ ଦାବିରେ ୧୨ ଘଣ୍ଟିଆ ଚାନ୍ଦୋତରା ବନ୍ଦ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତାରାରେ ହାଇସ୍କୁଲ ସ୍ଥାପନ ଦାବି ନେଇ ଆଜି ଚାନ୍ଦୋତରା ପଞ୍ଚାୟତବାସୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ଚାନ୍ଦୋତରା ବନ୍ଦ ପାଳନ କରାଯାଇଛି । ଚାନ୍ଦୋତରା ପଞ୍ଚାୟତ ସରପଞ୍ଚ ଜିତେନ୍ଦ୍ର ବଚ୍ଛାଙ୍କ ନେତୃତ୍ୱରେ ବହୁ
Read More...

ବଲାଙ୍ଗିର ପୁଲିସ ତରଫରୁ ଫ୍ଲାଗ ମାର୍ଚ୍ଚ : ନିର୍ବାଚନ ପାଇଁ ଜୋରସୋର ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗକୁ ନିର୍ବାଚନ ରହିଥିବା ବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ସରକାରୀ କର୍ମଚାରୀମାନଙ୍କୁ ନେଇ ସ୍ଥାନୀୟ ମହିଳା ମହାବିଦ୍ୟାଳୟରେ ତାଲିମ କାର୍ଯ୍ୟକ୍ରମ କରାଯାଇଥିବା ବେଳେ ବଲାଙ୍ଗିର ପୁଲିସ ତରଫରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି । ବଲାଙ୍ଗିର ପୁଲିସ
Read More...