Daily Archives

ବଲାଙ୍ଗିରରେ ସାଧାରଣ ନିର୍ବାଚନ ୨୦୨୪ ଉତ୍ତମ ପରିଚାଳନା ପାଇଁ ସାମ୍ବାଦିକ ସମ୍ମିଳନୀ

ନିର୍ବାଚନୀ ପରିଚାଳନା ଓ ଆଦର୍ଶ ଆଚରଣ ବିଧିର ଅନୁପାଳନକୁ ଗୁରୁତ୍ଵ ବଲାଙ୍ଗିର, (କେପିଏନ୍‌ଏସ୍‌) : ଗଣତନ୍ତ୍ରର ମହାପର୍ବ ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪କୁ ସୂଚାରୁ ରୂପେ ଆୟୋଜନ କରି ଏହାର ଉଦ୍ଦେଶ୍ୟକୁ ସଫଳ କରିବା ପାଇଁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଛି । ଏହି
Read More...

ବର୍ତ୍ତିବେନି କଫ ସିରଫ ମାଫିଆ : ଆକ୍ସନ ମୁଡ଼ରେ ତୁରେକେଲା ପୋଲିସ ଟିମ

କଫ ସିରଫ ସହ ବିପୁଳ ପରିମାଣରେ ନିଶା ବଟିକା ଜବତ ତୁରେକେଲା, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି । ବହୁତ ସହଜରେ ନିଶା ସାମଗ୍ରୀ ମିଳୁଥିବାରୁ ଲୋକେ ଅନାୟାସରେ ଏହାକୁ ବ୍ୟବହାର କରୁଛନ୍ତି ।
Read More...

ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କ୍ଷେତ୍ର ପରିଦର୍ଶନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବାସ ବେହେରା ବଲାଙ୍ଗିର ବ୍ଲକ ଅନ୍ତର୍ଗତ ମାୟାବର୍ହା ଗ୍ରାମକୁ ଧାନଚାଷ ପରବର୍ତ୍ତୀ ପଡିଆ ଜମିର ବିସ୍ତୃତ ପରିଚାଳନା ଓ ଯୋଜନା ଅନ୍ତର୍ଗତ ୩୫ ହେକ୍ଟର ପରିମିତ ଜମିର ଏକକାଳୀନ ମୁଗଚାଷ କ୍ଷେତ୍ର ପରିଦର୍ଶନ
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶିଶୁ ବାଟିକାର ଏକ ଅଧ୍ୟାୟ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ପ୍ରଥମ ସୋପାନ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଲେ ଦଳିତ ନେତା ଦ୍ରୋଣ କୁମ୍ଭାର ଓ ବେବି କୁମ୍ଭାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଜଣାଶୁଣା ଚେହେରା ତଥା ଦଳିତ ନେତା ଦ୍ରୋଣ କୁମ୍ଭାରଙ୍କ ବିଜେଡିକୁ ଘରବାହୁଡା ହୋଇଛି । ଦ୍ରୋଣ କୁମ୍ଭାର ଓ ତାଙ୍କ ପତ୍ନୀ ବେବି କୁମ୍ଭାର ତାଙ୍କର ୨୦୦ ସମର୍ଥକଙ୍କ ସହ ବିଜେଡି ଦଳରେ ଯୋଗଦେଇଛନ୍ତି । ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ ବିକାଶ
Read More...

ନୂତନ ଚୟନ ରାଜ୍ୟ ଟାଇକୋଣ୍ଡା ସଂଘର କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଟାଇକୋଣ୍ଡା ସଂଘ ତରଫରୁ ପୁରୀ ସଂସ୍କୃତି ଭବନ ପରିସରରେ ବାର୍ଷିକ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ଟାଇକୋଣ୍ଡା ମହାସଂଘ ଯୁଗ୍ମ ସମ୍ପାଦକ ଅଜୟ କୁମାର ଦଲାଲ ଯୋଗଦେଇ ଓଡିଶାରେ
Read More...

ଆମ ପୋଲିସ ସମିତି ପକ୍ଷରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ଚମାଖଣ୍ଡି ପୋଲିସ ଥାନା ପକ୍ଷରୁ କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ 'ଆମ ପୋଲିସ ସମିତି' ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପ୍ରବେଶନାରୀ ଆଇପିଏସ୍ ଅଧିକାରୀ ଏ.ବି. ଶିଳ୍ପା ମୁଖ୍ୟ ଅତିଥି
Read More...

ରମ୍ଭାଠାରେ ଭାଗୀରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ସମ୍ମିଳନୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା ଗୁପ୍ତେଶ୍ୱର ମନ୍ଦିର ନିକଟରେ ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ଉପ-ସଭାପତି ଭାଗିରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ
Read More...

ଅବାଧ ଓ ନିରପେକ୍ଷ ନିର୍ବାଚନ କରାଯିବା ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ତତ୍ପରତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୩ଟି ବିଧାନସଭା ଆସନ ଏବଂ ଦୁଇଟି ଲୋକସଭା ଆସନ ଯଥା ବ୍ରହ୍ମପୁର ଓ ଆସ୍କା ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେବ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସାଧାରଣ ନିର୍ବାଚନ-୨୦୨୪ ପାଇଁ ତାରିଖ
Read More...

ବାଲାଙ୍ଗିର ସହର ଖର୍ସେଲ୍‌ପଡା ରାସ୍ତାରେ ଭଡ଼ାଘରେ ଚାଲିଥିଲା ସେକ୍ସ ରାକେଟ୍‌ ମାଡିବସିଲା ପୋଲିସ୍‌

ବାଲାଙ୍ଗିର, (କେପିଏନ୍‌ଏସ୍‌) : ପୁଣି ଆକ୍ସନ ମୋଡ଼କୁ ଆସିଛି ବାଲାଙ୍ଗିର ଟାଉନ ଥାନା ପୋଲିସ । ସହର ଭିତରେ ଚାଲିଥିବା ସେକ୍ସ ରାକେଟ୍‌ କାବୁ କରି ଚର୍ଚ୍ଚାକୁ ଆସିଛି । ସହରର ୨୧ ନମ୍ବର ୱାର୍ଡ଼ ଶାନ୍ତିପଡ଼ା ଛକରୁ ଖର୍ସେଲ୍‌ପଡାକୁ ଯିବା ରାସ୍ତାରେ ଏକ ଭଡ଼ାଘରେ ଦୀର୍ଘ ମାସ ଧରି ଏହି ସେକ୍ସ
Read More...