Daily Archives

ବାଇକକୁ ଧକ୍କା ଦେଇ ଡିକିରୁ ବଙ୍ଗୋମୁଣ୍ଡା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଠାରୁ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟିନେଲେ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥ ଦନ୍ଦରାଠାରେ ସ୍ପଷ୍ଟ ଦିବାଲୋକରେ ଅପରାହ୍ନ ସମୟରେ ଚଳନ୍ତା ବାଇକକୁ ଧକ୍କା ଦେଇ ବାଇକ୍‌ ଡିକି ଭାଙ୍ଗି ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବତ୍ତମାନେ ।
Read More...

ଅବସରପ୍ରାପ୍ତ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ମୋହନ ପ୍ରଧାନୀଙ୍କ ପରଲୋକ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସହରର ଜଣାଶୁଣା ବ୍ୟକ୍ତିତ୍ଵ ଅବସରପ୍ରାପ୍ତ ବ୍ୟାଙ୍କ୍ କର୍ମଚାରୀ ମୋହନ ପ୍ରଧାନୀ (୭୦)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି । ସ୍ୱର୍ଗତ ପ୍ରଧାନୀ କିଛି ଦିନ ପୂର୍ବରୁ ହାଇଦ୍ରାବାଦରେ ରହି ଚାକିରୀ କରୁଥିବା ପୁଅ ପାଖକୁ ଯାଇଥିଲେ । ସେଠାରେ ଗତ ସୋମବାର
Read More...

ବାବେଜୁରୀରେ କଂଗ୍ରେସ ପକ୍ଷରୁ ବିରାଟ କର୍ମୀ ସମ୍ବିଳନୀ : ୫୫୦ ଜଣରୁ ଅଧିକ ନୂତନ କର୍ମୀ ଦଳରେ ସାମିଲ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ଗୁଡିଘାଟ ପଂଚାୟତସ୍ତରୀୟ ଏକ ବିରାଟ କର୍ମୀ ସମ୍ମିଳନୀ ବାବେଜୁରୀ ଗ୍ରାମ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ
Read More...

ମୁରିବାହାଲ ସରସ୍ୱତୀ ଶିଶୁ ମନ୍ଦିରର ନୂତନ ପରିଚାଳନା କମିଟି ଗଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜ଼ିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଯୋଗେଶ୍ୱର ବିହାର ସ୍ଥିତ ସରସ୍ୱତୀ ଶିଶୁମନ୍ଦିରର ସଭାଗୃହଠାରେ ମଙ୍ଗଳବାର ଦିନ ଶିଶୁ ମନ୍ଦିରର ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ନୂତନ ପରିଚାଳନା କମିଟି ଗଠନ କରାଯାଇଥିଲା । କମିଟିର ସଭାପତି
Read More...

ଯାତ୍ରୀବାହୀ ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା

ଜି.ଉଦୟଗିରି : ଯାତ୍ରୀବାହୀ ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ବସ୍ ଡ୍ରାଇଭରଙ୍କ ସହ ଦୁଇ ଜଣ ଗୁରୁତର । କନ୍ଧମାଳ ଜିଲ୍ଲା ମାଲାନସୁଗା ନିକଟରେ ଘଟିଛିଏହି ଦୁର୍ଘଟଣା । ଖବର ଅନୁଯାୟୀ କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରୁ ଫୁଲବାଣୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ
Read More...

ସାଲେବରଟ ଗାଁ ସ୍ଥିତ ନୂତନ ଭବ୍ୟ ରାଧାକୃଷ୍ଣଙ୍କ ଭାଗବତ ମନ୍ଦିର ପ୍ରତିଷ୍ଠା : ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ ଶତାଧିକ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ପଞ୍ଚାୟତ ସାଲେବରଟ ଗାଁ ସ୍ଥିତ ନୂତନ ନିର୍ମାଣ ଭବ୍ୟ ରାଧାକୃଷ୍ଣଙ୍କ ଭାଗବତ ମନ୍ଦିର ପ୍ରତିଷ୍ଠା ପାଇଁ ଆଜି ଶତାଧିକ ମହିଳା, ପୁରୁଷଙ୍କ ମଧ୍ୟରେ ଗାଁ ନିକଟରେ ବହି ଯାଇଥିବା ଉନ୍ଦେର ନଦୀ ଗର୍ଭରୁ
Read More...

ବିଶ୍ୱ ସାମାଜିକ କାର୍ଯ୍ୟ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ମାର୍ଚ୍ଚ ତୃତୀୟ ମଙ୍ଗଳବାରରେ ସାରା ବିଶ୍ୱରେ ବିଶ୍ୱ ସାମାଜିକ କାର୍ଯ୍ୟ ଦିବସ ପାଳନ କରାଯାଏ ଏବଂ ମାର୍ଚ୍ଚ ମାସ ସାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ । ସାମାଜିକ କର୍ମୀ ତଥା ସାମାଜିକ ସେବା କ୍ଷେତ୍ରରେ ଯେଉଁମାନେ କାର୍ଯ୍ୟ
Read More...

ରାଜ୍ୟରେ ଲାଗି ରହିବ ଆହୁରି ୨୪ ଘଣ୍ଟା ବର୍ଷା : ମାର୍ଚ୍ଚ ୨୨ରୁ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର : ନିମ୍ନଚାପ ଓ ଗୁରୁଚାପବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଉଛି ।
Read More...

ଟିଟିଲାଗଡ଼ ପୋଲିସ ଦ୍ୱାରା ସହରରେ ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଆଗାମୀ ନିର୍ବାଚନ ୨୦୨୪ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ମେ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ଶୃଙ୍ଖଳାର ସହିତ କିପରି ସମ୍ପନ୍ନ କରାଯିବ ସେ ନେଇ ଲୋକଙ୍କୁ ସଚେତନ କରାଇବା ନେଇ ଟିଟିଲାଗଡ଼ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି
Read More...

ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ଓଡ଼ିଶାରେ ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି କହିବା ସହ ଦେଶରେ ମୋଦି ସରକାର ଏବଂ ରାଜ୍ୟରେ ନବୀନ ପଟ୍ଟନାୟକ ହିଁ ସରକାର ଗଢିବେ ବୋଲି ସ୍ପଷ୍ଟ ଭାବେ କହିଛନ୍ତି । ସେ ଆହୁରି
Read More...