Daily Archives

ବାଇକ୍‌ ଦୁର୍ଘଣାରେ ୧ ମୃତ ଜଣେ ଗୁରୁତର

କଣ୍ଟାମାଳ : କଣ୍ଟାମାଳ ବ୍ଲକ ୪୧ ନଂ ରାଜ୍ୟ ରାଜପଥର ଘଣ୍ଟାପଡ଼ା ନିକଟସ୍ଥ ଅଡ଼ାଗୁଡ଼ି ସେତୁରେ ଏକ ବାଇକ୍‌ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତ ସିମିଲିଯୋର ଗ୍ରାମରୁ ବିବାହ
Read More...

ଲେଖକ ଦେଖା କାର୍ଯ୍ୟକ୍ରମ ଆୟୋଜିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି କେ. ଭି. ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ପକ୍ଷରୁ ଟିଟିଲାଗଡ଼ ସହରରେ ଏକ ଲେଖକ ଦେଖା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଉଛି । ସ୍ନାତ୍ତକୋତ୍ତର ଓଡ଼ିଆ ବିଭାଗ ମୁଖ୍ୟର ଡ. ସଞ୍ଜୟ କୁମାର ମିଶ୍ରଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନେ
Read More...