Daily Archives

ଗାଁରୁ ଦାଦନ ହୋଇ ଗଲେ : ଶବ ହୋଇ ଫେରିଲେ

ତୁରେକେଲା, (କୈଳାସ ସଗ୍ରିଆ) : ଗାଁରୁ ଦାଦନ ହୋଇ ଗଲେ । ଶବ ହୋଇ ଫେରିଲେ । ଏମିତି ଏକ ଦୁଃଖଦ ଘଟଣା ଘଟିଛି ତୁରେକେଲା ବ୍ଲକ ବଡ଼ବାଙ୍କି ପଞ୍ଚାୟତ ଜାମକି ଗାଁରେ । ଜାମକି ଗାଁର ବିଦ୍ୟାଧର ମାଝୀ ପରିବାର ଲୋକଙ୍କ ସହ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିଲେ । ସେଠାରେ ଦିନରାତି କାମ
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ଦୁଇ)ରେ ଆଜି ଗୁରୁବାରଠାରୁ ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ
Read More...

ହରିଶଙ୍କରଠାରେ ବିଶ୍ଵ ଜଙ୍ଗଲ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରଖୋଲ ବ୍ଲକ ହରିଶଙ୍କର ରେଞ୍ଜ ତରଫରୁ ବିଶ୍ଵ ଜଙ୍ଗଲ ଦିବସ ବନବିଭାଗ ସଭାଗୃହଠାରେ ଗୁରୁବାର ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ହରିଶଙ୍କର ବନପାଳ ରଞ୍ଜିତ କୁମ୍ଭାର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ହରିଶଙ୍କର
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ତରଫରୁ ହରିଶଙ୍କରଠାରେ ପ୍ରକୃତି ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ୍ ଛାତ୍ରଛାତ୍ରୀମାନଙ୍କୁ ନେଇ ହରିଶଙ୍କର ବନବିଭାଗ କାର୍ଯ୍ୟାଳୟଠାରେ ଏକ ପ୍ରକୃତି ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ, ଶିକ୍ଷକ,
Read More...

କ୍ରିଡାବିତ୍ ତଥା ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ବିଜେତା ସନ୍ତୋଷ କୁମାର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲେ ଡକ୍ଟର ମୁକେଶ୍…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆର୍ନ୍ତଜାତିୟ ମାଷ୍ଟର୍ସ୍ କ୍ରିଡାବିତ୍ ତଥା ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ବିଜେତା ସନ୍ତୋଷ କୁମାରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ଡ. ମୁକେଶ୍ ମହାଲିଙ୍ଗ । ପ୍ରକାଶ ଥାଉକି ଶ୍ରୀ ପଧାନ ଗତ ତୃତୀୟ ଖେଳୋ ଇଣ୍ଡିଆ ଜାତୀୟ ମାଷ୍ଟର୍ସ ଗେମ୍ ଦିଲ୍ଲୀଠାରେ ଆୟୋଜିତ
Read More...

ବିଜେଡ଼ି ଉପରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଆରୋପ ଲଗାଇଲା ଏପିଆଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ୨୪ ବର୍ଷ ଧରି ଓଡ଼ିଶା ଶାସନ ଦାୟିତ୍ୱରେ ଥିବା ବିଜୁ ଜନତା ଦଳ ଉପରେ ନିର୍ବାଚନ ଆଚରଣ ବିଧି ଉଲଙ୍ଘନର ଆରୋପ ଲଗାଇଛି ଏପିଆଇ । ଆଜି ବଲାଙ୍ଗିର ସାମ୍ବାଦିକ ଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆହ୍ୱାନ କରି ଏପିଆଇ ପକ୍ଷରୁ ଏଭଳି ସୂଚନା ପ୍ରଦାନ କରାଯାଇଛି
Read More...

ବିଶ୍ୱ ପଖାଳ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସହର ରାଉରକେଲାରେ ବିଶ୍ୱ ପଖାଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରତିକୂଳ ପାଗ ସତ୍ଵେ ସହରର ବିଭିନ୍ନ ଅନୁଷ୍ଠାନ ତରଫରୁ ବିଭିନ୍ନ ସ୍ଥାନରେ, ବିଭିନ୍ନ ହୋଟେଲରେ ପଖାଳ ଦିବସ ପାଳନ କରାଯାଇଛି । ୨୦୧୧ ମସିହା ମାର୍ଚ୍ଚ ୨୦ ତାରିଖରୁ ସମଗ୍ର
Read More...

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ବିଶ୍ୱ ବନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗଛ ଲଗାଇବା ଓ ଗଛର ସୁରକ୍ଷା କରିବା, ଆମ ପରିବେଶକୁ ସୁରକ୍ଷିତ ରଖିବା । ଏହି ଆହ୍ୱାନ ସହ ଆଜି ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଡିଏଫ୍‌ଓ ସୁଦର୍ଶନ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ନ୍ୟାସ୍‌ନାଲ୍‌ ଫୁଲ୍‌ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ୍‌ ଆସନ୍ତା ମାର୍ଚ୍ଚ ୨୯ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ନ୍ୟାସ୍‌ନାଲ୍‌ ଫୁଲ୍‌ କଣ୍ଟାକ୍ଟ କରାଟେ ଚମ୍ପିୟାନସିପ୍‌ ୨୦୨୪ ଆସନ୍ତା ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ଆଜି ପୂର୍ବାହ୍ନରେ ଆଦର୍ଶ ସାହିତ୍ୟ ଘରଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ
Read More...

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଚତୁର୍ଥ ପର୍ଯ୍ୟାୟ ଓ କଣ୍ଢେଇ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ବିଭାଗର ନୂତନ ଶିକ୍ଷାବର୍ଷ ପାଇଁ ଘର ହିଁ ବିଦ୍ୟାଳୟ ଚତୁର୍ଥ ପର୍ଯ୍ୟାୟ ଅନୁଷ୍ଠିତ ଓ କଣ୍ଢେଇ ଦିବସ ପାଳିତ ହୋଇଯାଇଛି । ଶିଶୁ ବାଟିକା ବିଭାଗ ଶୈକ୍ଷିକ ସଂଯୋଜକ ଲୋକନାଥ ମିଶ୍ର ମୁଖ୍ୟ ଅତିଥି
Read More...