Daily Archives

ବଲାଙ୍ଗିର ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ

ଚୁଡାପାଲି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଚୁଡାପାଲିଠାରେ ଆଜି ବଲାଙ୍ଗିର ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ ସଂଘର ନବନିର୍ବାଚିତ ସଭାପତି ଅଶ୍ୱିନୀ କୁମାର ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ବାଗଦେବୀ ସରସ୍ୱତୀଙ୍କ ଫଟୋଚିତ୍ରରେ
Read More...

ମଣିଷକୁ ସଦାଚାରୀ କରେ କବିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : କବିତାରେ ଥାଏ ଜୀବନର ପ୍ରକୃତ ଛବି । କବିତା ହିଁ ଭରେ ମଣିଷ ମନରେ ଆଗ୍ରହ, ଆଗକୁ ବଢିବାର ସାହସ ଏବଂ ମଣିଷକୁ ନିର୍ଭିକ ଓ ସଦାଚାରୀ କରେ କବିତା । ବିଶ୍ୱ କବିତା ଦିବସ ଅବସରରେ ବଲାଙ୍ଗିରର ଅଗ୍ରଣୀ ସାହିତ୍ୟିକ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ଓ
Read More...

ରାଜ୍ୟରେ ଏକାକୀ ଲଢ଼ିବ ବିଜେପି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏକାକୀ ଲଢ଼ିବ ବିଜେପି । ଏନେଇ ସ୍ପଷ୍ଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ‘ଏକ୍ସ’ ଜରିଆରେ ମନମୋହନ ସାମଲ ଏ ବିଷୟ ସ୍ପଷ୍ଟ କରିଛନ୍ତି । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭାରେ ଏକା ଲଢ଼ିବୁ ବୋଲି ସେ ଟ୍ୱିଟ୍‌ ଜରିଆରେ କହିଛନ୍ତି
Read More...

ବ୍ୟବସାୟୀଙ୍କଠାରୁ ଟିକସ୍‌ ଆଦାୟ : ଅସୁବିଧାରେ ମହିଳା ବ୍ୟବସାୟୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଐତିହାସିକ ଦୋଳ ଯାତ୍ରା ପାଇଁ ସମଗ୍ର ସହର ବର୍ତ୍ତମାନଠାରୁ ଉତ୍ସବମୁଖର ହେଲାଣି । ଗୁରୁବାର ଦିନ ଏକାଦଶୀ ଅବସରରେ ବିଭିନ୍ନ ସାହିରେ ଠାକୁରମାନେ ବିମାନରେ ବସି ଶୋଭାଯାତ୍ରାରେ ସାହି ପରିକ୍ରମା କରିବା ସହ ନିଜ ନିଜ ସାହିରେ ଦ୍ୱାର ଭୋଗ
Read More...

ଭଗତ ସିଂଙ୍କ ପ୍ରତିମୂର୍ତ୍ତି ନିର୍ମାଣ କଲେ ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆପୋଷହୀନ ଧାରାର ମହାନ ସ୍ୱାଧୀନତା ସଂଗ୍ରାମୀ ସହୀଦ ଭଗତ ସିଂ, ଶୁକଦେବ, ରାଜଗୁରୁଙ୍କ ୯୪ତମ ଫାସୀ ଦିବସ ଉପଲକ୍ଷେ ଭଗତ ସିଂଙ୍କ ପ୍ରତିମୂର୍ତ୍ତିର ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ ସାହୁ । ସେ ଏକଟ୍ରିପ ବାଲିରେ ଉକ୍ତ
Read More...

ଭକ୍ତର ଭାବନାକୁ କୋଠାରଘାତ : ଏନ୍‌ଏସି ଜେଇ ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟକଳାପ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଆସନ୍ତା ୨୧ ତାରିଖରୁ ୨୫ ତାରିଖ ମଧ୍ୟରେ ଐତିହାସିକ ଦୋଳଯାତ୍ରା ଅନୁଷ୍ଠିତ ହେବ । ସେଥିପାଇଁ ସମଗ୍ର ସହର ଏକ ପ୍ରକାର ଚଳଚଞ୍ଚଳ ହୋଇ ଉଠିଛି । ଯାତ୍ରା ପାଇଁ ସାହିବାସୀଙ୍କ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି । ଅନ୍ୟ ପଟେ ବିଜ୍ଞାପିତ
Read More...

ବିଶ୍ୱ ଜଳ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜଳ ଆମ ଜୀବନ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପିଇବା ଠାରୁ ଆରମ୍ଭ କରି ଗାଧୋଇବା ପର୍ଯ୍ୟନ୍ତ ଜଳ ହେଉଛି ଏକ ପ୍ରାକୃତିକ ଉତ୍ସ ଯାହା ଆମର ଦୈନନ୍ଦିନ ଜୀବନରେ ଅପରିହାର୍ଯ୍ୟ ଅଟେ । ଆମେ ଦୈନନ୍ଦିନ କାର୍ଯ୍ୟକଳାପ ପାଇଁ ବ୍ୟବହାର କରୁଥିବା ଅଧିକାଂଶ
Read More...

ନିର୍ବାଚନୀ ବଣ୍ଡ୍ ସଂକ୍ରାନ୍ତ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ଆୟୋଗଙ୍କ ୱେବ୍‌ସାଇଟ୍‌ରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଦ୍ୱାରା ପ୍ରଦତ୍ତ ସୂଚନା ପ୍ରକାଶିତ ନୂଆଦିଲ୍ଲୀ, (ପିଆଇବି) : ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ପାଳନ କରି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ନିର୍ବାଚନୀ ବଣ୍ଡ୍ ସଂକ୍ରାନ୍ତ ତଥ୍ୟକୁ ଆଜି ଭାରତୀୟ ନିର୍ବାଚନ ଆୟୋଗ
Read More...

ଗଞ୍ଜେଇ ମାଫିଆଙ୍କ ପାଟଣାଗଡ଼ ଡାକ୍ତରଖାନାରେ ମୃତ୍ୟୁ

ବେଲପଡା, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ଼ ଗ୍ରାମ ନିକଟରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ବାଇକଟି ଦୁର୍ଘଟଣା ଗ୍ରସ୍ତ ହେବାରୁ ପାଟଣାଗଡ଼ ଡାକ୍ତରଖାନାରେ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଗଞ୍ଜେଇ ଚୋରା ଚାଲାଣ ଖବର ପାଇ
Read More...

ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଡ଼ା. ଦାମୋଦର ରାଉତଙ୍କ ବିୟୋଗରେ ନବୀନର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ ରାଜ୍ୟ ରାଜନୀତିରେ ଜଣେ ବିଚକ୍ଷଣ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି । ତାଙ୍କ ସହ
Read More...