Daily Archives

ପାଟଣାଗଡ଼ ବିଜେଡି ଶିବିର ଉତ୍ସବମୁଖର

ପାଟଣାଗଡ଼, (ଅଶୋକ କୁମାର ବାଗ) : ପାଟଣାଗଡ଼ ବିଜେଡି ଶିବିର ଉତ୍ସବମୁଖର ହୋଇଉଠିଛି । ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ ପ୍ରାର୍ଥୀ ତାଲିକାରେ ସରୋଜ ମେହେରଙ୍କ ନାମ ଘୋଷଣା କରିଥିବା ବେଳେ ପାଡଣା ବିଜେଡି କର୍ମକର୍ତ୍ତା ପାଟଣା ଉତ୍ସାହିତ ହୋଇ ଅବିର ବୋଳାବୋଳି ହେବାସହ ବିଜେଡି ଜିନ୍ଦାବାଦ
Read More...

ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଭୋଇଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଭୋଇପଡ଼ା କ୍ଲଷ୍ଟର କନ୍ଦାଖାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପୂର୍ବତନ ଉତ୍କଳ କନ୍ଧ ସମାଜ ବୁଡୁକା ପ୍ରଗଣା ବଙ୍ଗୋମୁଣ୍ଡା ସମ୍ପାଦକ, ଶିକ୍ଷାବିତ ତଥା କଳାକାର ପୂର୍ଣ୍ଣଚନ୍ଦ୍ର ଭୋଇଙ୍କ ବୁଧବାର
Read More...

ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କିତ ଗଣମାଧ୍ୟମ ସୁବିଧା ପୋର୍ଟାଲର ଶୁଭାରମ୍ଭ କଲା ପିଆଇବି

ନୂଆଦିଲ୍ଲୀ, (ପିଆଇବି) : ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ୨୦୨୪ ସାଧାରଣ ନିର୍ବାଚନ ପାଇଁ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ ୱାନ୍ ଷ୍ଟପ୍ ଫେସିଲିଟେସନ୍ ପୋର୍ଟାଲ ଭାବରେ ଅନେକ ବୈଶିଷ୍ଟ୍ୟ ଥିବା ଏକ ମାଇକ୍ରୋସାଇଟ୍ https://pib.gov.in/elect2024/index.aspx
Read More...

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ ଆୟୋଗ : ଆରମ୍ଭ ହେବ…

ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ସମେତ ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ରେ ଆସନ୍ତା ୨୬ ଏପ୍ରିଲ ୨୦୨୪ରେ ହେବ ମତଦାନଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ୧୨ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶରେ ପ୍ରାର୍ଥିପତ୍ର ଦାଖଲର ଶେଷ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ : ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀକାନ୍ତ ପୃଷ୍ଟି ଗତ ରବିବାର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଲିଥିବା ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ଉପଯୁକ୍ତ
Read More...

ମଧୁବୈଶ୍ୟ ସମାଜର ବାର୍ଷିକୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଗଣେଶ ମନ୍ଦିର ପରିସରରେ ମଧୁବୈଶ୍ୟ ସମାଜର ୪୫ତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଇସ୍ପାତ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଭବାନୀ ଶଙ୍କର ଚନ୍ଦେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ମଧୁବୈଶ୍ୟ ସମାଜର ବିିଭିନ୍ନ ସମାଜ
Read More...

ହର୍‌ ଘର୍‌ ଜଲ୍‌ ଯୋଜନାରେ ପାଇପ୍‌ ଯୋଗେ ବିଶୁଦ୍ଧ ପିଇବା ପାଣି ଯୋଗଇବାରେ ଓଡିଶା ପଛୁଆ, ଓଡିଶାରେ ପ୍ରଚାର ବେଶୀ କାମ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶୁଦ୍ଧ ପିଇବା ପାଣି ଜନସାଧାରଣଙ୍କ ମୌଳିକ ଅଧିକାର । ତେଣୁ ସମସ୍ତଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ସରକାରଙ୍କ ପ୍ରାଥମିକ ଦାୟିତ୍ୱ । ଗ୍ରାମାଂଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଗତ ୨୦୧୯ ମସିହାରେ
Read More...

ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି ଯୁବନେତା କଳିକେଶ ନାରାୟଣ ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି ଯୁବନେତା କଳିକେଶ ନାରାୟଣ ସିଂହଦେଓ । ପୂର୍ବତନ ବଲାଙ୍ଗିର ସାଂସଦ ତଥା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କୁ ବିଜେଡ଼ି ବିଧାୟକ ପ୍ରାର୍ଥୀ ଭାବେ
Read More...

ଭଇଁଷା ଗ୍ରାମରୁ ୧ ଲକ୍ଷ ୩୭ ହଜାର ୫୦୦ ଟଙ୍କିଆ ନକଲି ନୋଟ୍‌ ଜବତ : ଦୁଇ ଅଭିଯୁକ୍ତ ଗିରଫ

ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଭଇଁଷା ଗ୍ରାମରେ ଲକ୍ଷାଧିକ ନକଲି ନୋଟ୍‌ ଜବତ ହୋଇଥିବା ବେଳେ ଦୁଇଜଣ ଅଭିଯୁକ୍ତଙ୍କୁ ପାଟଣାଗଡ଼ ପୋଲିସ ଗିରଫ କରିଥିବା ଜଣାପଡିଛି । ସୂଚନାନୁଯାୟୀ ଗତ ୨୨ ତାରିଖରେ ଗ୍ରାମରେ ଭଗବାନଙ୍କ ନାମ ସଙ୍କୀର୍ତ୍ତନ ଚାଲିଥିବା ବେଳେ
Read More...

ପାଟଣାଗଡ଼ ପାଇଁ ସରୋଜଙ୍କୁ ମିଳିଲା ବିଜେଡ଼ି ବିଧାୟକ ଟିକେଟ୍‌

ପାଟଣାଗଡ଼, (ଅଶୋକ କୁମାର ବାଗ) : ପାଟଣାଗଡ଼ରେ ବିଜେଡ଼ି ବିଧାୟକ ପ୍ରାର୍ଥୀ ହେଲେ ବିଧାୟକ ସରୋଜ କୁମାର ମେହେର । ଗତ ନିର୍ବାଚନରେ ଦୀର୍ଘ ଦିନରୁ ବିଜେପିର ଗଡ଼ ଭାବେ ପରିଚିତ ପାଟଣାଗଡ଼ ଆସନରେ ବିଜେଡ଼ି ପକ୍ଷରୁ ନିର୍ବାଚନ ମଇଦାନକୁ ଓହ୍ଲାଇ ବାଜିମାତ୍‌ କରିଥିଲେ ସରୋଜ । ବିଜେପିର ଛାମୁଆ
Read More...