Daily Archives

ଓକିଲ ସଂଘ ନିର୍ବାଚନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଓକିଲ ସଂଘର ୨୦୨୪ - ୨୫ ବର୍ଷ ପାଇଁ କର୍ମକର୍ତ୍ତା ନିର୍ବାଚନ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସିଭିଲ୍‌ କୋର୍ଟ ବାର୍ ହଲ୍‌ଠାରେ ଅନୁଷ୍ଠିତ ଏହି ନିର୍ବାଚନରେ ସଂଘର ମୋଟ୍ ୫୬୭ ସଭ୍ୟରୁ ୪୩୩ ଜଣ ସଭ୍ୟ ଭୋଟ୍ ଦେଇଥିଲେ । ଓକିଲ
Read More...