Monthly Archives

March 2024

ଭଗତ ସିଂଙ୍କ ପ୍ରତିମୂର୍ତ୍ତି ନିର୍ମାଣ କଲେ ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆପୋଷହୀନ ଧାରାର ମହାନ ସ୍ୱାଧୀନତା ସଂଗ୍ରାମୀ ସହୀଦ ଭଗତ ସିଂ, ଶୁକଦେବ, ରାଜଗୁରୁଙ୍କ ୯୪ତମ ଫାସୀ ଦିବସ ଉପଲକ୍ଷେ ଭଗତ ସିଂଙ୍କ ପ୍ରତିମୂର୍ତ୍ତିର ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ଓମ୍‌ ପ୍ରକାଶ ସାହୁ । ସେ ଏକଟ୍ରିପ ବାଲିରେ ଉକ୍ତ
Read More...

ଭକ୍ତର ଭାବନାକୁ କୋଠାରଘାତ : ଏନ୍‌ଏସି ଜେଇ ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟକଳାପ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଆସନ୍ତା ୨୧ ତାରିଖରୁ ୨୫ ତାରିଖ ମଧ୍ୟରେ ଐତିହାସିକ ଦୋଳଯାତ୍ରା ଅନୁଷ୍ଠିତ ହେବ । ସେଥିପାଇଁ ସମଗ୍ର ସହର ଏକ ପ୍ରକାର ଚଳଚଞ୍ଚଳ ହୋଇ ଉଠିଛି । ଯାତ୍ରା ପାଇଁ ସାହିବାସୀଙ୍କ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି । ଅନ୍ୟ ପଟେ ବିଜ୍ଞାପିତ
Read More...

ବିଶ୍ୱ ଜଳ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜଳ ଆମ ଜୀବନ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପିଇବା ଠାରୁ ଆରମ୍ଭ କରି ଗାଧୋଇବା ପର୍ଯ୍ୟନ୍ତ ଜଳ ହେଉଛି ଏକ ପ୍ରାକୃତିକ ଉତ୍ସ ଯାହା ଆମର ଦୈନନ୍ଦିନ ଜୀବନରେ ଅପରିହାର୍ଯ୍ୟ ଅଟେ । ଆମେ ଦୈନନ୍ଦିନ କାର୍ଯ୍ୟକଳାପ ପାଇଁ ବ୍ୟବହାର କରୁଥିବା ଅଧିକାଂଶ
Read More...

ନିର୍ବାଚନୀ ବଣ୍ଡ୍ ସଂକ୍ରାନ୍ତ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ଆୟୋଗଙ୍କ ୱେବ୍‌ସାଇଟ୍‌ରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଦ୍ୱାରା ପ୍ରଦତ୍ତ ସୂଚନା ପ୍ରକାଶିତ ନୂଆଦିଲ୍ଲୀ, (ପିଆଇବି) : ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ପାଳନ କରି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ନିର୍ବାଚନୀ ବଣ୍ଡ୍ ସଂକ୍ରାନ୍ତ ତଥ୍ୟକୁ ଆଜି ଭାରତୀୟ ନିର୍ବାଚନ ଆୟୋଗ
Read More...

ଗଞ୍ଜେଇ ମାଫିଆଙ୍କ ପାଟଣାଗଡ଼ ଡାକ୍ତରଖାନାରେ ମୃତ୍ୟୁ

ବେଲପଡା, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ଼ ଗ୍ରାମ ନିକଟରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ବାଇକଟି ଦୁର୍ଘଟଣା ଗ୍ରସ୍ତ ହେବାରୁ ପାଟଣାଗଡ଼ ଡାକ୍ତରଖାନାରେ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଗଞ୍ଜେଇ ଚୋରା ଚାଲାଣ ଖବର ପାଇ
Read More...

ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ବର୍ଷିୟାନ ରାଜନେତା, ପୂର୍ବତନ ମନ୍ତ୍ରୀ ଡ଼ା. ଦାମୋଦର ରାଉତଙ୍କ ବିୟୋଗରେ ନବୀନର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ ରାଜ୍ୟ ରାଜନୀତିରେ ଜଣେ ବିଚକ୍ଷଣ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି । ତାଙ୍କ ସହ
Read More...

ଶ୍ୟାମଜୀ ମହୋତ୍ସବ

ମ. ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ମାରୱାଡ଼ି ସମାଜ ତରଫରୁ ଶ୍ୟାମଜୀ ମହୋତ୍ସବ ତଥା ଫାଲଗୁନ ଏକାଦଶୀ ପାଳନ କରାଯାଇଛି । ଏହି ଅବସରରେ ମାରୱାଡ଼ି ସମାଜର ଏକ ବିରାଟ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏହି ମହୋତ୍ସବ ପାଳନରେ ଆନନ୍ଦ ଅଗ୍ରୱାଲ, ଦିଲ୍ଲୀପ
Read More...

ଏପ୍ରିଲ ୧୧ରେ ଷଷ୍ଠ ଶମ୍ଭୁ ମିଳନ

ମ. ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ଅଞ୍ଚଳରେ ଦୀର୍ଘ ଏକ ଶହ ବର୍ଷରୁ ଅଧିକ ସମୟ ଧରି କାମନା ଦଣ୍ଡ ସଂସ୍କୃତିର ଉପାସନା ହେଇଆସୁଛି । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହି କାମନା ଦଣ୍ଡ ଏପ୍ରିଲ ଏକ ତାରିଖରୁ ତେରଦିନ ଧରି ଏହି ଯାତ୍ରା ଅନୁଷ୍ଠିତ ହେବ । ଏହି
Read More...

ହାଇୱାକୁ ପଛପଟୁ ଧକ୍କା ଦେଲା ବାଇକ : ଦୁଇ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ସୁରୁଗୁଡ଼ାରୁ ଲେଫ୍ରିପଡ଼ା ଯାଇଥିବା ରାସ୍ତାରେ ରାତି ପ୍ରାୟ ସାଢେ଼ ୭ଟା ସମୟରେ ଘଟିଛି ଏକ ଦୁର୍ଘଟଣା । ଛିଡା ହୋଇଥିବା ହାଇୱାକୁ ପଛପଟୁ ଧକ୍କା ଦେଇଥିଲା ଏକ ବାଇକ୍‌ । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ
Read More...

ବିପୁଳ ପରିମାଣର କାଠ ବୋଝେଇ ଟ୍ରାକ୍ଟର ଜବତ୍‌ କଲା ଦେଓଗାଁ ବନ ବିଭାଗ

ଦେଓଗାଁ, (କେପିଏନ୍‌ଏସ୍‌) : ଗତ ରାତିରେ ଏକ ନମ୍ବର ବିହୀନ ବିପୁଳ ପରିମାଣର କାଠ ବୋଝେଇ ଟ୍ରାକ୍ଟରକୁ ଜବତ୍‌ କରିଛି ବନ ବିଭାଗ । ସୂଚନା ଅନୁସାରେ ଗତ ରାତିରେ ପ୍ରାୟ ୧ଟା ସମୟରେ ପେଟ୍ରୋଲିଂ ସମୟରେ ଦେଓଗାଁ ଥାନା ଅନ୍ତର୍ଗତ ପଦମ୍‌ପୁର ଗ୍ରାମ ପାଖରେ ୩୧୮ ଖଣ୍ଡ ଶାଳ, ପିଆଶାଳ, ଖଇର ଓ
Read More...