ଦମକିପାଲିରେ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ ଝାଡାବାନ୍ତିରେ ଆକ୍ରାନ୍ତ : ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ
ପାଟଣାଗଡ଼, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଦମକିପାଲି ଗାଁ ଶାନ୍ତିପଡାରେ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ ଜଣ ଝାଡାବାନ୍ତିରେ ଆକ୍ରାନ୍ତ । ୧୫ ଜଣଙ୍କ ମଧ୍ୟରୁ ୮ ଜଣ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି । ଗାଁରେ ଡାକ୍ତରୀ ଟିମ୍ ପହଞ୍ଚି ଚିକିତ୍ସା ଜାରି!-->…
Read More...
Read More...