ଅନୁସୂଚିତ ଜାତି ତାଲିକାରୁ କେଉଁଟ, କୈବର୍ତ୍ତ ଓ ଧୀବର ହଟାଓ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର…
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଅନୁସୂଚିତ ଜାତି ତାଲିକାରୁ କେଉଁଟ, କୈବର୍ତ୍ତ ଓ ଧୀବର ହଟାଓ ଦାବି ନେଇ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ବଙ୍ଗୋମୁଣ୍ଡା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ।!-->…
Read More...
Read More...