ଗରିମା ପରିବାରର ଉତ୍କଳ ଦିବସ ପାଳନ ଆସନ୍ତା ଏପ୍ରିଲ ୨ରେ
ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ମହିଳା ଅନୁଷ୍ଠାନ ଗରିମା ପରିବାର ତରଫରୁ ଷଷ୍ଠ ଉତ୍କଳ ଦିବସ ପାଳନ ଆସନ୍ତା ଏପ୍ରିଲ ମାସ ୨ତାରିଖ ଦିନ ସନ୍ଧ୍ୟା ୬ଟା ସମୟରେ ଭଞ୍ଜଭବନ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ଏନେଇ ସେକ୍ଟର୍ ୨ ସାହାନାଇ ମଣ୍ଡପଠାରେ ଆୟୋଜିତ ଏକ!-->…
Read More...
Read More...