Monthly Archives

March 2024

ବୁଣାକାର ସଚେତନତା ଶିବିର ଅନୁଷ୍ଠିତ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣପଡା ଗ୍ରାମଠାରେ ବଜରଙ୍ଗ ଡବ୍ଲୁସିଏସ୍ କମିଟି ଆନୁକୂଲ୍ୟରେ ବୁଣାକାର ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବୁଣାକାରମାନଙ୍କୁ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ସହାୟତା
Read More...

ସାମୁଦ୍ରିକ ମତ୍ସ୍ୟଜୀବି ସଚେତନତା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୋଡ଼ାମପେଟା ଗ୍ରାମର ଗୋଖରକୁଡା ମତ୍ସ୍ୟ ଅବତରଣ କେନ୍ଦ୍ରଠାରେ ସାମୁଦ୍ରିକ ମତ୍ସ୍ୟଜୀବିଙ୍କୁ ନେଇ ଏକ ସଚେତନତା ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ (ସାମୁଦ୍ରିକ)ସୁବ୍ରତ କୁମାର
Read More...