Monthly Archives

April 2024

୧୦ ହଜାର ଟଙ୍କା ଲାଞ୍ଚନେଇ ଧରାପଡିଲେ ସହକାରୀ ରାଜସ୍ୱ ନିରୀକ୍ଷକ ଓ ସହଯୋଗୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ମହିଳା ସହକାରୀ ରାଜସ୍ୱ ନିରୀକ୍ଷକ ଓ ସହଯୋଗୀ । ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ୍‌ ବେଲଗାଁର ସହକାରୀ ରାଜସ୍ୱ ନିରୀକ୍ଷକ ତଥା ଇନ୍‌ଚାର୍ଜ ରାଜସ୍ୱ ନିରୀକ୍ଷକ ରେସ୍ମା ମାଝୀ ଓ ତାଙ୍କ ସହଯୋଗୀ
Read More...

ଖଲ୍ଲିକୋଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୨ ଗୁରୁତର

ଖଲ୍ଲିକୋଟ : ଖଲ୍ଲିକୋଟ ରାଜ୍ୟ ରାଜପଥ ମଥୁରା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଦ୍ରୁତଗତିରେ ଆସୁଥିବା ଏକ ବୋଲେରୋ ଗୋଟିଏ ସ୍କୁଟି ଓ ଗୋଟିଏ ବାଇକ ଉପରେ ମାଡ଼ିଯାଇଥିଲା । ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍କୁଟି ଚାଳକ ଓ ତାଙ୍କ ପତ୍ନୀଙ୍କ ସହ ଗାଡ଼ିରେ
Read More...

କଣ୍ଟାବାଞ୍ଜି ବିଧାନସଭା ପାଇଁ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କ ନାମାଙ୍କନପତ୍ର ଦାଖଲ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଆସନ୍ତା ମେ' ୨୦ରେ ହେବ ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ । ଗତ ୨୬ ତାରିଖରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ଆଜି କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ଆଜି ନିଜର ହଜାର
Read More...

ଶାନ୍ତିପଡା ପତଞ୍ଜଳି ଯୋଗକ୍ଷେତ୍ରର ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତା. ୨୮-୪-୨୦୨୪ ରବିବାର ଦିନ, ପତଞ୍ଜଳି ଯୋଗକ୍ଷେତ୍ର ଶାନ୍ତିପଡା, ବଲାଙ୍ଗିରର ପ୍ରଥମ ବାର୍ଷିକ ସମ୍ବିଳନୀ ଯୋଗ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଯୋଗ ଗୁରୁ ଯାଦବ ନାୟକ ଏବଂ ଯୋଗ ଟ୍ରେନର୍‌ ଶ୍ରୀମତୀ ସାରିକା ପୁରୋହିତ ଅତିଥି ଭାବରେ ମଞ୍ଚାସୀନ ହୋଇଥିଲେ ।
Read More...

ଟ୍ରକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍ : ୯ ଜଣ ମୃତ

ରାୟପୁର : ଛତିଶଗଡ଼ର ବେମେତରାରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ଏକ ପିକ୍ଅପ୍ ଭ୍ୟାନ୍ ପଛରୁ ପିଟିବାରୁ ୯ ଜଣ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ୫ ଜଣ ମହିଳା, ୪ ଜଣ ପିଲା ଥିଲେ । ସେମାନେ
Read More...

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର : ୪ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ । ପୋଲିସ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।
Read More...

ରାଜଧାନୀରୁ ୭୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର : ରାଜଧାନୀରୁ ବିପୁଳ ଟଙ୍କା ଜବତ । ଗୋଟିଏ ଦିନରେ ଭୁବନେଶ୍ୱରରୁ ଜବତ ହେଲା ୭୫ ଲକ୍ଷର ନଗଦ ଟଙ୍କା । ଏତେ ପରିମାଣର ଟଙ୍କା ଜବତ ପରେ ତଦନ୍ତ କରୁଛି ଆୟକର ବିଭାଗ । ମଙ୍ଗଳବାର ଦିନ ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହୋଇଛି ପୁଳା ପୁଳା ଟଙ୍କା । ଦୁଇ ଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି
Read More...

ଯୁବକଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

କଟକ : ଦୋଳମୁଣ୍ଡାଇ ଛକ ନିକଟରେ ସଡ଼କ ଦୁର୍ଘଟଣା । ଘରକୁ ଫେରୁଥିବା ବେଳେ ଜଣେ ବ୍ୟକ୍ତିଙ୍କ ଉପରେ ଚଢ଼ିଗଲା ଟ୍ରକ୍‌ । ବ୍ୟକ୍ତି ଜଣକ ହେଲେ ଭଗତପୁର ଅଞ୍ଚଳର ପ୍ରମୋଦ ମୁଦୁଲି । ସୂଚନା ଅନୁସାରେ ପ୍ରମୋଦ ମୁଦୁଲି ଟେଲର୍‌ କାମ କରୁଥିଲେ । ଗତ ରାତିରେ ପ୍ରମୋଦ ଘରକୁ ଫେରୁଥିବା ବେଳେ ପଛ ପଟୁ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ଓ ଅଧ୍ୟାପିକାଙ୍କ ମଧ୍ୟରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏଆଇୟୁ ଏକାଡେମିକ୍ ଏବଂ ଆଡମିନିଷ୍ଟ୍ରେଟିଭ୍ ଡେଭଲପ୍‌ମେଣ୍ଟ ସେଣ୍ଟର (ଏଆଇୟୁ - ଏଏଡିସି), ଗୃହ ବିଜ୍ଞାନ ବିଭାଗ ଏବଂ ଇଣ୍ଡିଆନ୍ ୟୁନିଭରସିଟିସ୍ ଆସୋସିଏସନ୍ (ଏଆଇୟୁ), ନୂଆଦିଲ୍ଲୀ ମିଳିତ ଭାବେ ଆଜିଠାରୁ 'କମ୍ୟୁନିଟି
Read More...

ଆକାଶରୁ ବର୍ଷୁଛି ନିଆଁ : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା । ଗତକାଲି ରାଜ୍ୟର ୪ ସହରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିବାବେଳେ, ୪୪.୮ ଡିଗ୍ରୀ ସହ ବାରିପଦା ଥିଲା ସର୍ବାଧିକ ଉତ୍ତପ୍ତ ସହର । ଏଥିସହ ଅନୁଗୁଳରେ ୪୪.୩, ବୌଦ୍ଧରେ
Read More...