Daily Archives

୮ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ବାଚନ କାମ ନଥିବା ସ୍ଥାନକୁ ବଦଳି ନିର୍ଦ୍ଦେଶ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଆଜି ଓଡିଶାର ୮ ଜଣ ଭାରତୀୟ ପ୍ରଶାସନିକ ଓ ପୁଲିସ ଅଧିକାରୀଙ୍କୁ ତୁରନ୍ତ ବଦଳି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କମିଶନଙ୍କ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏହି ନିର୍ଦ୍ଦେଶନାମା ଆସିଛି । ନିର୍ବାଚନ କମିଶନ ସମ୍ପୃକ୍ତ ୮ ଜଣ ଅଧିକାରୀଙ୍କୁ
Read More...

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର, (ପିଆଇବି) : ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର
Read More...

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ୱର : ସ୍ୱନାମଧନ୍ୟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ଏହି ସୂଚନା ଦେବା ପରେ, ଓଡ଼ିଶା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ଦୀର୍ଘଦିନ
Read More...

୬.୪ ଲିଟର ମଦ ଜବତ : ୧ ଗିରଫ

ସୂବର୍ଣ୍ଣପୁର : ବୀରାମହରାଜପୁର ପୁଲିସ ମସିଣାପାଲି ଛକରୁ ୬.୪ ଲିଟର ମଦ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି । ଅଭିଯୁକ୍ତ ଜଣକ ହେଲେ ଶମ୍ଭୁ ଭୋଇ ବୋଲି ଜଣା ପଡିଛି । ସୂଚନା ଅନୁଯାୟୀ, ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ବୀରାମହରାଜପୁର ପୁଲିସ ମସିଣାପାଲି
Read More...

୨ ବାଇକ ମୁହାଁମୁହିଁ ଧକ୍କା : ୧ ଗୁରୁତର

କଣ୍ଟାମାଳ : କଣ୍ଟାମାଳ ବ୍ଲକ ମାଲପଡା ଗ୍ରାମ ନିକଟସ୍ଥ କାଳିମୁହାଣ ସେତୁରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣା ପଡିଛି । ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଆହତ ବ୍ୟକ୍ତି ଜଣକ ଆମ୍ବଗାଁ ଗ୍ରାମର ନିରଞ୍ଜନ ରଣା ବୋଲି ଜଣାପଡ଼ିଛି । ଖବର
Read More...

ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ୮୯ତମ ଓଡ଼ିଶା ଦିବସ ସମାରୋହ

'ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ସମସ୍ତେ ଅଙ୍ଗୀକାରବଦ୍ଧ ହେବା ଆବଶ୍ୟକ' ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ଐତିହ୍ୟ ସଂସ୍କୃତି ସମଗ୍ର ବିଶ୍ୱକୁ ଆକର୍ଷିତ କରିଛି । ଭାଷା ଭିତ୍ତିରେ ଗଠିତ ଏହି ରାଜ୍ୟର ସାମଗ୍ରିକ ବିକାଶ ପାଇଁ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାର ସମୟ
Read More...

ନୂଆପଡ଼ା ଜିଲ୍ଲା ମେହେର(ଭୁଲିଆ) ସମାଜର ୪୨ତମ ଜିଲ୍ଲା ସ୍ତରୀୟ ବାର୍ଷିକ ସମାବେଶ

ସିନାପାଲି, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ମେହେର(ଭୁଲିଆ) ସମାଜର ୪୨ତମ ଜିଲ୍ଲା ସ୍ତରୀୟ ବାର୍ଷିକ ସମାବେଶ ଓ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତ ବାର୍ଷିକ ସମାରୋହ ତୁକଲାଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାର ବିଭିନ୍ନ ଗ୍ରାମ୍ୟ ସମାଜର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ନେଇ
Read More...

ଓବିସିଙ୍କ ପ୍ରତି ସାମାଜିକ ଅନ୍ୟାୟ ପ୍ରତିବାଦରେ ଗର୍ଜିଲା ରାଜ୍ୟ ଓବିସି ମଂଚ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓବିସିଙ୍କ ପ୍ରତି ସାମାଜିକ ଅନ୍ୟାୟ ପ୍ରତିବାଦରେ ଆଜି ବଲାଙ୍ଗିର ସାମ୍ବାଦିକ ଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆହ୍ୱାନ କରି ଗର୍ଜିଛି ଓଡ଼ିଶା ରାଜ୍ୟ ଓବିସି ମଂଚ । କୁହାଯାଇଛି ଯେ, ଓଡ଼ିଶାରେ ଓବିସିକୁ ସାମାଜିକ ନ୍ୟାୟରୁ ବଂଚିତ କରାଯାଉଛ । ଏପରିକି
Read More...

ବଲାଙ୍ଗିର ବିଧାୟକ କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : କଂଗ୍ରେସ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବା ବେଳେ ସମରେନ୍ଦ୍ର ମିଶ୍ର ହୋଇଛନ୍ତି ବଲାଙ୍ଗିର ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ । କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ପୁତ୍ର ସମରେନ୍ଦ୍ର ବିଧାୟକ ପ୍ରାର୍ଥୀ
Read More...

ଘର ଭିତରୁ ବୃଦ୍ଧଙ୍କ ଗଳିତ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ମାଲପଡା ଗ୍ରାମରେ ଜଣେ ବୃଦ୍ଧଙ୍କ ଗଳିତ ମୃତଦେହ ତାଙ୍କ ନିଜ ଘରୁ ପୋଲିସ ଉଦ୍ଧାର କରିଛି । ସୂଚନା ଅନୁସାରେ ମାଲପଡା ଗ୍ରାମର ଛତ୍ରପାଳ ମଲ୍ଲିକ(୭୫) ତାଙ୍କ ଘରେ ଦେଢ଼ ବର୍ଷ ହେଲା
Read More...