Daily Archives

ସୀତା ବିବାହ ସହ ଶ୍ରୀରାମ ନବମୀ ଉତ୍ସବ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଗ୍ରାମରେ ତିନିଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀରାମ ନବମୀ ଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । ଶୁକ୍ରବାର ସୀତା ବିବାହ ଅନୁଷ୍ଠିତ ହୋଇଥିବା ବେଳେ ଖପ୍ରାଖୋଲ ଅଂଚଳ ଉତ୍ସବ ମୁଖର ହୋଇପଡିଥିଲା । ସ୍ଥାନୀୟ ଜଗନ୍ନାଥ
Read More...

ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ୨୪ / ୭ ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍ ଉପରେ ଜିଲ୍ଲା ପ୍ରଶାସନର ଗୁରୁତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିର୍ବାଚନ ପ୍ରକ୍ରିୟାର ଅଖଣ୍ଡତା ଓ ସ୍ୱଚ୍ଛତାକୁ ସୁନିଶ୍ଚିତ କରିବା ଓ ଭାରତୀୟ ନିର୍ବାଚନ ଆୟୋଗ ଏବଂ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାପିତ କରାଯାଇଛି ଏକ ୨୪ / ୭ ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍ଆ ।
Read More...

ପ୍ରଶାସନର ସମୀକ୍ଷା ବୈଠକ : ନିର୍ବାଚନ ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବରେ ସମ୍ପାଦନା କରିବାପାଇଁ ପରାମର୍ଶ ଦେଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସାଧାରଣ ନିର୍ବାଚନ ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଗୌରୱ ଶିୱାଜି ଇସାଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼.
Read More...

ଅଗ୍ନିଶମ ସପ୍ତାହ ପାଳନ ଉପଲକ୍ଷେ ଜନ ସଚେତନତା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପ୍ରତି ବର୍ଷ ଦେଶବ୍ୟାପୀ ପାଳିତ ହେଉଛି ଅଗ୍ନିଶମ ସୁରକ୍ଷା ସପ୍ତାହ ଓ ସହୀଦ ଦିବସ ଏପ୍ରିଲ୍ ୧୪ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଅଗ୍ନିଶମ ସପ୍ତାହ ପାଳନ କରାଯାଏ । ଚଳିତ ବର୍ଷର ଥିମ୍‌ ରହିଛି 'ଆଗ୍ନେୟ ସୁରକ୍ଷା ସୁନିଶ୍ଚିତ କରିବା, ରାଷ୍ଟ୍ର ନିର୍ମାଣରେ
Read More...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଖପ୍ରାଖୋଲ ଥାନା ପୋଲିସ ଶୁକ୍ରବାର ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ ଏହି ଥାନା ଅନ୍ତର୍ଗତ ପାଚେର ଗ୍ରାମର ଚୈତନ୍ୟ ନାଗ ଓ ଉକ୍ତ ଗ୍ରାମର ଅନିଲ ନିଆଲଙ୍କ
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ଵ ଓ
Read More...

ନିୟମିତ ରକ୍ତଦାନ କରୁଥିବା ରକ୍ତଦାତା ନେପାଳ ସାହୁଙ୍କ ଦେହାନ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଂକଳ୍ପ ପରିବାର ରକ୍ତଦାନ ଶିବିରରେ ନିୟମିତ ରକ୍ତଦାନ କରୁଥିବା ଆମର ଜଣେ ସକ୍ରିୟ ରକ୍ତଦାତା ପଦ୍ମପୁର ଉପଖଣ୍ଡ ସରେଇକେଲା ଗ୍ରାମର ନେପାଳ ସାହୁ (୨୮) ଆଜି ସକାଳେ ପଦ୍ମପୁର ଜଗଦଲପୁର ରାସ୍ତାରେ ମଟର ସାଇକେଲରେ ଯାଉଥିବା ସମୟରେ ବିପରୀତ ଦିଗରୁ ଦ୍ରୁତ
Read More...

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ

ବୌଦ୍ଧ : ଭିଜିଲାନ୍ସ ଜାଲରେ ବୌଦ୍ଧ ହରଭଙ୍ଗା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣୀ । ବରିଷ୍ଠ କିରାଣୀଙ୍କ ନାମ ରବୀନ୍ଦ୍ରନାଥ ପାଢ଼ୀ ବୋଲି ଜଣାପଡ଼ିଛି । ଶ୍ରୀ ପାଢୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । ରବୀନ୍ଦ୍ରନାଥଙ୍କ ବୁଟୁପାଲି
Read More...

ଶ୍ରୀ ଶ୍ରୀ ନୃସିଂହନାଥ ଭୋଗ ମଣ୍ଡପରେ ବୈଶାଖ ମେଳା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ବରଗଡ଼ ଜିଲ୍ଲାର ନୃସିଂହନାଥ ମନ୍ଦିର ଭୋଗମଣ୍ଡପରେ ଶୁକ୍ରବାର ଆଗାମୀ ବୈଶାଖ ମେଳା ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଟ୍ରଷ୍ଟି ପ୍ରଫୁଲ୍ଲ କୁମାର ଓଡୁ ସଭାପତିତ୍ୱ କରି ଥିବା ବେଳେ
Read More...

ବଲାଙ୍ଗିର ଓକିଲମାନଙ୍କ ସହ ସମରେନ୍ଦ୍ରଙ୍କ ସମ୍ବାଦ : ନିଜର ପ୍ରାର୍ଥୀତ୍ୱ ଓ ଆଭିମୁଖ୍ୟ କଲେ ଉପସ୍ଥାପନା

ନିଜ ଅଂଚଳକୁ ଭଲ ପାଉଥିବା ଲୋକ ହିଁ ଉଚିତ ପ୍ରତିନିଧିତ୍ୱ ପ୍ରଦାନ କରିବ - ସମରେନ୍ଦ୍ରସମସ୍ୟା ସହିତ ରହିଲେ ହିଁ ସମାଧାନ କରିବା ସହଜ - ସମରେନ୍ଦ୍ର ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୦ ବର୍ଷର ଉଚିତ୍‌ ପ୍ରତିନିଧିତ୍ୱକୁ ପଛୁଆ ଥିବା ବଲାଙ୍ଗିରକୁ ଆଗେଇ ନେଇଛି । ପୂର୍ବରୁ ଯେଉଁମାନଙ୍କର
Read More...