Monthly Archives

April 2024

ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନ ୨୦୨୪କୁ ସ୍ୱଚ୍ଛ, ଅବାଧ, ନିରପେକ୍ଷ ଓ ବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ସ୍ତରରେ ବିଭିନ୍ନ ଅଧିକାରୀଙ୍କୁ ନିୟୋଜିତ ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଛି । ନିୟୋଜିତ ଅଧିକାରୀ ଯେପରି ପ୍ରଦତ୍ତ ଦାୟିତ୍ୱକୁ ସଠିକ ଓ
Read More...

ତାଳଚେରରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି

ଭୁବନେଶ୍ୱର : ରାଜ୍ୟରେ ସକାଳୁ ଆରମ୍ଭ ହୋଇଗଲାଣି ଅସହ୍ୟ ତାତି । ଅସମ୍ଭାଳ ତାତିରେ ଆଜି ବି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରରେ ତାପମାତ୍ରା ୩୫ ଡିଗ୍ରି ରହିଥିବା ବେଳେ ଭବାନୀପାଟଣାରେ ୩୪.୫, ଟିଟିଲାଗଡ଼ରେ ୩୩.୪ ଡିଗ୍ରି, ଝାରସୁଗୁଡ଼ା ଓ ବାରିପଦାରେ ୩୩
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିମନ୍ତ୍ରିତ ଅତିଥି ଭାବେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ରାମଚନ୍ଦ୍ର ପଟେଲ, ପରିଚାଳନା ସମିତିର କୋଷାଧ୍ୟକ୍ଷ ପ୍ରଶାନ୍ତ
Read More...

ବାଇକ୍ ଦୁର୍ଘଟଣାରେ ୩ ଜଣ ଆହତ

ଉଲୁଣ୍ଡା : ଉଲୁଣ୍ଡା ଥାନା ପୁଟୁରୁପାଲି ରାସ୍ତାରେ ବାଇକ୍ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି । ଆହତ ଯୁବକମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିଲେ । ଆହତ ଯୁବକମାନେ ବଡାଲିର ଏବଂ ଖେମାଲାଏର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଏକ
Read More...

ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ପେନ୍‌ସନ୍‌ ଓ ସୁରକ୍ଷା ଆଇନ ପ୍ରଣୟନକୁ ନିର୍ବାଚନ ଇସ୍ତାହାରରେ ପ୍ରକାଶ କରିବାକୁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ବ୍ୟତୀତ ଭାରତ ବର୍ଷର ବିଭିନ୍ନ ରାଜ୍ୟରେ ୬୦ ବର୍ଷରୁ ଅଧିକ ସାମ୍ବାଦିକମାନଙ୍କୁ ପେନ୍‌ସନ୍‌ ସହିତ ସୁରକ୍ଷା ଆଇନ ମଧ୍ୟ ପ୍ରଣୟନ କରାଯାଇଛି । ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରୁ ପ୍ରାୟ ୪ ଦଶନ୍ଧି ଧରି ଓଡ଼ିଶାରେ କାର୍ଯ୍ୟରତ
Read More...

ମାଟି ଧସିଯିବାରୁ ଅତଡ଼ା ତଳେ ଚାପି ହୋଇଗଲେ ଶ୍ରମିକ

କଟକ : କଟକରେ ନିର୍ମାଣ କାମ ବେଳେ ଦୁର୍ଘଟଣା । ମାଟି ଧସିଯିବାରୁ ଅତଡ଼ା ତଳେ ଚାପି ହୋଇଗଲେ ଶ୍ରମିକ । ଏଭଳି ଅଘଟଣ ଘଟିଛି କଟକ ମାଲଗୋଦାମ ଅଞ୍ଚଳରେ । ନିର୍ମାଣ କାମ ଚାଲୁଥିବା ବେଳେ ହଠାତ ମାଟି ଅତଡ଼ା ଧସି ଯାଇଥିଲା । ଏହା ତଳେ ଚାପି ହୋଇଯାଇଥିଲେ କାମ କରୁଥିବା ଶ୍ରମିକ । ଅଣନିଶ୍ୱାସୀ ହୋଇ
Read More...

ଟିଟିଲାଗଡ଼ର ପୁରୁଣା ଚୋରି ମାମଲାରେ ୫ ଜଣ କୁଖ୍ୟାତ ଚୋର ଗିରଫ, କରାଗଲା କୋର୍ଟ ଚାଲାଣ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରର ନେହେରୁ ନଗର, ହାଟପଦାପଡ଼ା, ଅଗ୍ନିଶମ ବିଭାଗ ନିକଟ କାଳୀ ମନ୍ଦିର ତଥା ଆଖପାଖ ଅଞ୍ଚଳରେ ଚୋରି ଅଭିଯୋଗରେ ଟିଟିଲାଗଡ ପୋଲିସ ୫ ଜଣ କୁଖ୍ୟାତ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ୫ ଜଣଙ୍କ ମଧ୍ୟରୁ ଜଣେ ନାବାଳକ ବୋଲି
Read More...

ଟ୍ରେନ୍‌ରୁ ଗଳିପଡ଼ି ଜଣେ ଯୁବକ ମୃତ

ଝାରସୁଗୁଡ଼ା : ବେଲପାହାଡ଼ ରେଳ ଷ୍ଟେସନ୍‌ରୁ ମାତ୍ର ୨ କିମି ଦୂରରେ ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ନିକଟରୁ ମିଳିଥିବା ଆଧାରକାର୍ଡର ସୂଚନା ଅନୁସାରେ ସେ ବାଘମୁଣ୍ଡାର ଅଜୟ କାଲୋ(୨୬) ବୋଲି ଅନୁମାନ କରାଯାଉଛି । ଏନେଇ ଜିଆର୍‌ପି ପୁଲିସ୍‌ ଏକ ମାମଲା ରୁଜୁ
Read More...

ଦ୍ୱିତୀୟ ପର୍ଯ୍ୟାୟର ୨୫୦ରୁ ଅଧିକ ପର୍ଯ୍ୟବେକ୍ଷକଙ୍କ ସହ ଭିଡିଓ କନଫରେନ୍ସିଂ କରି ନିର୍ବାଚନ କମିଶନ ସୁରୁଖୁରୁରେ, ଅବାଧ…

୨୬ ଏପ୍ରିଲ ୨୦୨୪ରେ ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ସଂସଦୀୟ ନିର୍ବାଚନ ମଣ୍ଡଳୀରେ ମତଦାନ ଅନୁଷ୍ଠିତ ହେବବିଶେଷ କରି ଗରମର ମୁକାବିଲା କରିବା ପାଇଁ ମତଦାନ କେନ୍ଦ୍ରରେ ସମସ୍ତ ସୁବିଧା ସୁଯୋଗ ଉପଲବ୍ଧ କରିବା ନିମନ୍ତେ ନିର୍ଦ୍ଦେଶ ନୂଆଦିଲ୍ଲୀ, (ପିଆଇବି)
Read More...

ଏଲ୍‌ବିସିସି ଫ୍ଲଡ୍ ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଖପ୍ରାଖୋଲ, (ପୁସ୍ତମ୍ ଯୁଆଡି) : ବେନ୍ଦେରଠାରେ ଏଲ୍‌ବିସିସି ଫ୍ଲଡ୍ ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ୍‌ ମ୍ୟାଚ୍‌ରେ ବଡଗୁର୍ଜିଭଟା ଦଳ ବନମାଲ୍ ଦଳକୁ ହରାଇ ଚାମ୍ପିୟନ ହୋଇଛି । ବଡଗୁର୍ଜିଭଟା ଟସ୍ ଜିଣି ପ୍ରଥମେ ଫିଲ୍ଡିଂ କରିବାର ନିଷ୍ପତି ନେଇଥିଲେ ।
Read More...