ବିଜେଡିରୁ ଇସ୍ତଫା ଦେଲେ ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ
ଭୁବନେଶ୍ୱର : ବିଜେଡିରୁ ଇସ୍ତଫା ଦେଇଛନ୍ତି ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ । ନବୀନ ନିବାସରେ ପହଞ୍ଚି ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଜିଲ୍ଲା ସଭାପତି ପଦରୁ ତଥା ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରଭାସ । ୨୦୧୪ରୁ ୨୦୧୯ ଯାଏ!-->…
Read More...
Read More...