ଅଜଣା ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା ସନ୍ଦେହ : ପୁଲିସର ତଦନ୍ତ ଆରମ୍ଭ
ପୁରୀ : ପୁରୀ ଚକ୍ରତୀର୍ଥ ରୋଡ ସମୁଦ୍ରକୂଳ ଥାନା ଅନ୍ତର୍ଗତ ନାରାୟଣ ପ୍ୟାଲେସ, ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି । ମୃତ ବ୍ୟକ୍ତିଙ୍କ ବେକ କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ସମୁଦ୍ରକୂଳ ଥାନା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ!-->…
Read More...
Read More...