Monthly Archives

May 2024

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଆନନ୍ଦ ପୁଟାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡବାହାଲ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୂପେ କାର୍ଯ୍ୟ କରୁଥିବା ଆନନ୍ଦ ପୁଟା ଆଜି ମେ ୩୧ ଶୁକ୍ରବାର ଦିନ ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ହଳଦୀ ପଞ୍ଚାୟତ
Read More...

ଟ୍ରକ୍‌ ପଛପଟେ ପିଟି ହୋଇ ବାଇକ୍‌ ଆରୋହୀ ନବବିବାହିତ ଯୁବକଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ୫୯ ନମ୍ବର ଜାତୀୟ ରାଜପଥ ହଳଦୀ ଓ ଯୁଗିରତା ମଝିରେ ଏକ ଅଚଳ ହୋଇପଡି ରାସ୍ତା ପାଶ୍ୱରେ ଛିଡ଼ା ହୋଇଥିବା ଟ୍ରକ ପଛ ପଟେ ପିଟି ହୋଇ ବାଇକ୍‌ ଆରୋହୀ ଯୁଗିରତା ଗ୍ରାମର ଜଣେ ନବବିବାହିତ ଯୁବକଙ୍କ ଅକାଳ ବିୟୋଗ ଭଳି
Read More...

ଛତ୍ରପୁର ଷ୍ଟାଇଲ୍‌ ବଜାର ପକ୍ଷରୁ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଷ୍ଟାଇଲ୍‌ ବଜାର ଆନୁକୂଲ୍ୟରେ ଶୁକ୍ରବାର ଏକ ଶିଶୁ ପ୍ରତିଭା କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା । ଏଥିରେ ସହରାଞ୍ଚଳର ପ୍ରାୟ ଶତାଧିକ ଶିଶୁ ଏହି ପ୍ରତିଭା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପ୍ରଥମ ଶ୍ରେଣୀରୁ ସପ୍ତମ ଶ୍ରେଣୀ ମଧ୍ୟରେ
Read More...

ପଲ୍ଲିଶ୍ରୀ ହାଇସ୍କୁଲରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ସଦାଇପାଲି ପଲ୍ଲିଶ୍ରୀ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷକ ବୃନ୍ଦାବନ ମହାକୁରଙ୍କ ସଭାପତିତ୍ୱରେ ବିଦ୍ୟାଳୟ ପରିସର ମଧ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ପର୍ବରେ ବିଦ୍ୟାଳୟର ପ୍ରତିଷ୍ଠାତା ଡ. ଶ୍ରୀକର
Read More...

କରପଡା ଗ୍ରାମରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ତମାଖୁ ବର୍ଜନ ଦିବସ ଅବସରରେ ଛତ୍ରପୁର ନିକଟବର୍ତ୍ତୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ପାଠାଗାର ଠାରେ ମା' ରାମଚଣ୍ଡୀ ଟ୍ରଷ୍ଟ, ବିଜୁ ପଟ୍ଟନାୟକ ହୋମିଓପ୍ୟାଥିକ ହସ୍ପିଟାଲ ଓ ମେଡିକାଲ କଲେଜର ମିଳିତ ଆନୁକୂଲ୍ୟରେ ଏକ
Read More...

ମା’ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର ଉତିଷ୍ଠିତ କାର୍ଯ୍ୟକ୍ରମ

ଚନ୍ଦ୍ରମଣି ରଙ୍ଗମଞ୍ଚ ଓ ମ.ରାମପୁର ସାରସ୍ଵତ ଜଗତ ସମ୍ପର୍କରେ ଆଲୋଚନା ମ.ରାମପୁର, (ହେମନ୍ତ ସାହୁ) : ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ପକ୍ଷରୁ ପ୍ରେରଣାଦାୟୀ ବକ୍ତୃତାମାଳା ଉତିଷ୍ଠିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ଵବିଦ୍ୟାଳୟ କୁଳପତି କର୍ଣ୍ଣେଲ ପ୍ରଫେସର ସଞ୍ଜୟ କୁମାର
Read More...

ପଶ୍ଚିମ ଓଡ଼ିଶାରେ ବର୍ଷୁଛି ନିଆଁ : ଲୋକେ ହନ୍ତସନ୍ତ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ବର୍ଷୁଛି ନିଆଁ । ଟିଟିଲାଗଡ଼ରେ ପାରଦ ଆଜି ୪୬.୫ ଡିଗ୍ରିକୁ ଉଠିଛି । ବଲାଙ୍ଗିରବାସୀ ମଧ୍ୟ ଆଜି ପ୍ରବଳ ଖରାରେ ସିଝିଛନ୍ତି । ଏଠାରେ ତାପମାତ୍ରା ୪୬.୫ ଡିଗ୍ରି ରେକର୍ଡ ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Read More...

ପଦ୍ମପୁରରେ ଚାରି ଦିନିଆ ଓଡ଼ିଶୀ ନୃତ୍ୟ କର୍ମଶାଳା ଉଦ୍‌ଘାଟିତ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶୁକ୍ରବାର ଦିନ ସକାଳ ୯ଟା ସମୟରେ ପଦ୍ମପୁର ସ୍ଥିତ ରାଜାଜୀ ଟାଉନ୍‌ ହଲ୍‌ ଠାରେ ଚାରି ଦିନିଆ ଓଡିଶୀ ନୃତ୍ୟ କର୍ମଶାଳା ଅତିରିକ୍ତ ଜିଲ୍ଲପାଳ କୁନାଲ ମୋତିଲାଲ ଚୌହାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଏକ ଟଙ୍କିଆ ସଂଗୀତ ବିଦ୍ୟାଳୟର ପ୍ରାଣ
Read More...

ପାଇକମାଲ ଟାଟାପାୱାର ଗ୍ରୀଡ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଟାଟାପାୱାର ଗ୍ରୀଡ଼ ସବଷ୍ଟେସନ୍‌ ପରିସରରେ ଶୁକ୍ରବାର ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଏସ୍‌ଡିଓ ମନରଞ୍ଜନ ନାୟକ ସଭାପତିତ୍ୱ କରିଥିବାବେଳେ ସମ୍ମାନିତ ଅତିଥିଭାବେ ଜେ. ଜେ. ଇ. ଶ୍ରୀକାନ୍ତ
Read More...

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨
Read More...