Daily Archives

ବିଶ୍ୱ ରେଡ୍‌କ୍ରସ୍‌ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

କଂଟାବାଞ୍ଜି, (କେପିଏନ୍‌ଏସ୍‌) : କଂଟାବାଞ୍ଜି ବିଜୁ ପଟ୍ଟନାୟକ ରକ୍ତ କେନ୍ଦ୍ରରେ ବୁଧବାର ଜୁନିୟର ରେଡ୍‌କ୍ରସ୍ ତୁରେକେଲା ଓ ସମ୍ବାଦ ଆମ ଓଡିଶାର ମିଳିତ ଆନୁକୂଲ୍ୟରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ଅବସରରେ ସ୍ଥାନୀୟ ଓଡିଶା ରକ୍ତ ଭଣ୍ଡାର ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ପଞ୍ଚାୟତ ସଦର ମହକୁମା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ରଣା ରେଡ୍‌କ୍ରସ୍‌ ପତାକା ଉତ୍ତୋଳନ କରିଥିଲେ । ପରେ…
Read More...

ଗଞ୍ଜାମ ଜିଲ୍ଲା ଟାଏକୋଣ୍ଡୋ ସଂଘର ନିର୍ବାଚନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଲକ୍ଷଣ ଭବନଠାରେ ଗଞ୍ଜାମ ଜିଲ୍ଲା ଟାଏକୋଣ୍ଡୋ ସଂଘର ବାର୍ଷିକ ଅଧିବେଶନ ଓ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ବାଚନକୁ ଛତ୍ରପୁର ଓକିଲ ସଂଘର ଆଡଭୋକେଟ ଟି. ସୁଶାନ୍ତ ରିଟର୍ଣ୍ଣିଂ ଅଧିକାରୀ ଭାବେ…
Read More...

ମୁରିବାହାଲରେ ବିଜେଡ଼ିର ବିରାଟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକର ୨୯ନଂ ଜିଲ୍ଲା ପରିଷଦ ଜୋନ ଅନ୍ତର୍ଗତ ୭ଟି ପଂଚାୟତର ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ଏକ ବିରାଟ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ପିଟାପଡ଼ା ଡେମ ଛକରେ ବୁଧବାର ଅନୁଷ୍ଠିତ…
Read More...

ପୃଥ୍ୱୀରାଜ ହାଇସ୍କୁଲରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ୍‌କ୍ରସ୍‌ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷାଧିକାରୀ ତଥା ଜିଲ୍ଲା ଜୁନିୟର ରେଡ୍‌କ୍ରସ୍‌ ଚେୟାରମେନ ଧୃବ ଚରଣ…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ‘ନିର୍ବାଚନର ପର୍ବ ଦେଶର ଗର୍ବ’ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ ବ୍ରହ୍ମପୁର ତଥା ଜାତୀୟ ସେବା ଯୋଜନା ବ୍ୟୁରୋ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ…
Read More...

ଉତ୍ତମ ଶିକ୍ଷା, ସ୍ୱାସ୍ଥ୍ୟ, ରୋଜଗାରକୁ ପ୍ରାଥମିକତା : ସମରେନ୍ଦ୍ର

ଗତ ଦଶ ବର୍ଷର ବିକାଶ ହେଉଛି ଆମ ରିପୋର୍ଟ କାର୍ଡବିଧାୟକ ଓ ସାଂସଦ ପାଣ୍ଠିରେ ବିକାଶକୁ ବାନ୍ଧି ରଖିଥିଲେ ରାଜପରିବାର ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍ତମ ଶିକ୍ଷା, ସ୍ୱାସ୍ଥ୍ୟ, ରୋଜଗାରକୁ ପ୍ରାଥମିକତା ଦେବା ସଂପର୍କରେ ଅଭିମତ ରଖିଛନ୍ତି ଆଜି ସମରେନ୍ଦ୍ର । ବଲାଙ୍ଗିର ସହର ଓ ଏହାର…
Read More...

ନେକ୍ସଟଜେନ୍‌ ଅନୁଷ୍ଠାନ ପକ୍ଷରୁ ଶୁଭଶ୍ରୀ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ରାଉରକେଲା : କଟକ ଚାଉଳିଆଗଞ୍ଜ ଠାରେ ଅନୁଷ୍ଠିତ ସିର୍ଦ୍ଧାର୍ଥ ଟିଭିରେ ପ୍ରସାରିତ ରଜ ସୁନ୍ଦରୀ-୨୦୨୪ ପାଇଁ ସାରା ଓଡିଶାରୁ ୫୦୦୦ ପ୍ରତିଯୋଗି ଭାଗନେଇଥିଲେ । ସେମାନଙ୍କ ମଧ୍ୟରୁ ପଶ୍ଚିମ ଓଡିଶାରୁ ଏକ ମାତ୍ର ଝିଅ ଶୁଭଶ୍ରୀ ପ୍ରଧାନ ମନୋନୀତ ହୋଇଥିଲେ । ଶୁଭଶ୍ରୀ ଭଲ ପ୍ରଦର୍ଶନ କରି…
Read More...

ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ରର ସ୍ଥିତି ଓ ବ୍ୟବସ୍ଥାର ନିରୀକ୍ଷଣ କଲେ ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ଭିଶାଲ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସାଧାରଣ ନିର୍ବାଚନକୁ ସୁବ୍ୟବସ୍ଥିତ ପରିଚାଳନା ନିମନ୍ତେ ଭାରତ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ସାଧାରଣ ପର୍ଯ୍ୟବେକ୍ଷକ ରାଜନ ଭିଶାଲ, ଆଇ. ଏ. ଏସ୍‌ ଜିଲ୍ଲା ଅନ୍ତର୍ଗତ ୧୦ -ବଲାଙ୍ଗିର ସଂସଦୀୟ କ୍ଷେତ୍ର ସହ ୬୪ ବୀରମହାରାଜପୁର ଓ ୬୫ ସୁବର୍ଣ୍ଣପୁର…
Read More...

କଳାହାଣ୍ଡି ନିର୍ବାଚନ ମଣ୍ଡଳୀରେ ତ୍ରିକୋଣୀୟ ଲଢେଇ

ଭବାନୀପାଟଣା ସଦର, (ନିକୁଞ୍ଜ ଚଲାନ) : କଳାହାଣ୍ଡିରେ ନିର୍ବାଚନ ତାତି ଦିନକୁ ଦିନ ବଢି ବଢ଼ି ଚାଲିଥିବା ବେଳେ ଆଉ କେଇଟା ଦିନ ପରେ ନିର୍ବାଚନର ମହାନ୍ ପର୍ବରେ ନିଜର ପ୍ରତିନିଧିତ୍ଵ ଦିଲ୍ଲୀ ଦରବାରକୁ ପଠାଇବା ପାଇଁ ଜନତା ପ୍ରସ୍ତୁତ ହେଉଛନ୍ତି । ଭାରତର ଲୋକସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ…
Read More...