Daily Archives

ରାସ୍ତାଘାଟ ସଫାକଲେ ୧୮୯ ବାଟାଲିୟନ୍‌ ସିଆର୍‌ପିଏଫ୍‌ ଯବାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ମଙ୍ଗଳବାର ଖପ୍ରାଖୋଲ ମୁଖ୍ୟରାସ୍ତା ଥାନା ଛକ ଠାରୁ ରେଞ୍ଜ ଅଫିସ୍‌ ପର୍ଯ୍ୟନ୍ତ ରାସ୍ତାରେ ସିଆର୍‌ପିଏଫ୍ ଯବାନ ମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟକ୍ରମ ହୋଇଥିଲା । ସୂଚନା ଅନୁଯାୟୀ ମଙ୍ଗଳବାର ସକାଳ ୭ଟା ସମୟରେ ଖପ୍ରାଖୋଲ ସ୍ଥିତ ୧୮୯ ବାଟାଲିୟନ୍‌
Read More...

ହାଇୱା ଧକ୍କାରେ ଜଣେ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ୍‌ ଶାଳଣିଆ ପଞ୍ଚାୟତ ସୋଲାପଟା ଗ୍ରାମର ସମର କେଶରୀ ଜେନା (୩୨)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଗତକାଲି ଅପରାହ୍ନ ୩ଟାବେଳେ ସେ ଘରୁ ଭଦ୍ରକ ଯାଉଥିଲେ । ଆନନ୍ଦପୁର-ଭଦ୍ରକ ରାସ୍ତାର ତିରିକଣାଛକ ନିକଟରେ ଏକ ବାଲି ବୋଝେଇ ଆସୁଥିବା ହାଇୱା
Read More...

ଗୁରୁମାନେ ହିଁ ସମାଜରେ ଶ୍ରେଷ୍ଠ ସମ୍ମାନର ଅଧିକାରୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗୁରୁମାନେ ହିଁ ସମାଜ ଗଠନର ଶ୍ରେଷ୍ଠ ବିନ୍ଧାଣି ଓ ସର୍ବଶ୍ରେଷ୍ଠ ସମ୍ମାନର ଅଧିକାରୀ ବୋଲି ଗୋଡିପୁଟ ମାଟିଆପଡା ଗ୍ରାମପଞ୍ଚାୟତ ଅଧୀନ ଗୋଦାସାହି ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଆଦର୍ଶ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ବେହେରାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା
Read More...

ବିଶ୍ୱ ରେଡ୍‌କ୍ରସ୍ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶ୍ୱ ରେଡ୍‌କ୍ରସ୍ ଦିବସ ପାଳନ କରି, ସମଗ୍ର ବିଶ୍ଵରେ ବ୍ୟକ୍ତି ଏବଂ ସମ୍ପ୍ରଦାୟଙ୍କ ମାନବିକ ସହାୟତା ପ୍ରଦାନ ତଥା ମାନବିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବାରେ ରେଡ୍‌କ୍ରସ୍‌ର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସମର୍ଥନ ପ୍ରଦର୍ଶନ କରିପାରିବେ ।
Read More...

ଟ୍ରକ୍‌ ଧକ୍କାରେ : ଦୁଇ ମୃତ

ଭୁବନେଶ୍ୱର : ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ । ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା । ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ, ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ
Read More...