Daily Archives

୬,୮୬୦ ଲିଟର ଚୋରା ଦେଶୀ ମଦ ଜବତ

ଆଠଗଡ଼ : ତିଗିରିଆ ଥାନା ଭିରୁଡ଼ା ଓ ଉପରବେଡ଼ା ଗାଁରେ ଅବକାରୀ ବିଭାଗର ଚଢ଼ାଉ । ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଠଗଡ଼ ଏବଂ କଟକ ଅବକାରୀ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ ବେଳେ ୬,୮୬୦ ଲିଟର ଚୋରା ଦେଶୀ ମଦ ଜବତ କରିବା ସହ ୭,୪୨୦ ଲିଟର ପୋଚ ନଷ୍ଟ
Read More...

ଆନ୍ତର୍ଜାତୀୟ ଉଦ୍ଭିଦ ସ୍ୱାସ୍ଥ୍ୟ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କ୍ଷୁଧାକୁ ରୋକିବା, ଦାରିଦ୍ର୍ୟ ହ୍ରାସ କରିବା, ଜୈବ ବିବିଧତାକୁ ସୁରକ୍ଷିତ ରଖିବା, ଜଳବାୟୁ ପରିବର୍ତ୍ତନ ପ୍ରଭାବକୁ ହ୍ରାସ କରିବା ଏବଂ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଭିଦ ସ୍ୱାସ୍ଥ୍ୟର ଆବଶ୍ୟକତା ବିଷୟରେ ସଚେତନତା ସୃଷ୍ଟି
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର କାର୍ଲମାର୍କସ ଜୟନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଗଣତନ୍ତ୍ର ଓ ବୈଜ୍ଞାନିକ ସମାଜବାଦର ଯୁଗଳବନ୍ଦୀ ହିଁ ଗଣତନ୍ତ୍ରକୁ ସୁରକ୍ଷିତ ରଖି ପାରିବ । ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲ୍‌ଚରାଲ୍‌ ଏକାଡେମୀ ପରିସରରେ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଏବଂ ସଭାପତି ପ୍ରଶାନ୍ତ କୁମାର
Read More...

ମୁରିବାହାଲ ଶୀତଳଷଷ୍ଠୀ ପାଇଁ ଥାଳ ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍‌ ସଦର ମହକୁମାରେ ଚଳିତ ବର୍ଷର ଶୀତଳଷଷ୍ଠୀ କାର୍ଯ୍ୟକ୍ରମ ପାଇଁ ରାଧାକୃଷ୍ଣ ଓ ଶିବ ମନ୍ଦିରରେ ଶିବପାର୍ବତୀଙ୍କ ଥାଳ ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷର ବର ପିତାମାତା ରୂପେ ମୁରିବାହାଲ, ବଜାର
Read More...

ସେଞ୍ଚୁରିଅନ୍‌ ବିଦ୍ୟାଳୟ ପରିସରରେ ଆନ୍ତଃ ବିଦ୍ୟାଳୟ ଗ୍ରୀଷ୍ମ କାଳୀନ ଶିବିର ୨୦୨୪-୨୫ ସମାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷାର ମୂଳ ଲକ୍ଷ୍ୟ ହେଲା ବ୍ୟକ୍ତିର ସର୍ବାଙ୍ଗୀନ ବିକାଶ କରିବା । ପାଠ୍ୟ ପୁସ୍ତକଗତ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ ବିଷୟରେ ମଧ୍ୟ ଛାତ୍ରଛାତ୍ରୀଙ୍କର ଦକ୍ଷତା ବୃଦ୍ଧି ହେବ ଉଚିତ୍‌ । ଏଇ ଆଭିମୁଖ୍ୟ ନେଇ ସେଞ୍ଚୁରିଅନ୍‌ ବିଦ୍ୟାଳୟ (ଜେଆଇଟିଏମ୍‌)ର
Read More...

କ୍ଲିନ୍ ଆଣ୍ଡ ଗ୍ରୀନ୍‌ର ରକ୍ତଦାନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ଏକ ରକ୍ତଦାନ କାର୍ଯ୍ୟକ୍ରମ ଆଇଜିଏଚ୍‌ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା । ଅନୁଷ୍ଠାନର ସଭାପତି ଡାକ୍ତର ଦେବେନ୍ଦ୍ର କୁମାର ସେଠୀ,
Read More...

ମ୍ୟୁନିସିପାଲ ମହାବିଦ୍ୟାଳୟରେ ମେଧାବୀ ଅଭିନନ୍ଦନ

ରାଉରକେଲା, (ସସ୍ମିତା ପ୍ରଧାନ) : ଅକ୍ଷୟ ତୃତୀୟା ଦିବସରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର କଳା ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ଅଭିନନ୍ଦନୀୟ ସଫଳତା ହାସଲ କରିଛନ୍ତିି । ସମ୍ବଲପୁର
Read More...

ଭି. କେ. ପାଣ୍ଡିଆନଙ୍କ ରାଉରକେଲାରେ ପ୍ରଚାର

ରାଉରକେଲା, (ସସ୍ମିତା ପ୍ରଧାନ) : ନବୀନ ଓଡ଼ିଶା ଅଧ୍ୟକ୍ଷ ତଥା ବିଜେଡିର ଷ୍ଟାର୍‌ ପ୍ରଚାରକ ଭି. କେ. ପାଣ୍ଡିଆନ୍‌ ରଘୁନାଥପାଲୀ ନିର୍ବାଚନ ମଣ୍ଡଳୀର ସେକ୍ଟର -୨ ଦୁର୍ଗାପୂଜା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେଇଥିଲେ । ଏହି ଅବସରରେ ନିଜ ଅଭିଭାଷଣରେ ନବୀନ ବାବୁଙ୍କ ରଘୁନାଥପାଲିକୁ ଭଲ
Read More...