ପୁଣି ଫେରିଲା ତାତି
ଭୁବନେଶ୍ୱର : ରାଜ୍ୟକୁ ପୁଣି ଫେରିଲା ତାତି । ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ନୂଆପଡ଼ା,!-->…
Read More...
Read More...