Daily Archives

ବୁଦ୍ଧ ମୂର୍ତ୍ତି ସ୍ଥାପନ ପାଇଁ ଭୂମି ପୂଜନ ଉତ୍ସବ

ଭବାନୀପାଟଣା ସଦର, (ନିକୁଞ୍ଜ ଚଲାନ) : କଳାହାଣ୍ଡି ଜିଲ୍ଲା ଚାରବାହାଲ ବସ୍‌ ଷ୍ଟାଣ୍ଡ ଠାରେ ଆଜି ବୁଦ୍ଧ ବିଚାର ମଞ୍ଚ ପକ୍ଷରୁ ବୁଦ୍ଧ ଜୟନ୍ତୀ ପାଳିତ ହୋଇଯାଇଛି । ଏହାସହ ସ୍ଥାନୀୟ ମାର୍କେଟ୍‌ କମ୍ପ୍ଲେକ୍ସ ଠାରେ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ
Read More...

ବଲାସିଙ୍ଗା ମହୁଲମୂଳ ମହିମା ଆଶ୍ରମ ଠାରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ଭୀମ ଭୋଇ ଓଡିଶାରୁ ସୃଷ୍ଟ ଅନନ୍ୟ ମହିମା ଧର୍ମର ସର୍ବଶ୍ରେଷ୍ଠ ପ୍ରଚାରକ । ଯେତେବେଳେ ହିନ୍ଦୁ ଧର୍ମରେ କୁସଂସ୍କାର ଓ ଅନ୍ଧବିଶ୍ୱାସ ଚରମ ସୀମାରେ ପହଞ୍ଚିଥିଲା ଓ ଛୁଆଁ ଅଛୁଆଁ ଭେଦଭାବ ହେତୁ ଭୀମ ଭୋଇଙ୍କୁ ଅପମାନିତ କରି ଭାଗବତ ଶ୍ରବଣରୁ ତଥାକଥିତ ସମାଜର
Read More...

ମଦ ଜବତ : ୨ ଗିରଫ

ବିନିକା : ବିନିକା ଅବକାରୀ ବିଭାଗ ଅରିଗାଁ ରାସ୍ତାରେ ଚଢ଼ଉ କରି ମଦ ଜବତ କରିବା ସହ ଜଣକୁ ଗିରଫ କରିଛି । ଅରିଗାଁ ରାସ୍ତାରେ ମଦ ଧରି ଯାଉଥିବା ବେଳେ ମଦ ବେପାରୀ ଲବ ସେଠୀଙ୍କ ପାଖରୁ ୧୮ ଲିଟର ମଦ ଜବତ କରିଥିଲା । ଏନେଇ ଏକ ମାମଲା ରୁଜୁକରି ମଦବେପାରୀଙ୍କୁ କୋର୍ଟଚାଲାଣ କରାଯାଇଛି ।
Read More...

ଅଟୋ ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ

ବୀରମହାରାଜପୁର : ବୀରମହାରାଜପୁର - ମୁର୍ଷୁଣ୍ଡି ରାସ୍ତା ହିଲୁଙ୍ଗ ଠାରେ ଏକ ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣକର ଅବସ୍ଥା ଗୁରୁତର ରହିଛି । ସୂଚନା ଅନୁସାରେ, ଉଲୁଣ୍ଡା ବ୍ଲକ ହିକୁଡି ଗ୍ରାମରୁ ଏକ ବାହାଘରରେ
Read More...

ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର : ଡ୍ରାଇଭର୍‌ ମୃତ

ପୁରୀ : ପୁରୀ ଜିଲ୍ଲା କଣାସ ଥାନା ଦୟାବିହାର ଗାଁରେ ଅଘଟଣ । ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଦୟାବିହାର ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର
Read More...

ଚବିଶ ପ୍ରହରୀ ନାମଯଜ୍ଞ : ଭକ୍ତିମୟ ପରିବେଶରେ ବେଲପଡା ଗ୍ରାମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ଗ୍ରାମରେ ଅନୁଷ୍ଠିତ ହୋଇଛି ଶ୍ରୀ ଶ୍ରୀ ଚବିଶ ପ୍ରହରୀ ନାମଯଜ୍ଞ । ଗାଁରେ ଗୋଟିଏ ପ୍ରକାର ଭକ୍ତିମୟ ପରିବେଶ ସ୍ୱଷ୍ଟି ହେଉଛି । ରାମ ନାମରେ ପ୍ରକମ୍ପିତ ହେଉଛି ପୁରା ଅଂଚଳ । ଗତ ୨୦ ତାରିଖ ଦିନଠାରୁ
Read More...

କାହା ସ୍ୱାର୍ଥରେ ହରିଶଙ୍କର ଚତୁର୍ଦ୍ଦଶୀ ମେଳା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପଶ୍ଚିମ ଓଡିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ତଥା ତୀର୍ଥପୀଠ ହରିଶଙ୍କର ଠାରେ ନୃସିଂହ ଚତୁର୍ଦ୍ଦଶୀ ମେଳା ତଥା ହରିଶଙ୍କର ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲା ଅତିରିକ୍ତ ଆରକ୍ଷୀ
Read More...

ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ
Read More...

ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର
Read More...

ଦିଲ୍ଲୀରେ କବିସନ୍ଧି କାର୍ଯ୍ୟକ୍ରମରେ ପ୍ରତିଭା ଶତପଥୀଙ୍କ କବିତା ପାଠ

ମୋର କବିତାଗୁଡ଼ିକ ଶବ୍ଦରେ ପ୍ରକାଶିତ ଲୁହର ବୁନ୍ଦା - ପ୍ରତିଭା ଶତପଥୀ ନୂଆଦିଲ୍ଲୀ, (କେପିଏନ୍‌ଏସ୍‌) : ମୋର କବିତା ନିଜସ୍ୱ ଅନୁଭୂତି, ଆନନ୍ଦ - ବିଷାଦ ତଥା ସମାଜର ବିକୃତ ବାସ୍ତବତାକୁ ପ୍ରତିଫଳିତ କରେ । ମୋର କବିତାଗୁଡ଼ିକ ଶବ୍ଦରେ ପ୍ରକାଶିତ ଲୁହର ବୁନ୍ଦା ପରି ମନେହୁଏ । ସେଗୁଡ଼ିକ
Read More...