Daily Archives

ଆଜି ପୁଣି ଓଡ଼ିଶା ଆସୁଛନ୍ତି ଅମିତ ଶାହ : ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର : ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେପି ପକ୍ଷରୁ ପ୍ରଚାରକୁ କରିବେ ଜୋରଦାର । ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ । ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର
Read More...

ଆଜିଠୁ ରାଜ୍ୟରେ ବଢିବ ତାତି : ୩ରୁ ୫ ଡିଗ୍ରୀ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢିବ ତାତି । ୩ରୁ ୫ ଡିଗ୍ରୀ ଯାଏ ବଢ଼ିପାରେ ଦିନ ତାପମାତ୍ରା । ଆସନ୍ତା ୩-୪ ଦିନରେ ପାରଦ ଉପରମୁହାଁ ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏବେ ବାତ୍ୟାର ପ୍ରଭାବ ହ୍ରାସ ଯୋଗୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ତାପମାତ୍ରା ବୃଦ୍ଧି ହେଲେ
Read More...

ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା : ଜଣେ ମୃତ

କେନ୍ଦ୍ରାପଡ଼ା : ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଖରିଦା ସାହି ଠାରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନାଅନୁଯାୟୀ, କେନ୍ଦ୍ରାପଡାରୁ କଟକ ଯାଉଥିବା ବସ୍ ଚାନ୍ଦବାଲି
Read More...

ବାତ୍ୟା ରେମାଲ୍‌ରେ ୧୨ ମୃତ

ନୂଆଦିଲ୍ଲୀ : ବାତ୍ୟା ରେମାଲ୍‌ ଗତକାଲି ରାତିରେ ଲ୍ୟାଣ୍ଡଫଲ୍‌ କରିଛି । ରବିବାର ରାତି ୮ଟା ୩୦ରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପଡ଼ା ମଧ୍ୟରେ ଉକ୍ତ ସାମୁଦ୍ରିକ ଝଡ଼ ଲ୍ୟାଣ୍ଡଫଲ୍‌ କରିବା ସହିତ ବ୍ୟାପକ କ୍ଷୟକ୍ଷତି କରିଛି । ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ମୋଟ ୧୨ ଜଣଙ୍କର ମୃତ୍ୟୁ
Read More...

ବିଶ୍ୱ କ୍ଷୁଧା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଦୀର୍ଘ କାଳ ଧରି ଭୋକରେ ରହୁଥିବା ୮୨୦ ନିୟୁତରୁ ଅଧିକ ଲୋକଙ୍କ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାକୁ ଶେଷ କରିବା ପାଇଁ ପଦକ୍ଷେପକୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ 'ବିଶ୍ୱ କ୍ଷୁଧା ଦିବସ' ପ୍ରତ୍ୟେକ ମେ ୨୮ରେ ପାଳନ କରାଯାଏ । କ୍ଷୁଧା ହେଉଛି
Read More...