Daily Archives

ବାହାନଗା ଟ୍ରେନ ଦୁର୍ଘଟଣାକୁ ବର୍ଷେ : ଗୋଟିଏ ଝଟ୍‌କାରେ ଚାଲି ଯାଇଥିଲା ଅନେକ ଜୀବନ

ବାଲେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାକୁ ବର୍ଷେ । ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ୨୦୨୩ ଜୁନ୍ ୨ ତାରିଖ ସନ୍ଧ୍ୟା ୬.୪୦ରେ ଘଟିଥିଲା ଏକ ଛାତିଥରା ଟ୍ରେନ ଦୁର୍ଘଟଣା । ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଲା । ଗତବର୍ଷ ଠିକ୍
Read More...

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା : ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକମାନେ ହେଲେ ଖଣ୍ଡିଆବନ୍ଧର ବାରବାଟୀର ପ୍ରଶାନ୍ତ ସାହୁ(୪୦), ପ୍ରତୀକ୍ଷା ସାହୁ(୬), ବ୍ରହ୍ମଗିରି ଅରଖକୁଦାର ଶଙ୍କର ବେହେରା(୩୮) ଓ ଦିବ୍ୟରଞ୍ଜନ ସାହୁ (୩୫) ।
Read More...

କଣ୍ଢେଇ ନୃତ୍ୟଗୁରୁ ମାଗୁଣି କୁଅଁରଙ୍କ ପରଲୋକ

କେନ୍ଦୁଝର : କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ । ଆଜି ୮୮ ବର୍ଷ ବୟସରେ କେନ୍ଦୁଝର ବୈଦ୍ୟରାଜସାହି ବାସଭବନରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର
Read More...

୨ ମାଲ୍ ଗାଡ଼ି ସହ ଧକ୍କା ହେଲା ପାସେଞ୍ଜର ଟ୍ରେନ୍

ଚଣ୍ଡିଗଡ଼ : ପଞ୍ଜାବର ଫତେହଗଡ ସାହିବରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି । ରବିବାର ଭୋର୍ ପ୍ରାୟ ସାଢ଼େ ୩ଟାରେ ସରହିନ୍ଦ ରେଳ ଷ୍ଟେସନଠାରୁ କିଛି ଦୂରରେ ଥିବା ମାଧୋପୁର ଚୌକି ନିକଟରେ ଏହି ଟ୍ରେନ ଦୁର୍ଘଟଣା ଘଟିଛି । ୨ ମାଲ୍ ଗାଡ଼ି ସହ ପାସେଞ୍ଜର ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ
Read More...

ବଢୁଛି ଅଂଶୁଘାତ ଜନିତ ମୃତ୍ୟୁ

ଭୁବନେଶ୍ୱର : ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ । ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ
Read More...

ରାଜଧାନୀ ଭୁବନେଶ୍ୱରରେ ସିରିଜ୍ ଦୁର୍ଘଟଣା

ଭୁବନେଶ୍ୱର : ଆଜି ସକାଳେ ରାଜଧାନୀ ଭୁବନେଶ୍ୱର ସତସଙ୍ଗବିହାର ନିକଟରେ ସିରିଜ ଦୁର୍ଘଟଣା ଘଟିଛି । ଫଳରେ ୩ଟି କାର୍ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ, ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିବା କାରର ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
Read More...

ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍ : ୧ ମୃତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ମୋହନା(ଗଜପତି)ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ଟ୍ରକ୍‌ଟି ଘାଟି ତଳକୁ ଖସିପଡ଼ି ଥିବା ବେଳେ
Read More...

ବରକାନୀ ପାଖରେ ଡକାୟତି : ସ୍କୁଟିରେ ଆସୁଥିବା ବେଳେ ପଛପଟୁ ଆକ୍ରମଣ କଲେ ଦୁର୍ବୃତ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ୍‌ ଅନ୍ତର୍ଗତ ଚନ୍ଦନଭାଟି ପାଖ ବରକାନୀ ପାଖରେ ଗତ ରାତି ପ୍ରାୟ ୧୦ଟା ସମୟରେ ଏକ ଡକାୟତି ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସଦାଇପାଲି ନିବାସୀ ଛବିଚନ୍ଦ୍ର ପଟେଲ ନିଜ ପୁଅଙ୍କ ସହ ଜଣେ ସଂପର୍କୀୟଙ୍କ ଅନ୍ତେଷ୍ଟିକ୍ରିୟାରେ
Read More...

ନାବାଳକଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାବାଳକଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧ ମୃତ । ଏପରି ଏକ ଅଭାବନୀୟ ଘଟଣା ବଲାଙ୍ଗିର ଜିଲ୍ଳା ତୁଷୁରା ଥାନା କୋଟଗାଁ (ସିଲେଟପଡା) ଗ୍ରାମରେ ଘଟିଥିବା ସୂଚନା ମିଳିଛି । ଜଣେ ନାବାଳକ ନିଜ ପଡୋଶୀଙ୍କୁ ଟାଙ୍ଗିଆରେ ହତ୍ୟା କରିଥିବା ତୁଷୁରା ଥାନାରେ ଅଭିଯୋଗ ହୋଇଛି ।
Read More...

ଜନପଦ କବିତା ଆସର ଓ ଆଲୋଚନା ଚକ୍ର

ଆଦିବାସୀ ଗାଆଁରେ ସାରାଦିନ ଜମିଲା ସାରସ୍ଵତ ମହୋତ୍ସବଜୁନାଗଡ଼ ସାହିତ୍ୟ ସଂସ୍କୃତି ସଂସଦର ନିଆରା କାର୍ଯ୍ୟକ୍ରମ ଭବାନୀପାଟଣା, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ରେ ଥିବା ଜୁନାଗଡ଼ ସାହିତ୍ୟ ସଂସ୍କୃତି ସଂସଦ ପକ୍ଷରୁ ଆଦିବାସୀ ଗାଆଁ ଜାକମ୍ ଠାରେ ସାରା ଦିବସ ବ୍ୟାପୀ ଜନପଦ
Read More...