Daily Archives

ବିଜେ ଶ୍ରୀ ରାମେଶ୍ୱରଙ୍କ ଶୀତଳ ଷଷ୍ଠୀ ଯାତ୍ରା ଏଥର ଜମିବ : ବିବାହ ପାଇଁ ସଂକଳ୍ପ ଓ ଶୁଭ ଥାଳ ଉଠିଲା

ମ.ରାମପୁର, (ହେମନ୍ତ ସାହୁ) : ଆଗକୁ ଆସୁଛି ଦେବ ଦମ୍ପତିଙ୍କ ବିବାହ ଉତ୍ସବ । ଶୀତଳ ଷଷ୍ଠୀ ଯାତ୍ରା ପାଇଁ ବିଜେ ଶ୍ରୀ ଶ୍ରୀ ରାମେଶ୍ୱର ମନ୍ଦିରରେ ଆଜି ପ୍ରାରମ୍ଭିକ କାର୍ଯ୍ୟକ୍ରମ ସଂକଳ୍ପ ଓ ଶୁଭ ଥାଳ ଉଠିଛି । ଏଥର ଜଗତଜନନୀ ମାତା ପାର୍ବତୀଙ୍କ ପିତା ମାତା ଦାୟିତ୍ଵ ସପତ୍ନୀକ ବିଶିଷ୍ଟ
Read More...

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା : ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ଆଜି ୫ ଦିନ ପୂରି ଥିବାବେଳେ ଆଉ ୩ଜଣ ଆଖି ବୁଜିଛନ୍ତି । ଦୁଇଦିନ ମଧ୍ୟରେ ଖଣ୍ଡିଆବନ୍ଧ ତେଲିସାହିର ଗୋଟିଏ ପରିବାରର ୪ ଜଣ ପ୍ରାଣ ହରାଇଥିବା ବେଳେ ଆଜି ଆଉ ଏକ ପରିବାରର ଦ୍ୱିତୀୟ ସଦସ୍ୟ ଆଖି ବୁଜିଛନ୍ତି । ଆଜିର ମୃତ୍ୟୁ ସହିତ
Read More...

୩୦ ଫୁଟ ଉଚ୍ଚତାରୁ ତଳକୁ ଖସିଲା ବୋଲେରୋ : ୨ ମୃତ, ୧୦ ଆହତ

ସମ୍ବଲପୁର : ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ନିର୍ମାଣାଧିନ ବ୍ରିଜରୁ ଖସିପଡ଼ିଲା ବୋଲେରୋ । ବୋଲେରୋଟି ୩୦ ଫୁଟ ଉଚ୍ଚତାରୁ ତଳକୁ ଖସି ପଡିଥିଲା, ଯାହାଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇହେେଇଥିବା ଜଣାପଡ଼ିଛି । ଆହତମାନଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି
Read More...

ମାଁ ମାହେଶ୍ୱରୀ ସେନା ପକ୍ଷରୁ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଁ ମାହେଶ୍ୱରୀ ସେନା ବଲାଙ୍ଗିର ଅରୁଣ ପଲତାଙ୍କର ଜନ୍ମଦିନ ଅବସରରେ ମାଁ ମାହେଶ୍ୱରୀ ସେନା ଦ୍ୱାରା ରକ୍ତଦାନ ଶିବିର ବଲାଙ୍ଗିର ରକ୍ତ ଭଣ୍ଡାର କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ଡା. ସତ୍ୟଜିତ ଯୋଷୀ, ସର୍ଜରୀ
Read More...

ବୁଧିଆ କିଷାନଙ୍କ ମୃତ୍ୟୁରେ ଅନୁକମ୍ପା ନିଯୁକ୍ତି ଦାବି : ଗଣଧାରଣାରେ ସାମିଲ ହେଲେ ସାଂସଦ ଜୁଏଲ ଓରାମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ସହର ସେବାରେ କାର୍ଯ୍ୟରତ ବରିଷ୍ଠ ଜମି ଜମାଦାର ବୁଧିଆ କିଷାନ ଡ୍ୟୁଟି ଯିବା ବାଟରେ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ ଓ ପରେ ତାଙ୍କୁ ଇସ୍ପାତ ଜେନେରାଲ ହସପିଟାଲରେ ସ୍ଥାନୀୟ ଲୋକେ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧୀନ ସମୟରେ
Read More...

ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନେରାଲ ଅନୀଲ ଚୌହାନଙ୍କ ଆଇଏନ୍‌ଏସ୍‌ ଚିଲିକା ପରିଦର୍ଶନ

ନୂଆଦିଲ୍ଲୀ, (ପିଆଇବି) : ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍‌) ଅନୀଲ ଚୌହାନ ୧ ଜୁନ୍, ୨୦୨୪ ତାରିଖ ଦିନ ଆଇ.ଏନ.ଏସ. ଚିଲିକା ଗସ୍ତରେ ଆସି ଭାରତୀୟ ନୌସେନାର ଅଗ୍ନିବୀରମାନଙ୍କ ଅଗ୍ରଣୀ ତାଲିମ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି । ଭାରତୀୟ ନୌସେନାର ନୌ-ବୀର ମାନଙ୍କ ଭବିଷ୍ୟତ ଗଠନ କରିବାରେ
Read More...

ନିଷାନ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ‘ସନ୍ଥକବି ଭୀମ ଭୋଇ’ ଶୀର୍ଷକ ଆଲୋଚନା ଚକ୍ର ଓ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ରବିବାର ଅପରାହ୍ନ ୫ ଘଟିକା ସମୟରେ 'ସନ୍ଥକବି ଭୀମ ଭୋଇ' ଶୀର୍ଷକ ଆଲୋଚନା ଚକ୍ର ଓ କବିତା ଆସର ନିଷାନ୍‌ର ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତା ଓ ନିଷାନ୍‌ର ପ୍ରତିଷ୍ଠାତା ସଂପାଦକ ଆଶୁକବି
Read More...

କନ୍ୟାକୁମାରୀରେ ସାଧନାରୁ ଜନ୍ମ ନେଲା ନୂଆ ସଂକଳ୍ପ : ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି):ମୋର ପ୍ରିୟ ଦେଶବାସୀଗଣ,ଗଣତନ୍ତ୍ରର ଜନନୀରେ ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ଜୁନ୍ ପହିଲାରେ ପୂରଣ ହେଉଛି । କନ୍ୟାକୁମାରୀରେ ତିନି ଦିନର ଆଧ୍ୟାତ୍ମିକ ଯାତ୍ରା ପରେ ମୁଁ ଏବେ ଦିଲ୍ଲୀ ଅଭିମୁଖେ ବିମାନରେ ଚଢ଼ିଛି । କାଶୀ ସମେତ ଅନେକ ଆସନରେ ମତଦାନ ଚାଲିଛି । ଅନେକ
Read More...