Daily Archives

ଗୋପାଳପୁରର ଆର୍ମି ଏ. ଡି. କଲେଜରେ ଜୁଲାଇ ୨ରୁ ଆର୍ମିରେ ନିଯୁକ୍ତି ଚୟନ

ନିଯୁକ୍ତିରେ ଲାଞ୍ଚ କିମ୍ବା ଅର୍ଥ କାରବାର ଏକ ଦଣ୍ତନୀୟ ଅପରାଧ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ଠାରେ ଆସନ୍ତା ଜୁଲାଇ ୨ ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ ଆର୍ମିରେ ନିଯୁକ୍ତି ନିମନ୍ତେ ଚୟନ ପରୀକ୍ଷା ଅନୁଷ୍ଠିତ ହେବ । ଅଗ୍ନିପଥ ଯୋଜନାରେ
Read More...

କଟଙ୍ଗପାଲି ଗ୍ରାମରେ ନାମଯଜ୍ଞକୁ କେନ୍ଦ୍ରକରି ସବର୍ଣ୍ଣ ଓ ଅସବର୍ଣ୍ଣ ମଧ୍ୟରେ ଗଣ୍ଡଗୋଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମିଠାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କଟଙ୍ଗପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗ୍ରାମରେ ନାମଯଜ୍ଞକୁ କେନ୍ଦ୍ରକରି ସବର୍ଣ୍ଣ ଓ ଅସବର୍ଣ୍ଣକୁ କେନ୍ଦ୍ର କରି ଗଣ୍ଡଗୋଳ ସୃଷ୍ଟି ହୋଇ ଉଭୟ
Read More...

ଦୁର୍ଘଟଣାରେ ଗୁରୁତର ହଳଦୀର ଯୁବ ସମାଜସେବୀ ରୁନା ପସାୟତଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଦୁର୍ଘଟଣାରେ ଗୁରୁତର ଆହତ ହୋଇ ବୁର୍ଲାରେ ଚିକିତ୍ସିତ ହେଉଥିବା ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀର ଯୁବ ସମାଜସେବୀ ନାରାୟଣ ପସାୟତ (୪୨)ଙ୍କ ଗୁରୁବାର ରାତି ୧୧ଟାରେ ଅକାଳ ବିୟୋଗ ଘଟିଛି । ସର୍ଗତ ରୁନା ଗତ ମେ ୧୩ ତାରିଖ ଦିନ ୫୯ନଂ ଜାତୀୟ
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ଆରମ୍ଭ ହୋଇଥିବା ଗ୍ରୀଷ୍ମକାଳୀନ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ନୃତ୍ୟ, ଚିତ୍ରାଙ୍କନ, ସ୍ପୋକେନ ଇଂଗ୍ଲିସ, କମ୍ପ୍ୟୁଟର ଇତ୍ୟାଦିର ଶିକ୍ଷା ତଥା ଆମୋଦ ପ୍ରମୋଦ କାର୍ଯ୍ୟକ୍ରମ ଶିକ୍ଷକ
Read More...

ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଅବସରରେ ପଞ୍ଚସଖା ପୀଠରୁ ଶୁଭସ୍ତମ୍ଭ ଶୋଭାଯାତ୍ରା ଶୁଭାରମ୍ଭ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧ ଜିଲ୍ଲା ମାଳିକା ବର୍ଣ୍ଣିତ ପୀଠ ସିଦ୍ଧ ତପୋ ସେବାବନ ସିଦ୍ଧ ଗୁରୁ ମଠ, ଡମ୍ବରୁଗଡ଼ ଠାରେ ଆସନ୍ତା କାର୍ତ୍ତିକ ମାସରେ ଏକ ବିରାଟ ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଯଜ୍ଞ ସାକାର ସହିତ ପ୍ରଚାର ପ୍ରସାର ନିମନ୍ତେ ଶ୍ରୀ
Read More...

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିରର ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଭାପତି ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଟାଉନ୍‌ ସରକାରୀ ବାଳିକା ବିଦ୍ୟାଳୟ ବଲାଙ୍ଗିର ଠାରେ ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ
Read More...

ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଗୁନିମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀଙ୍କ ପରଲୋକ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଗୁନିମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀ (୯୮)ଙ୍କ ଗତ ୫ ତାରିଖ ସକାଳ ୧୦.୩୦ମି ସମୟରେ ତାଙ୍କର ଗୁଡଭେଲା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କର ଜନ୍ମଭୂମି ଦେଓଗାଁ ବ୍ଲକ ଅର୍ନ୍ତଗତ
Read More...

ଯବାନଙ୍କ ଉପରେ ମାଓବାଦୀଙ୍କ ରକେଟ୍‌ ମାଡ଼

ନାରାୟଣପୁର : ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ୍‌ ମାଡ଼ । ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର । ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ୍‌ ଫାୟର କରୁଥିବା ଦେଖିବାକୁ ମିଳିଛି । ମାଓବାଦୀମାନେ ଦେଶୀ
Read More...

ବଜ୍ରପାତରେ ୪ ଜଣ ମୃତ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ଣରେ ବଜ୍ରପାତ ହୋଇଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ‌ବେଳେ ଅନ୍ୟ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ମୟୂରଭଂଜ ଜିଲ୍ଲା କୋଇଲିପାଳ ଗାଁରେ ବ୍ରଜପାତ ଯୋଗୁଁ ଝିଅର
Read More...

ରୋଡ୍‌ ସେଫ୍‌ଟି ଓ ପ୍ରାଥମିକ ଚିକିତ୍ସା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଷ୍ଟେଟ ଟ୍ରାନ୍ସପୋର୍ଟ ଅଥରିଟି ଓ ନବମ ଓଡିଶା ଏନ୍‌ସିସି ବାଟାଲିୟନ ଆନୁକୂଲ୍ୟରେ ଆଜି ଡାଲମିଆ କଲେଜ ରାଜଗାଙ୍ଗପୁର ପରିସରରେ ଏକ ରୋଡ୍‌ ସେଫ୍‌ଟି ଓ ପ୍ରାଥମିକ ଚିକିତ୍ସା ଜୁନିୟର ରକ୍ଷକ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରର ମୁଖ୍ୟ ଅତିଥି ଭାବେ
Read More...