Daily Archives

ସ୍ୱପ୍ନେଶ୍ୱର ବାବାଙ୍କ ପକ୍ଷରୁ ମାତା ପାର୍ବତୀଙ୍କ ନିର୍ବନ୍ଧ ଉତ୍ସବ ସମ୍ପୂର୍ଣ୍ଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେବାଦୀ ଦେବ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ଏବଂ ଜଗତ ଜନନୀ ମାତା ପାର୍ବତୀଙ୍କର ପବିତ୍ର ବିବାହ ଉତ୍ସବ ହେଉଛି ଶୀତଳ ଷଷ୍ଠି ଉତ୍ସବ । ଏହି ଉତ୍ସବକୁ ବହୁ ଆଡମ୍ବର ଏବଂ ଭକ୍ତି ଭାବରେ ପାଳନ କରିଥାନ୍ତି ଲୋକେ । ସେହି ପରିପେକ୍ଷୀରେ ପଦ୍ମପୁର ସାର୍ବଜନୀନ
Read More...

ନୃସିଂହନାଥ ମନ୍ଦିର ଟଙ୍କା ଯାଉଛି କୁଆଡେ : ଜନ ସାଧାରଣଙ୍କ ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର । ଭାରତ ସହିତ ପୃଥିବୀର କୋଣ ଅନୁକୋଣରେ ଥିବା ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକ ମାନଙ୍କୁ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରତି ଟାଣି ଆଣୁଛି ପୁରାତନ ମନ୍ଦିର ଏବଂ
Read More...

ବାଘକୁ କାବୁ କଲା ଟ୍ରାଙ୍କୁଲାଇଜର ଟିମ୍

ବାଲେଶ୍ୱର : ଦୀର୍ଘ ଘଣ୍ଟାର ପରିଶ୍ରମ ପରେ ବାଲେଶ୍ୱର ଖଇରା ବ୍ଲକ ଗଡ଼ ଗାଁରୁ ଏକ କଲରାପତରିଆ ବାଘକୁ ବନ ବିଭାଗ ଧରିଛି । ବାଘଟି ଗାଁରେ ବୁଲିବା ସହ ଲୋକଙ୍କୁ ଆକ୍ରମଣ କରିଥିଲା । ୬ ଜଣ ବାଘ ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ବନ ବିଭାଗ ଓ ଟ୍ରାଙ୍କୁଲାଇଜର ଟିମ୍ ପକ୍ଷରୁ ବାଘକୁ
Read More...

ଭୂକମ୍ପରେ ଥରିଲା ରାଜସ୍ଥାନ

ସିକର : ଗତ ଶନିବାର ମଧ୍ୟରାତ୍ରିରେ ରାଜସ୍ଥାନର ସିକର ଜିଲ୍ଲାରେ ଅନେକ ସ୍ଥାନରେ ପ୍ରାୟ ୧୦ ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଶନିବାର ରାତି ୧୧ଟା ୪୫ ମିନିଟରେ ହଠାତ୍ ଭୂକମ୍ପ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୯
Read More...

୧୨ ଜୁନ୍‌ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ

ଭୁବନେଶ୍ୱର : ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି । ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେବୋଲି କୁହାଯାଉଥିଲା । ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି । ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ
Read More...

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ
Read More...

ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି

ଭୁବନେଶ୍ଵର : ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ପ୍ରଭାବ ରହିବ । ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ
Read More...

ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ଵର : ଗତକାଲି ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳକୁ ଛୁଇଁ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିଛି ମୌସୁମୀ । ଏହାର ପ୍ରଭାବରେ ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୫୫.୫
Read More...

ଟିଟିଲାଗଡ ଲାୟନ୍ସ କ୍ଲବର ୪୫ତମ ପ୍ରତିଷ୍ଠା ଦିବସ ପାଳନ : ସଭାପତି ହେଲେ ଗଙ୍ଗାଧର ଶର୍ମା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଶନିବାର ସନ୍ଧ୍ୟାରେ ଟିଟିଲାଗଡ ଲାୟନ୍ସ କ୍ଲବର ୪୫ତମ ପ୍ରତିଷ୍ଠା ଦିବସ ପାଳନ ସହ ବର୍ଷ ୨୦୨୪/୨୫ ପାଇଁ ଚୟନ କରାଯାଇଥିବା ନୂତନ ସଭାପତି ଓ କମିଟି ସଦସ୍ୟଙ୍କ ଶପଥ ଗ୍ରହଣ ସମାରୋହ କ୍ଲବ ସଭାପତି ସନ୍ତୋଷ ମହାନ୍ତିଙ୍କ ସଭାପତିତ୍ୱରେ ସ୍ଥାନୀୟ ଗୋବିନ୍ଦ
Read More...

ଜଳିଗଲା ଲକ୍ଷାଧିକ ଟଙ୍କାର ବେକେରୀ ଦୋକାନ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ସହରରେ ଥିବା ସ୍ୱିଜ ବେକେରୀରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଖବର ମିଳିଛି । ଗତକାଲି ଦିନ ୧୧ଟା ସମୟରେ ସଟ ସର୍କିଟ ଯୋଗୁଁ ଏ.ସିରେ ପ୍ରଥମେ ନିଆଁ ଲାଗିଥିଲା । ଏହା ପରେ ଦୋକାନର ଚାରିଆଡେ ନିଆଁ
Read More...