Daily Archives

ଓଡ଼ିଶାକୁ ମିଳିଲା ମୋଦୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଓଡ଼ିଶାର ତିନି ଜଣ ସାଂସଦ ମୋଦୀ ସରକାରଙ୍କ ନୂତନ ମନ୍ତ୍ରୀ ମଣ୍ଡଳରେ ସାମିଲ୍‌ ହୋଇଥିବା ବେଳେ ଓଡ଼ିଶାକୁ ମିଳିଛି ଗୁରୁତ୍ୱପୂର୍ଣ୍ଣ ବିଭାଗ । ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ, ସୁନ୍ଦରଗଡ଼ ସାଂସଦ ଜୁଏଲ୍‌ ଓରାମ୍‌ଙ୍କୁ ଆଦିବାସୀ କଲ୍ୟାଣ ବିଭାଗ ଓ
Read More...

ବୌଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆଗାମୀ ରଥଯାତ୍ରାକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଜେ. ସୋନାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା
Read More...

କୁଲାଡ଼-ବ୍ୟାଘ୍ରଦେବୀଙ୍କ ଯାତ୍ରାର ଅଷ୍ଟମ ସନ୍ଧ୍ୟା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ରିଜର୍ଭ ପୋଲିସ ଲାଇନ୍‌ରେ ଅନୁଷ୍ଠିତ ହେଉଥିବା ମା' କୁଲାଡ଼-ବ୍ୟାଘ୍ରଦେବୀଙ୍କ ଯାତ୍ରା ଗତ ୩ ତାରିଖରେ ଆରମ୍ଭ ହୋଇ ସୋମବାର ଅଷ୍ଟମ ସନ୍ଧ୍ୟାରେ ପହଞ୍ଚିଛି । ସୋମବାର ସନ୍ଧ୍ୟାରେ ମା' ବ୍ୟାଘ୍ରଦେବୀ ଆଡ଼ପ
Read More...

ଟିଟିଲାଗଡ ଶିଶକେଲାରୁ ୧ କ୍ୱିଣ୍ଟାଲ ୩୦୦ ଗ୍ରାମ ଗଞ୍ଜେଇ ଜବତ : ୨ କୋର୍ଟ ଚାଲାଣ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଟିଟିଲାଗଡ ନିକଟସ୍ଥ ଶିଶକେଲା ଗ୍ରାମର ଚେତାବନୀ ଦାସଙ୍କ ଘରେ ରବିବାର ରାତିରେ ଚଢାଉ କରିଥିଲା । ଏହି ଚଢ଼ାଉରେ ତାଙ୍କ ଘରୁ ୧ କ୍ୱିଣ୍ଟାଲ ୩୦୦ ଗ୍ରାମ ଗଞ୍ଜେଇ ସହ ବ୍ୟାପାର ପାଇଁ ଆସିଥିବା ଜବଲପୁର କୋରି
Read More...

କଂଗ୍ରେସ ଦଳରୁ ବହିଷ୍କୃତ ହେଲେ ମହମ୍ମଦ ଆକବର ଖାନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : କଂଗ୍ରେସ ଦଳରୁ ବହିଷ୍କୃତ ହେଲେ ମହମ୍ମଦ ଆକବର ଖାନ୍‌ । ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ବଲାଙ୍ଗିରର ଯୁବନେତା ଆକବର ଖାନ୍‌ଙ୍କୁ ୬ ବର୍ଷ ପାଇଁ କଂଗ୍ରେର ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି । ଓଡ଼ିଶା କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଦଳ ବିରୋଧି
Read More...

ସଫଳତା ସହ ସମାପ୍ତ ହେଲା ଗରିମା ଆୟୋଜିତ ରଜ ରାଜକୁମାରୀର ଅଡିସନ୍‌ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଗରିମା ପରିବାର ଆୟୋଜିତ ସେସନ୍ ୩ ରଜ ରାଜକୁମାରୀର ଅଡିସନ୍‌ କାର୍ଯ୍ୟକ୍ରମ ସଫଳତା ସହ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅଡିସନ୍‌ରେ ପୋଡପିଠା, ରଜ ରାଜକୁମାରୀ, ରଜ ସଜବାଜ, ପୁଚିଖେଳ ଆଦି ପ୍ରତିଯୋଗିତା କରାଯାଇଥିଲା । ବିଭିନ୍ନ
Read More...

କୃଷକ କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇଲା ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି

ପିଏମ୍‌ କିଷାନ ସମ୍ମାନ ନିଧି ଅର୍ଥରାଶି ଜାରି କରିବା ସଂକ୍ରାନ୍ତ ପ୍ରଥମ ଫାଇଲ୍‌ରେ ଦସ୍ତଖତ କଲେ ପ୍ରଧାନମନ୍ତ୍ରୀକୃଷକ କଲ୍ୟାଣ ପାଇଁ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ତେଣୁ ଦାୟିତ୍ୱ ନେବା ପରେ ସ୍ୱାକ୍ଷରିତ ପ୍ରଥମ ଫାଇଲ୍‌ କୃଷକ କଲ୍ୟାଣ ସହ ଜଡିତ : ପ୍ରଧାନମନ୍ତ୍ରୀଆଗାମୀ
Read More...

ଆହୁରି ବଢିବ ପ୍ରଚଣ୍ଡ ତାତି

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ପ୍ରଚଣ୍ଡ ତାତି । ୨ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ଏହା ସହ ପ୍ରଚଣ୍ଡ
Read More...

ଝାଏଁରେ ବନ୍ଧପାଲି କଲାପଟା ସାହିତ୍ୟ ପତ୍ରିକାର ଷଷ୍ଠ ବାର୍ଷିକ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ନିକଟସ୍ଥ ବନ୍ଧପାଲି ଗ୍ରାମରେ ଝାଏଁରେ ବନ୍ଧପାଲି କଲାପଟା ସାହିତ୍ୟର ଷଷ୍ଠ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସମ୍ପାଦକ ଭରତ ନାଏକ ପ୍ରାରମ୍ଭିକ ସୂଚନା ଓ ସ୍ୱାଗତ ଭାଷଣ ଦେଇଥିଲେ । ସଭାପତି ଭରତ ମେହେର ବାର୍ଷିକ ବିବରଣୀ ପାଠ
Read More...

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ସୋର : ସପ୍ତାହେ ଧରି ନିଖୋଜ ଥିବା ଯୁବକଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି । ସୂଚନା ଅନୁସାରେ ସୋର ଥାନା ପଠାଣ ମହାଲ୍ଲା ଗ୍ରାମର ଶେଖ ଜୁଲଫୁକର ଗତ ତିନି ତାରିଖ ଅପରାହ୍ଣରୁ ନିଖୋଜ ଥିଲେ । ଏନେଇ ପରିବାର ପକ୍ଷରୁ ସୋର ଥାନାରେ ନିଖୋଜ ଥିବା ନେଇ ଏକ ଅଭିଯୋଗ କରିଥିଲେ । ପରେ ପରିବାର ଲୋକେ
Read More...