Daily Archives

ଦରମା ନପାଇବାରୁ ଆନ୍ଦୋଳନ କରି ଧାରଣାରେ ବସିଛନ୍ତି ସଫେଇ କର୍ମଚାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜ୍ଞାପିତ ଅଂଚଳର ସଫେଇ କର୍ମଚାରୀ ମାନେ ଦରମା ନପାଇବାରୁ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି । ସମୁଦାୟ ୭୩ ଜଣ କର୍ମଚାରୀ ମାନଙ୍କ ମଧ୍ୟରୁ ବାର ଜଣ କର୍ମଚାରୀ ୨ ମାସ ହେଲାଣି ଦରମା ଏପର୍ଯ୍ୟନ୍ତ ନପାଇବାରୁ କାମବନ୍ଦ କରି ଆନ୍ଦୋଳନ
Read More...

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି କମିଟି ବୈଠକ

ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ କଳାହାଣ୍ଡି, (ପି. କେ. ସାହୁ) : ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି କମିଟି ସମ୍ବନ୍ଧୀୟ ବୈଠକ ଅନୁଷ୍ଠିତ
Read More...

କଂଗ୍ରେସ ତରଫରୁ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ କଂଗ୍ରେସ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର ଜିଲ୍ଲା ସଭାପତି ରବି ରାୟ ଓ ଅନ୍ୟାନ୍ୟ କର୍ମକର୍ତ୍ତାଗଣ ଉପସ୍ଥିତ ରହି କହିଲେ ଯେ, ଚଳିତ ନିର୍ବାଚନରେ ଯଦିଓ ଓଡ଼ିଆରେ ବିଶେଷ ସଫଳତା ହାସିଲ କରିପାରିନାହିଁ, ତେବେ ଜଣେ ସାଂସଦ
Read More...

ସାଙ୍ଗ ହେଲା ବଇରୀ

ଭୁବନେଶ୍ୱର : ସାଙ୍ଗ ହେଲା ବଇରୀ । ସାଙ୍ଗ ନେଲା ସାଙ୍ଗର ଜୀବନ । ରାଜଧାନୀ ଭୁବନେଶ୍ୱରରେ ଏପରି ଏକ ଅଭାବନୀୟ ଘଟଣା ଘଟିଥିବ ସୂଚନା ମିଳିଛି । ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗର ଜୀବନ ନେଇଛି । ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ତୁଡଙ୍ଗଗଡ ଗାଁରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି ।
Read More...

ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର । ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଲା ଦ୍ୱାର । ସକାଳ ମଙ୍ଗଳ ଆଳତି ସମୟରେ ୪ ଦ୍ୱାର ଖୋଲିଲା । ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । କରୋନା ମହାମାରୀ ପରଠୁ ବନ୍ଦ ଥିବା ବ୍ୟବସ୍ଥାକୁ
Read More...

ସିବିଆଇ ପକ୍ଷରୁ ଓଡ଼ିଶାରେ ବ୍ୟାପକ ତଦନ୍ତ ଓ ଚଢ଼ାଉ : ୬୭ଟି ସ୍ଥାନରେ ଖାନତଲାସୀ ଜାରି

୬୩ ଜଣ ଗ୍ରାମୀଣ ଡାକ ସେବକ ପ୍ରାର୍ଥୀ ଓ ଡାକ ବିଭାଗର ଅଜ୍ଞାତ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ଭୁବନେଶ୍ୱର, (ପିଆଇବି) : ଓଡ଼ିଶାରେ ଡାକ ବିଭାଗ ନିଯୁକ୍ତି ଅନିୟମିତା ମାମଲାରେ ଆଜି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ବ୍ୟାପକ ତଦନ୍ତ ଓ ଚଢ଼ାଉ ଆରମ୍ଭ କରାଯାଇଛି ।
Read More...

ଓଷ୍ଟା ତରଫରୁ ନୂତନ ବିଧାୟକ କଳିକେଶଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ନବନିର୍ବାଚିତ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ବଲାଙ୍ଗିର ଓଷ୍ଟା ଶିକ୍ଷକ ମାନଙ୍କ ତରଫରୁ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବିଧାୟକଙ୍କ ସହିତ ଓଷ୍ଟା ତରଫରୁ ଶିକ୍ଷା ଓ ଶିକ୍ଷୟତନର ଉନ୍ନତି ପାଇଁ ଆଲୋଚନା କରାଯାଇଥିଲା
Read More...

ନିଷ୍ଠାର ୧୫ତମ ପ୍ରତିଷ୍ଠା ଦିବସ ଅବସରରେ ରକ୍ତଦାନ ସଚେତନତା ବାଇକ୍‌ ରେଲି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ୧୫ତମ ପ୍ରତିଷ୍ଠା ଦିବସ ଜୁନ୍‌ ୧୪ ତାରିଖରେ ନିଷ୍ଠା ଭବନ ଆନ୍ଧ୍ର କେମ୍ଫ, ଖଣ୍ଡହଥା ଠାରେ ଅନୁଷ୍ଠିତ ହେବ । ଏହି ଅବସରରେ ପ୍ରତ୍ୟେକ ବର୍ଷ ଏକ ରକ୍ତ ଦାନ ସଚେତନତା ବାଇକ୍‌ ରେଲିର ଆୟୋଜନ
Read More...

ନୂଆଦିଲ୍ଲୀର ନର୍ଥ ବ୍ଲକରେ କେନ୍ଦ୍ର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିତ ଶାହା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟ ସର୍ବଦା ଦେଶ ଏବଂ ଏହାର ଜନସାଧାରଣଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ରହିବ - ଅମିତ ଶାହାମୋଦୀ ଭାରତର ସୁରକ୍ଷା ପାଇଁ ନିଜର ପ୍ରୟାସକୁ ପରବର୍ତ୍ତୀ ସ୍ତରକୁ ନେଇଯିବେ ଏବଂ ଆତଙ୍କବାଦ, ବିଦ୍ରୋହ ଏବଂ ନକ୍ସଲବାଦ ବିରୋଧରେ
Read More...

ମଲିଆ ଗଡୁଆଙ୍କ ବିୟୋଗରେ ଓବିସି ମଂଚର ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଓବିସି ମଂଚ କାର୍ଯ୍ୟାଳୟ ଠାରେ ରାଜ୍ୟ ଓବିସି ମଂଚ ଓଡିଶାର ସାଧାରଣ ସଂପାଦକ, ରାଜ୍ୟ ଡୁମାଲ ପରିଷଦ ବଲାଙ୍ଗିରର ସଂପାଦକ, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସଭାପତି ପ୍ରାକ୍ତନ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତଥା ପୂର୍ବତନ ପ୍ରଧାନ ଶିକ୍ଷକ
Read More...