Daily Archives

ସଇଁତଲାରେ କାର୍ଯ୍ୟରତ ସାମ୍ବାଦିକ ସଂଘ ତରଫରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବିବେକାନନ୍ଦ ପାଠାଗାର ଠାରେ ସଇଁତଲା କାର୍ଯ୍ୟରତ ସାମ୍ବାଦିକ ସଂଘ ତରଫରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଥିଲା । ଉକ୍ତ ଶିବିରରେ ମୁଖ୍ୟଅତିଥି ଭାବେ ସଇଁତଲା ଆଇଆଇସି ସୁଶାନ୍ତ ପ୍ରଧାନ ଯୋଗଦାନ କରିଥିବା
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ

ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ
Read More...

କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ୍‌ ବୈଠକ ଓ ଜି. ଏସ୍‌. ଟି କାଉନ୍‌ସିଲ୍‌ ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ…

ଭୁବନେଶ୍ୱର : କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜି. ଏସ୍‌. ଟି କାଉନ୍‌ସିଲ୍‌ ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା
Read More...

ଏଣିକି ଏଟିଏମ୍‌ରେ ବାହାରିବ ଚାଉଳ

ଭୁବନେଶ୍ୱର : ଏଣିକି ଏଟିଏମ୍‌ରେ ବାହାରିବ ଚାଉଳ । ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ । ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଏହି ଚାଉଳ ଏଟିଏମ୍‌ । ହିତାଧିକାରୀଙ୍କୁ କାର୍ଡ ଦିଆଯିବ, ସେମାନେ ଚାଉଳ ଉଠାଇବେ ।
Read More...

ଆର୍ଜିପଲ୍ଲୀର ଯୁବକ ସମୁଦ୍ରରେ ବୁଡ଼ି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟସ୍ଥ ଆର୍ଜିପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି । ନିଖୋଜ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ୨୨ବର୍ଷୀୟ ଯୁବକ ହେମନସେନ ବେହେରା ବୋଲି କୁହାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ଓଡ୍ରାଫ୍ ଓ ପୋଲିସ ପହଞ୍ଚି ଉଦ୍ଧାର
Read More...

ମାମୁଁ ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା

ମୟୂରଭଂଜ : ମାମୁଁ ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା । ମୟୂରଭଂଜ ଜିଲ୍ଲା ଠାକୁରମୁଣ୍ଡା ଥାନା ହାଣ୍ଡିଫୁଟା ଗ୍ରାମରେ ଘଟିଛି ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ । ମାମୁ ପୁଅକୁ ଜଣେ ଯୁବକ ହତ୍ୟା କରିଛି । ମୃତ ବ୍ୟକ୍ତିଙ୍କ ନାମ ନୀଳାଞ୍ଚଳ ମୁନା (୩୫) ବୋଲି ଜଣାପଡ଼ିଛି । ଅଭିଯୁକ୍ତଙ୍କ ନାମ ପରମିଲ
Read More...

ନୂତନ ଏନ୍‌ଏସି ଓ ମ୍ୟୁନିସିପାଲିଟି ଘୋଷଣା ପ୍ରସଙ୍ଗ

ଚୁଡାନ୍ତ ବିଜ୍ଞପ୍ତି ପରେ ଗଠନ ହେବ ଏନ୍‌ଏସି ଓ ମ୍ୟୁନିସିପାଲିଟିପୂର୍ବ ସରକାର ଭୁଆଁ ବୁଲାଇଥିଲେ – ହେମନ୍ତ ପଣ୍ଡା ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ୫୭ଟି ନୂତନ ଏନ୍‌ଏସି ଓ ୬ଟି ମ୍ୟୁନିସିପାଲିଟି ଗଠନ କରିବା ପାଇଁ ଘୋଷଣା କରିଥିଲେ ବୋଲି
Read More...

ପରିବାର ପରିବାର ମଧ୍ୟରେ ମିଳି ମିଶି ସୁସମ୍ପର୍କ ରଖି ଦୁଃଖ ସୁଖରେ ସାହାଯ୍ୟ କଲେ ମଣିଷ ଜୀବନ ସୁଖରେ କଟି ଥାଏ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଜର୍ଜଗଡ଼ ଏକ ଛୋଟିଆ ଗାଁ ଟିଏ । ଗାଁଟି ଗନ୍ଧମାର୍ଦ୍ଦନ ପର୍ବତର ଅନତି ଦୂରରେ ଅବସ୍ଥିତ । ଏହି ଗାଁରେ ବସବାସ କରୁଥିବା ଲୋକେ ଅତି ସରଳ ଅଟନ୍ତି । ଗାଁରେ ଫାୟାର ଅଫିସ, କୃଷି ଅଫିସ, ତହସିଲ ଅଫିସ, ଆର୍‌ଡି ଅଫିସ, ଟେଲିଫୋନ୍‌ ଅଫିସ,
Read More...

ହାଇୱା ଓ ବାଇକ୍‌ ମୁହାଁମୁହିିଁ ଧକ୍କା : ଜଣେ ମୃତ, ଦୁଇ ଆହତ

କୋରାପୁଟ : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ୍ ସଦର ମିନିଷ୍ଟାଡିୟମ୍‌ ନିକଟସ୍ଥ ୩୨୬ ନମ୍ବର ଜାତୀୟ ରାଜପଥରେ ହାଇୱା ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି । ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ବସି ଥିବା ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ରେନ୍‌ବୋ ସ୍ୱାଭିମାନ ପଦଯାତ୍ରା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ରେନ୍‌ବୋ ସ୍ୱାଭିମାନ ପଦଯାତ୍ରା ଆୟୋଜିତ ହୋଇଯାଇଛି । ଏହି ପଦଯାତ୍ରାରେ ଶତାଧିକ ଟ୍ରାନ୍ସଜେଣ୍ଡର୍‌ ସାମିଲ୍‌ ହୋଇଥିବା ଦେଖିବାକୁ ମିଳିଛି । ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଏହି ପଦଯାତ୍ରା ଆରମ୍ଭ
Read More...