Daily Archives

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଅନୁସାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ମୁରିବାହାଲର
Read More...

ବିଭିନ୍ନ ଦାବି ନେଇ ଜୁଏଲଙ୍କୁ ଭେଟିଲା ସଚେତନ ନାଗରିକ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ରେଳ ଡିଭିଜନ ପ୍ରତିଷ୍ଠା, ସୁନ୍ଦରଗଡ ଜିଲ୍ଲାରେ ଏକ ଟ୍ରାଇବାଲ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଓ ତାଳଚେର ବିମଳାଗଡ ରେଳପଥର ସମ୍ପୂର୍ଣ୍ଣୀକରଣ ନେଇ ରାଉରକେଲା ଗସ୍ତରେ ଆସିଥିବା କେନ୍ଦ୍ର ଆଦିବାସୀ ବ୍ୟାପାର କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମଙ୍କୁ
Read More...

‘ବିଶ୍ୱ ବାୟୁ ଦିବସ’ : ରାଉରକେଲା କେନ୍ଦ୍ର ଦ୍ୱାରା ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଭାରତ), ରାଉରକେଲା ସ୍ଥାନୀୟ କେନ୍ଦ୍ର ଦ୍ୱାରା 'ବାୟୁ ଶକ୍ତି ସମ୍ଭାବ୍ୟ ଏବଂ ଦିଗଗୁଡିକ ବିଷୟରେ ଅନ୍ତର୍ନିହିତ ସୂଚନା' ଉପରେ ଏକ ପ୍ରଯୁକ୍ତିକ ପତ୍ର ଅଧିବେଶନ ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ସାନ୍ତୋଷ କୁମାର ପୋଲାକି
Read More...

ମୁରିବାହାଲ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସ୍ତରୀୟ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ସ୍ଥାନୀୟ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ବିଡିଓ ପୂର୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଯୋଗ ଦିବସରେ
Read More...

ଭଞ୍ଜନଗରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭଞ୍ଜନଗରସ୍ଥ ବେଲେଶ୍ୱର ଶୈବ ପୀଠରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି । ଭଞ୍ଜନଗର ପଞ୍ଚାୟତ ସମିତି ଓ ଭଞ୍ଜନଗର ପୌରପାଳିକାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଯୋଗ ଶିବିରରେ ମୁଖ୍ୟ ଅତିଥି ରୁପେ
Read More...

ଗଞ୍ଜାମ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ଛତ୍ରପୁର ଠାରେ ପାଳିତ

ଯୋଗ ଏକ ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକତା ଭାବରେ ଅନେକ ଲାଭପ୍ରଦ ହୋଇଥାଏ - ସାଂସଦ ପ୍ରଦୀପ ପାଣିଗ୍ରାହୀ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ରିଜର୍ଭ ପୋଲିସ ପ୍ୟାରେଡ ପଡିଆ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଶ୍ୱ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିରର ଶିଶୁ ଓ ଆଚାର୍ଯ୍ୟ, ଅଚାର୍ଯ୍ୟାଗଣ ସାମୂହିକ ଯୋଗ କ୍ରିୟା କରି ଯୋଗର ମହତ୍ତ୍ୱକୁ ଉପଲବ୍ଧି କରିଥିଲେ । ବର୍ତ୍ତମାନ
Read More...

୨୦୨୪-୨୫ ଶିକ୍ଷାବର୍ଷର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷ ୨୦୨୪-୨୫ର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ରାଜ୍ୟର ପ୍ରତ୍ୟେକ କ୍ଲଷ୍ଟରରେ ଆଜି ଅନୁଷ୍ଠିତ ହେଉଥିବା ବେଳେ ଗୁଡଭେଲା ବ୍ଲକ୍‌ରେ ମଧ୍ୟ ସମସ୍ତ କ୍ଲଷ୍ଟରେ ଅନୁଷ୍ଠିତ ହୋଇଥିଲା । ତୁଷୁରା ଏନ୍. ଏ. ସି କ୍ଲଷ୍ଟର ସ୍ତରୀୟ ବୈଠକ ତୁଷୁରା
Read More...

କ୍ଲଷ୍ଟର ସ୍ତରୀୟ ମାସିକ ମିଟିଂ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗ୍ରୀଷ୍ମବକାସ ପରେ ଆଜି ସମଗ୍ର ବରଗଡ ଶିକ୍ଷାଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଲଷ୍ଟର ସ୍ତରୀୟ ମାସିକ ମିଟିଂ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ରାଜବୋଡାସମ୍ବର ବ୍ଲକ୍ ଶିକ୍ଷାଅଧିକାରୀ ଲୋକନାଥ ଭୋଇ ବିଭିନ୍ନ କ୍ଲଷ୍ଟର ପରିଦର୍ଶନ କରି ମିଟିଂ
Read More...

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବରଗଡ ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ରାଣା ପ୍ରତାପ ହାଇସ୍କୁଲ ନିକଟସ୍ତ ବହୁମୂଖୀ ଇଣ୍ଡୋର ଷ୍ଟାଡିୟମ୍‌ ଠାରେ ସାମୁହିକ ଯୋଗାଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୋଗ ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ
Read More...