Daily Archives

ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପରିଚାଳନା କମିଟିର ସଭାପତି ଅଖିଳ ଚନ୍ଦ୍ର ପୁରୋହିତ ମୁଖ୍ୟଅତିଥି
Read More...

ଜମରତଲାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଯୋଗାଭ୍ୟାସ
Read More...

ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ତଥା ଯୋଗଗୁରୁ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ଵ ତଥା ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବଙ୍ଗୋମୁଣ୍ଡାରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଆଜି ବିଶ୍ୱ ପାଳନ କରୁଛି ଯୋଗ ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଖେଳ ପଡିଆରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଏଥିରେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହୋଇଯାଇଛି । ସୁସ୍ଥ ଶରୀର ପାଇଁ ଯୋଗ ଓ ପ୍ରଣାୟାମର ଆବଶ୍ୟକତା ରହିଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ଦୀନବନ୍ଧୁ ଦେହେରୀ ଗୁରୁଜୀ ଓ ପ୍ରଦୀପ ରାଜହଂସ ଗୁରୁଜୀ
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ 'ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ' ଉପଲକ୍ଷେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ଵାବଧାନରେ 'ଯୋଗ ଦିବସ' ପାଳିତ ହୋଇଯାଇଛି । ଯୋଗ ପ୍ରଶିକ୍ଷକ ଦେବେନ୍ଦ୍ର ସାହୁ ଏବଂ ଅଧ୍ୟାପକ ଅଙ୍କିତ କୁମାର ଦାସ
Read More...

ବୌଦ୍ଧ ଜିଲ୍ଲାରେ ପାଳିତ ହେଲା ଦଶମ ଆନ୍ତର୍ଜାତିକ ଯୋଗ ଦିବସ

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ସୁସ୍ଥ, ସବଳ, ନିରୋଗ ତଥା ଶାନ୍ତ ରହିବାର ଏକ ମାତ୍ର ମାଧ୍ୟମ । ଆଜି କାଲିର ବ୍ୟସ୍ତ ବହୁଳ ଜୀବନରେ ସମସ୍ତେ ଆବଶ୍ୟକ କରନ୍ତି ଶାନ୍ତି ଓ ଆନନ୍ଦ ଆଉ ଯୋଗ ହିଁ ଆମକୁ ଏସବୁ ପ୍ରଦାନ କରିପାରେ । ଆଜି ହେଉଛି ଦଶମ ଆନ୍ତର୍ଜାତିକ ଯୋଗ ଦିବସ । ଏହି ଅବସରରେ ସାରା
Read More...

ଟିଟିଲାଗଡରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସାରା ବିଶ୍ୱରେ ଜୁନ ୨୧ ତାରିଖକୁ ଅନ୍ତର୍ଦେଶୀୟ ଯୋଗ ଦିବସ ରୂପେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଗୋବିନ୍ଦ ବାଟିକା ଠାରେ ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ଓ ପ୍ରଶାସନର ମିଳିତ ଆନୁକୁଲ୍ୟରେ ସକାଳ ୬ଟା ସମୟରେ ବିଶ୍ଵ ଯୋଗ ଦିବସ ପାଳନ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୪ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଜୁନ୍ ୨୧ ତାରିଖ ସକାଳ ୮ଟା ସମୟରେ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବିଷ୍ଣୁମୁଣ୍ଡା, (କେପିଏନ୍‌ଏସ୍‌) : ବଚପନ୍ ନଗର ସ୍ଥିତ ଏକାଡେମିକ ହାଇଟ୍ସ ପବ୍ଲିକ ସ୍କୁଲ, ବଲାଙ୍ଗଶର ଗ୍ରୀଷ୍ମ ଅବକାଶ ପରେ ଆରମ୍ଭ ହୋଇଥିଲା । ଆଜି ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା । ଏହି ସମାରୋହରେ ବିଦ୍ୟାଳୟର ନିର୍ଦ୍ଦେଶକ ଅଜିତ କୁମାର ଶତପଥୀ ମୁଖ୍ୟ ଅତିଥି
Read More...