Daily Archives

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଦେଓଗାଁ, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ତାର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଭାପତି ତଥା ଅଧ୍ୟକ୍ଷ ବସନ୍ତ କୁମାର ମନହିରା ଯୋଗର ତାତ୍ପର୍ଯ୍ୟ ବିଷୟରେ ମତବ୍ୟକ୍ତ କରିଥିବା ବେଳେ ଅନ୍ୟତମ ବକ୍ତା ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ
Read More...

ଦିଲ୍ଲୀରେ ପ୍ରଚଣ୍ଡ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ : ଦେଶରେ ପ୍ରବଳ ଗରମ ପ୍ରଭାବରେ ଲୋକେ ହସ୍ତସନ୍ତ ହେଉଛନ୍ତି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ, ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହିତ ବଜ୍ରପାତ ଏବଂ ଧୂଳି ଝଡ଼ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା
Read More...

ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଚଳିତ ବର୍ଷ ସମଗ୍ର ବିଶ୍ୱରେ ଦଶମ ଯୋଗ ଦିବସ ପାଳନ ହେଉଛି । ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଯୋଗ ମାଧ୍ୟମରେ ଲୋକଙ୍କୁ ଏକ ସୁସ୍ଥ ଏବଂ ଅସ୍ୱାସ୍ଥ୍ୟକର ଜୀବନ ବିଷୟରେ ଅବଗତ କରାଇବା । ପୂର୍ବକାଳରୁ ଋଷି ଓ ସାଧୁମାନେ ଯୁଗ ଯୁଗ ଧରି ଯୋଗର
Read More...

ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରତିବର୍ଷ ଜୁନ ୨୧ ତାରିଖରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ଏହି ଅବସରରେ ଆଜି ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇକମାଲ ପରିସର ମଧ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ
Read More...

କଟୁରୀରେ ସ୍ତ୍ରୀର ବେକ କାଟି ହତ୍ୟା କଲା ସ୍ୱାମୀ

ମାଲକାନଗିରି : ପାରିବାରିକ କଳହ ଉଗ୍ରରୂପ ନେବାରୁ କଟୁରୀରେ ସ୍ତ୍ରୀର ବେକ କାଟି ହତ୍ୟା କଲା ସ୍ୱାମୀ । ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ କୋଇକୋଣ୍ଡା ଗ୍ରାମରେ । ଗ୍ରାମର ସାଲବାମ ନାଗା ପାରିବାରିକ କାରଣରୁ ସ୍ତ୍ରୀ ସାଲବାମ ନାଗିଙ୍କୁ ହତ୍ୟା କରିଛି
Read More...

ଭାଷା ସୁରକ୍ଷା ସଂସ୍ଥାନ ଓ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ ସମାଜ ତରଫରୁ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ…

ସମ୍ବର୍ଦ୍ଧିତ ହେଲେ ବ୍ରହ୍ମପୁର ମହାନଗରର ୫ ଲେଖିକା ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଭାଷା ସୁରକ୍ଷା ସଂସ୍ଥାନ ଓ ବିଚ୍ଛିନ୍ନାଞ୍ଚଳ ଓଡ଼ିଆ ସମାଜ ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳ ଆଶ୍ରମ ସଭାଗୃହ ପରିସରରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୬ତମ ଜନ୍ମଦିନ ପାଳନ ସହ
Read More...

ଡୁଙ୍ଗୁରିପାଲି ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଆଜି ଜୁନ ୨୧ ତାରିଖ । ବିଶ୍ୱ ଯୋଗ ଦିବସ । ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଧୀରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ବଲାଙ୍ଗିରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ଭାରତର କୋଣେ ଅନୁକୋଣେ ଆଜି ପାଳନ କରାଯାଉଛି ଯୋଗ ଦିବସ । ଏହି କ୍ରମରେ ବଲାଙ୍ଗିରରେ ମଧ୍ୟ ଯୋଗ ଦିବସ ପାଳିତ ହୋଇଥିବା ବେଳେ ବଲାଙ୍ଗିର ସରକାରୀ ଆଇଟିଆଇ ପଡ଼ିଆରେ ବଲାଙ୍ଗିର ଶାଖା ପତଞ୍ଜଳି ଯୋଗ ସମିତି ତରଫରୁ ଆଜି ପ୍ରାତଃ
Read More...

ବର୍ଷାରେ ଭିଜିଲା ପାରମ୍ପରିକ ମଣ୍ଡେଇ ଯାତ୍ରା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଅଞ୍ଚଳର ଇଷ୍ଟଦେବୀ ମା' ଡୋକରିଙ୍କ ପାରମ୍ପରିକ ମଣ୍ଡେଇ ଯାତ୍ରା ଶ୍ରଦ୍ଧାର ସହ ସମ୍ପନ୍ନ ହୋଇଯାଇଛି । କୃଷି ପ୍ରଧାନ ଅଞ୍ଚଳ ହୋଇଥିବାରୁ କୃଷି ଓ କୃଷକର ମଙ୍ଗଳ କାମନା ସହିତ ମୌସୁମୀ ଉତ୍ତମ ବର୍ଷାର ଲକ୍ଷ୍ୟ ରଖି ଅଞ୍ଚଳର ଆରାଧ୍ୟାଙ୍କୁ ଏକ ବ୍ୟାପକ
Read More...

ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଯୋଗଦାନ କରି ଯୋଗର
Read More...