Daily Archives

ବୌଦ୍ଧ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ବୌଦ୍ଧ, (ଜୟାନନ୍ଦ ମିଶ୍ର) : ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କର ଜନ୍ମ ଦିବସ । ଏହି ଦିବସରେ ବୌଦ୍ଧ ଶ୍ରୀଜଗନ୍ନାଥ ମନ୍ଦିର ହୋଇଉଠିଥିଲା ଜଗନ୍ନାଥ ମୟ । ଭକ୍ତମାନେ ପ୍ରାତଃକାଳରୁ ସ୍ନାନାଦି କର୍ମ ସମାପନ କରି ମନ୍ଦିରକୁ ଧାଇଁ ଆସିଥିଲେ ପ୍ରଭୂ
Read More...

ଓଡ଼ିଆ ଅସ୍ମିତାର ପ୍ରତୀକ ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ଓଡ଼ିଆ ଅସ୍ମିତାର ପ୍ରତୀକ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ୧୦୨ତମ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଶିକ୍ଷା ନିକେତନର ପ୍ରଧାନ
Read More...

ଡେଲାଙ୍ଗ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଯୋଗ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୧ଟା ସମୟରେ ଆନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି । ବେରବୋଇ ଉଚ୍ଚ ବିଦ୍ୟାଳୟ, ରାଧାକାନ୍ତ ଉଚ୍ଚ ବିଦ୍ୟାପୀଠ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବିଶ୍ଵନାଥ ଦେବ
Read More...

ଧର୍ମପରାୟଣା ମହିଳାଙ୍କ ବିୟୋଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ହାତୀଶାଳପଡା ବାସୀନ୍ଦା ଧର୍ମପରାୟଣା ମହିଳା ମଞ୍ଜୁଳା ବହିଦାରଙ୍କ ଦେହାନ୍ତ ଘଟିଛି । ସେ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟ ଜନୀତ ଅସୁସ୍ଥତା ଦେଇ ଗତି କରୁଥିଲେ । ଶନିବାର ଭୋର୍‌ ସକାଳୁ ନିଜସ୍ୱ ବାସଭବନରେ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା । ଶେଷ ସମୟରେ ପୁତ୍ର
Read More...

ଗୋପିନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନ୍ତର୍ଜାତୀକ ଯୋଗ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋପୀନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦଶମ ଆନ୍ତର୍ଜାତୀକ ଯୋଗ ଦିବସ ଆନୁକୁଲ୍ୟରେ ଅଧ୍ୟକ୍ଷ ପ୍ରେମଧର ମହାକୁରଙ୍କ ସଭାପତିତ୍ୱରେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ଶିବିରରେ ଅନେକ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଜଗନ୍ନାଥ ଡିଗ୍ରୀ କଲେଜର
Read More...

ଜଗନ୍ନାଥ ଡିଗ୍ରୀ କଲେଜରେ ଆନ୍ତର୍ଜାତିକ ଯୋଗ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟ, ସାହାଜବାହାଲରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ଭୋଇ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ପରିଚାଳନା କମିଟିର ସଦସ୍ୟ ଚିତ୍ରସେନ ବଗର୍ତ୍ତୀ
Read More...

କୃତି ଛାତ୍ରଙ୍କୁ ମାଁ ମାହେଶ୍ୱରୀ ସେନା ତରଫରୁ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପଥରଚେପା ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ରାହୁଲ ରଞ୍ଜନ କର୍ମୀଙ୍କୁୁ ମାଁ ମାହେଶ୍ୱରୀ ସେନା ତରଫରୁ ସମ୍ବର୍ଦ୍ଧନା କରାଯାଇଛି । ବଲାଙ୍ଗିର ଶାନ୍ତିପଡା ନିବାସୀ ନନ୍ଦିକିଶୋର କର୍ମୀ ଓ ମମତା କର୍ମୀଙ୍କ ସୁପୁତ୍ର ଓଡିଶା
Read More...

ଟିକ୍ରାପଡା ଚାନ୍ଦ ମନ୍ଦିର ଶ୍ରୀ ଜୀଉମାନଙ୍କର ସ୍ନାନଯାତ୍ରା ଓ ହାତୀବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଟିକ୍ରାପଡା ସ୍ଥିତ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଶ୍ରୀ ଜୀଉମାନଙ୍କର ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହୋଇଯାଇଛି । ସକାଳ ୯ଟାରୁ ଜୀଉମାନଙ୍କର ମହାସ୍ନାନ ଆରମ୍ଭ ହୋଇଥିଲା । କର୍ତ୍ତା ଭାବରେ ଚାନ୍ଦ
Read More...

ସ୍ୱଚ୍ଛ, ସୁରୁଖୁରୁରେ ଏବଂ ନିରପେକ୍ଷ ରୂପେ ପରୀକ୍ଷା ପରିଚାଳନା ସୁନିଶ୍ଚିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ…

ପରୀକ୍ଷା ପ୍ରକ୍ରିୟାରେ ସଂସ୍କାର ସହିତ ଡାଟା ସୁରକ୍ଷା ପ୍ରୋଟୋକଲ, ଏନ୍‌ଟିଏର ଢାଞ୍ଚା ଓ ପରିଚାଳନାରେ ସୁଧାର ପାଇଁ ସୁପାରିସ କରିବ କମିଟି୨ ମାସ ମଧ୍ୟରେ ମନ୍ତ୍ରଣାଳୟକୁ ରିପୋର୍ଟ ଦେବ କମିଟି ନୂଆଦିଲ୍ଲୀ, (ପିଆଇବି) : ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନ୍‌ଟିଏ) ଜରିଆରେ ପାରଦର୍ଶୀ,
Read More...

ରାଉରକେଲାର ବିଭିନ୍ନ ସ୍ଥାନରେ ବିଶ୍ୱ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ଗୌରବ ମଧୁସୁଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସେକ୍ଟର ୨୦ସ୍ଥିତ ଉତ୍କଳ ଗୌରବ ମଧୁସୁଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ଅଧ୍ୟକ୍ଷା ସୁଶ୍ରୀ ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଯୋଗଗୁରୁ
Read More...