Daily Archives

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ନେତୃତ୍ୱରେ ରାଉରକେଲା ଠାରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଶାରୀରିକ ସୁସ୍ଥତା, ମାନସିକ ଶାନ୍ତି ଓ ଆଧ୍ୟାତ୍ମିକ ଉନ୍ନତି ପାଇଁ ଯୋଗ ଶକ୍ତିକୁ ଆପଣାନ୍ତୁ : ଜୁଏଲ ଓରାମ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ନେତୃତ୍ୱରେ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ 'ଯୋଗ ଫର୍‌ ସେଲ୍ଫ ଆଣ୍ଡ
Read More...

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନେତୃତ୍ୱରେ ନୂଆଦିଲ୍ଲୀର ଲୋଧି ଗାର୍ଡେନ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ନଳଆଦିଲ୍ଲୀ , (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନେତୃତ୍ୱରେ ନୂଆଦିଲ୍ଲୀର ଲୋଧି ଗାର୍ଡେନ ଠାରେ 'ସ୍ୱୟଂ ଏବଂ ସମାଜ ପାଇଁ ଯୋଗ’ ଶୀର୍ଷକ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇୱାଇଡି) ପାଳିତ ହୋଇଯାଇଛି । ଏହି ଅବସରରେ ମନ୍ତ୍ରୀ ଯୋଗ ଅଧିବେଶନରେ ଅଂଶଗ୍ରହଣ
Read More...

ଡେଲାଙ୍ଗ ଆଦର୍ଶ ବିଦ୍ୟାଳୟରେ ଗୃହ ପ୍ରବେଶ ଓ ସ୍ଵାଗତ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବେରବୋଇ ସ୍ଥିତ ଡେଲାଙ୍ଗ ଆଦର୍ଶ ବିଦ୍ୟାଳୟରେ ଶୁକ୍ରବାର ଛାତ୍ରଛାତ୍ରୀମାନଙ୍କ ନୂତନ ଗୃହ ପ୍ରବେଶ ଅବସରରେ ଅଭିଭାବକ ମହାସଂଘ ତରଫରୁ ସ୍ଵାଗତ କରାଯିବା ସହ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଅଧ୍ୟକ୍ଷାଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ
Read More...

କୋଏଲ ନଗର ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିରରେ ବିଶ୍ୱ ସଂଗୀତ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣୀ ମନ୍ଦିର ଟ୍ରଷ୍ଟ ଆନୁକୁଲ୍ୟରେ ଆଜି ମନ୍ଦିର ପ୍ରାଙ୍ଗଣରେ ବିଶ୍ଵ ସଂଗୀତ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ଟ୍ରଷ୍ଟି
Read More...

ଏସ୍‌ସିଡ଼ିରେ ଲାଗିଲା ମଧୁମେହ ରୋଗୀଙ୍କ ଚକ୍ଷୁ ପରୀକ୍ଷଣ ଯନ୍ତ୍ର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ପିପଲପଦର ସ୍ଥିତ ଚକ୍ଷୁ ଚିକିତ୍ସାଳୟରେ ଚକ୍ଷୁ ପରୀକ୍ଷଣ ସହ ଅସ୍ତ୍ରୋପଚାର ହେଉଥିଲା କିନ୍ତୁ ମଧୁମେହ ରୋଗୀଙ୍କ ଚକ୍ଷୁ ପରୀକ୍ଷଣ ପାଇଁ ଆଧୁନିକ ଯନ୍ତ୍ରପାତି ନଥିବାରୁ ସେମାନଙ୍କୁ ବାହାରକୁ ପଠାଇ ଚିକିତ୍ସା କରିବାକୁ ପରାମର୍ଶ ଦିଆଯାଉଥିଲା ।
Read More...

ପାଇକମାଲରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଓ ନୂତନ କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ମାଉସୀ ମାଁ ମନ୍ଦିର ଠାରେ ଚଳିତ ବର୍ଷ ପବିତ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ସହ ଶୃଙ୍ଖଳିତ ରଥଯାତ୍ରା ପାଇଁ ନୂତନ ପରିଚାଳନା କମିଟି ଗଠନ ହୋଇଯାଇଛି । ବୈଠକରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିବାବେଳେ
Read More...

ହେପି ପାଇକମାଲ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ : ୩୪ ୟୁନିଟ୍‌ ରକ୍ତ ସଂଗୃହୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରକ୍ତଦାନ ଜୀବନଦାନ, ରକ୍ତଦାନ ମହତଦାନ ଏହାକୁ ବ୍ରତ କରି ତଥା ପଦ୍ମପୁର ରକ୍ତ ଭଣ୍ଡାରରେ ଥିବା ରକ୍ତର ଅଭାବକୁ ଦୂର କରିବା ପାଇଁ ବରଗଡ଼ ଜିଲ୍ଲା ପାଇକମାଲରେ ଥିବା ହେପି ପାଇକମାଲ ଅନୁଷ୍ଠାନ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି
Read More...

ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ
Read More...

କନ୍ଧମାଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର : ଜନସାଧାରଣ ଭୟଭୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି । କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ
Read More...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ବସିଥିବା ବେଳେ ମାସ୍କ ପିନ୍ଧିଥିବା କିଛି ଯୁବକ ତାଙ୍କ ଚାମ୍ବର ଭିତରକୁ ପଶିଯାଇ କାଳି ମାଡ଼ କରିଥିଲେ । ପିସିସି ସଭାପତିଙ୍କ ବିରୋଧରେ ନାରାବାଜି କରିଥିଲେ । ତେବେ ଏପର୍ଯ୍ୟନ୍ତ କାଳି ମାଡ଼ ପଛର ନିର୍ଦ୍ଦିଷ୍ଟ
Read More...