Daily Archives

ବାଲିଗୁଡାରେ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଲାକାତ ଏବଂ ପ୍ରବାସୀ ମଞ୍ଚ କାର୍ଯ୍ୟକ୍ରମ

ଭୁବନେଶ୍ଵର : ମେଘ ସହିତ ଯେପରି ସବୁଜିମାର ସମ୍ପର୍କ ରହିଛି । ଆବେଗ ସହିତ ସାହିତ୍ୟର ସେହିଭଳି ସମ୍ପର୍କ ରହିଛି । ସାହିତ୍ୟ ଏକାଡେମୀ ପକ୍ଷରୁ ରୋଟାରି ଭବନରେ ଆୟୋଜିତ ‘ମୁଲାକାତ’ ଓ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏଭଳି କହିଛନ୍ତି ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର
Read More...

ଜୟପାଟଣା ଠାରେ ଆନ୍ତର୍ଜାତୀକ ଯୋଗ ଦିବସ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଆନ୍ତର୍ଜାତୀକ ଯୋଗ ଦିବସ ପାଳିତ ହୋଇଯାଇଛି । ବ୍ଲକ ସ୍ତରୀୟ ଏହି ଶିବିରରେ ବରିଷ୍ଠ ନାଗରିକ, ସ୍ୱେଚ୍ଛାସେବୀ ସଂଗଠନ, ରାଜନୈତିକ ସଂଗଠନ ସମସ୍ତ ସରକାରୀ ଅଧିକାରୀଓ କର୍ମଚାରୀ ବିଦ୍ୟାଳୟ ଛାତ୍ରଛାତ୍ରୀ
Read More...

ଖଡିଆଳ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ଖଡିଆଳ, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଖଡ଼ିଆଳ ଅଞ୍ଚଳରୁ ୪୦୦ରୁ ଅଧିକ ଶିବିରାର୍ଥି ଯୋଗଦେଇ ଯୋଗ ଅଭ୍ୟାସ କରିବା ସହ ଯୋଗ ମନୁଷ୍ୟ ଶରୀରରେ ଶାନ୍ତି, ଶକ୍ତି ଏବଂ
Read More...

ରାଇରଙ୍ଗପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଇରଙ୍ଗପୁର, (ଶ୍ୟାମଳେନ୍ଦୁ ପରିଡା) : ଆଜି ବାମନଘାଟି ଉପଖଣ୍ଡ ପ୍ରଶାସନ ତରଫରୁ ବାମନଘାଟି ଉପଜିଲ୍ଲାପାଳ ସରୋଜ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରାଇରଙ୍ଗପୁର ସ୍ଥିତ କଚେରୀ ପଡିଆ ଠାରେ ଉପଖଣ୍ଡ ସ୍ତରୀୟ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ
Read More...

ଯୁବକଙ୍କୁ ପ୍ରାଣାନ୍ତକ ଆକ୍ରମଣ ଅଭିଯୋଗ : ବାପପୁଅ ଗିରଫ

ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ଥାନା ଛେଲଖାଇ ଗ୍ରାମର ଅବିନ ବାଗଙ୍କୁ ସେହି ଗ୍ରାମର ଗୋପାଳ ମହାକୁର ଓ ତାଙ୍କ ପୁଅ ଠେଙ୍ଗାରେ ଆକ୍ରମଣ କରିବା ଯୋଗୁଁ ଅବିନ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାଯାଇଛି । ପୂର୍ବ ଶତ୍ରୁତାରୁ ଗୋପାଳ ଓ ତାଙ୍କ ପୁଅ ଗିରିଧାରୀ ଏକ
Read More...

ଲଘୁଚାପ ପ୍ରଭାବରେ ସାମାନ୍ୟ ବର୍ଷା : ଲୋକେ ଆଶ୍ୱସ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି । ବର୍ଷା ଯୋଗୁଁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି । ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦାନା
Read More...

ସ୍ୱାସ୍ଥ୍ୟ ଉପରେ ସମୀକ୍ଷା ବୈଠକ କଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି ସମ୍ମିଳନୀରେ ଯୋଗଦେଇ ବଲାଙ୍ଗିର ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ସମୀକ୍ଷା କରିଥିଲେ । ତାଙ୍କ ସହିତ ଟିଟିଲାଗଡ଼
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଏହି ଯୋଗ ଦିବସ ଉପଲକ୍ଷେ ନବପ୍ରଭାତ ଗୁରୁକୁଳ ବିଦ୍ୟାପୀଠ, ନୂଆଁପାଲି, ପଦ୍ମପୁରରୁ ଗୁରୁଜୀ ବୃନ୍ଦ ଆସି
Read More...

ଆନ୍ତର୍ଜାତୀୟ ଯୋଗ ଦିବସରେ ହାଟପଦା ପାର୍କ ଠାରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ତର୍ଜାତିକ ଯୋଗ ଦିବସ ବଲାଙ୍ଗିର ସହର ସ୍ଥିତ ହାଟପଦା ପାର୍କ ଠାରେ ପାଳିତ ହୋଇଯାଇଛି । ଆଜିର ଏହି ଯୋଗ ଦିବସରେ ବଲାଙ୍ଗିର ସହରର ବହୁତ୍ ସଂଖ୍ୟାରେ ଲୋକେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମା' ମେଟାକାନି ଯୋଗ କମିଟି ପକ୍ଷରୁ ସମସ୍ତ ପ୍ରକାରର
Read More...