Daily Archives

ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ । ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ
Read More...

ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ଭୁବନେଶ୍ୱର : ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ, ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ
Read More...

ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା

ଭୁବନେଶ୍ୱର : ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଥିଲା । ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ୱାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି
Read More...

ଭରସୂଜା ଛେଲିଆପାଟ ହାଇସ୍କୁଲରେ ଯୋଗ ଦିବସ ପାଳିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଛେଲିଆପାଟ ନୋଡାଲ ହାଇସ୍କୁଲ ଠାରେ ଦଶମ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ପତଞ୍ଜଳି ଯୋଗ ପୀଠ ହରିଦ୍ୱାରରୁ ପ୍ରଶିକ୍ଷିତ ଯୋଗ ଶିକ୍ଷକ ଆନନ୍ଦ କୁମାର ସାହୁ ଛାତ୍ରଛାତ୍ରୀଙ୍କୁ
Read More...

ଗଞ୍ଜାମ ସହରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାରା ବିଶ୍ୱରେ ଜୁନ ୨୧ ତାରିଖକୁ ଯୋଗ ଦିବସ ରୂପେ ପାଳନ ହେଉଥିବା ବେଳେ ଗଞ୍ଜାମ ସହର ଗ୍ରାସୀମି ଇଣ୍ଡଷ୍ଟ୍ରି ନିକଟ ସ୍ଥିତ ଇଣ୍ଡୋର ଷ୍ଟାଡିଅମ୍‌ ଠାରେ ଶୁକ୍ରବାର ଯୋଗ ଦିବସ ପାଳନ ହୋଇଥିଲା । ଗଞ୍ଜାମ ବିଡ଼ିଓ ବସନ୍ତ ମଲିକ, ତହସିଲଦାର କୁଞ୍ଜ ବିହାରୀ
Read More...

ଏ. ପି.ଏସ୍. କଲେଜ ରୋତରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ୍, ଜିଲ୍ଲା-ବଲାଙ୍ଗିରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ସନ୍ତୋଷ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୋଗ ଶିବିରରେ
Read More...

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଡୁଙ୍ଗୁରିପାଲି ଏବିଇଓ ଗୁଞ୍ଜୁଲୁ ମିର୍ଦ୍ଧା ମୁଖ୍ୟଅତିଥି ଭାବରେ
Read More...

ସହଯୋଗ ଫାଉଣ୍ଡେସନ୍ ଏବଂ ବଲାଙ୍ଗିର ନଗରପାଳିକା ଯୁଗଳ ଭାବେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ୍ ଏବଂ ବଲାଙ୍ଗିର ନଗରପାଳିକା ଯୁଗଳ ଭାବେ ବଲାଙ୍ଗିର ରାଜେନ୍ଦ୍ର ପାର୍କରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଗୁରୁ ସୁଜିତ କୁମାର ସାହୁ ଯୋଗ ଅଧିବେଶନର ଅନୁଷ୍ଠାନ କଲେ । ବଲାଙ୍ଗିର
Read More...

ଜେଏସ୍‌ଏମ୍‌ର ବାଣିଜ୍ୟ, କଳା ଓ ବିଜ୍ଞାନ ମହାବିଦ୍ୟାଳୟ ଦ୍ୱାରା ଶୀତଳ ଷଷ୍ଠୀ ପାଳନ ଉପଲକ୍ଷେ ସରବତ ପାଣି ବଣ୍ଟନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତିବର୍ଷ ବଲାଙ୍ଗିର ଏବଂ ଓଡ଼ିଶାର ଅନ୍ୟାନ୍ୟ ସ୍ଥାନରେ ଶୀତଳ ଷଷ୍ଠୀ ପାଳନ କରାଯାଏ । ଏହି ଉତ୍ସବରେ ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ଈଶ୍ୱରୀୟ ବିବାହ ସ୍ମରଣ କରାଯାଇଥାଏ । ଏହା ଏକ ପାଞ୍ଚ ଦିନିଆ ପର୍ବ 'ପତ୍ର ପେଣ୍ଡି' ରୀତିନୀତି ସହିତ ଆରମ୍ଭ ହୋଇଥାଏ
Read More...