Daily Archives

ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଦେଶପ୍ରେମ କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍‌ ସାହିତ୍ୟ ସଂସଦ ତୁଷୁରା ବଲାଙ୍ଗିର ଆନୁକୂଲ୍ୟରେ ରବିବାର ଅପରାହ୍ନ ପାଞ୍ଚଟା ସମୟରେ ଆଭାସୀ ମାଧ୍ୟମରେ ଦେଶପ୍ରେମ କବିତା ଆସର ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ଏକତ୍ର ରାଉରକେଲାର ନାଟ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ୨୫ ଗୋଟି ନାଟ୍ୟାନୁଷ୍ଠାନକୁ ନେଇ ଗଠିତ ଏକତ୍ର ରାଉରକେଲା ତରଫରୁ ନାଟ୍ୟ ଆଲୋଚନା ଚକ୍ର ସେକ୍ଟର ୭ ସ୍ଥିତ ମଧୁମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ନାଟ୍ୟକାର ପଦ୍ମଶ୍ରୀ ମନୋରଞ୍ଜନ ଦାସଙ୍କ ଜନ୍ମ ଶତବାର୍ଷିକୀ ପରୀପ୍ରେକ୍ଷୀରେ ସ୍ୱତନ୍ତ୍ର
Read More...

ମିଡ଼ିଆ କ୍ଲବ ପକ୍ଷରୁ ନବନିର୍ବାଚିତ ବିଧାୟକଙ୍କୁ ସମ୍ବର୍ଦ୍ଧନା ଓ ଆଲୋଚନା ଚକ୍ର ଅନୁଷ୍ଠିତ

ଜନପ୍ରତିନିଧିଙ୍କ ଅଭିମୁଖ୍ୟ ବଦଳିଲେ ବିକାଶ ତ୍ୱରାନ୍ୱିତ ହେବ ରାଉରକେଲା, (ସସ୍ମିତା ପ୍ରଧାନ) : ଜନପ୍ରତିନିଧିଙ୍କ ଅଭିମୁଖ୍ୟର ପରିବର୍ତ୍ତନ ହେଲେ ବିକାଶ ଜନାଭିମୁଖୀ ହେବ । ନିଜ ସ୍ୱାର୍ଥ ଛାଡି ଜନସାଧାରଣଙ୍କ ବାସ୍ତବ ସମସ୍ୟା ପ୍ରତି ଜନପ୍ରତିନିଧି ମାନେ ଦୃଷ୍ଟି ଦେବାକୁ ମତ ପ୍ରକାଶ
Read More...

ଆଦର୍ଶ ପାଠାଗାରର ସାଧାରଣ ପରିଷଦର ବୈଠକରେ ଭଞ୍ଜଭବନ ସ୍ଥିତି ନେଇ ସାହିତ୍ୟିକ ଓ ବୁଦ୍ଧିଜୀବୀ ମହଲରେ ଉଦ୍‌ବେଗ

ରାଉରକେଲା, (ସସ୍ମିତା ପ୍ରଧାନ) : ସାହିତ୍ୟ ଓ ସଂସ୍କୃତି ପ୍ରତି ପ୍ରତିବଦ୍ଧତା ରଖୁଥିବା ଭଞ୍ଜଭବନର ସ୍ଥିତିକୁ ନେଇ ବିଭିନ୍ନ ସାହିତ୍ୟ, ସାଂସ୍କୃତିକ, ସାମାଜିକ ଅନୁଷ୍ଠାନ ସହ ସାହିତ୍ୟିକ ଓ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଆଦର୍ଶ ପାଠାଗାର ଓ ଭଞ୍ଜ ସାଂସ୍କୃତିକ ନ୍ୟାସ
Read More...

ମାତେଶ୍ୱରୀ ଜଗଦମ୍ବା ସରସ୍ଵତୀଙ୍କ ୫୯ତମ ସ୍ମୃତି ଦିବସ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ରରେ ମାତେଶ୍ୱରୀ ଜଗଦମ୍ବା ସରସ୍ଵତୀଙ୍କ ୫୯ତମ ସ୍ମୃତି ଦିବସ ମହାସମାରୋହରେ ସୋମବାର ପାଳିତ ହୋଇଯାଇଛି । ଏହି ଅବସରରେ ଛତ୍ରପୁର ଶାଖା ଶାନ୍ତି
Read More...

ଛତ୍ରପୁର ଷ୍ଟାଇଲ୍‌ବଜାର ପକ୍ଷରୁ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମେନ୍ ରୋଡ଼ରେ ଅବସ୍ଥାପିତ ଷ୍ଟାଇଲ୍‌ବଜାର ଆନୁକୂଲ୍ୟରେ ଶନିବାର ଏକ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ ଫେସିଅନ୍-ସୋ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ସହରାଞ୍ଚଳର ପ୍ରାୟ ଶତାଧିକ ଶିଶୁ ଏହି ପ୍ରତିଭା କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ନିଜର
Read More...

ନୃସିଂହନାଥରେ କବିର ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ପରିସରରେ ସତଗୁରୁ କବିର ସାହେବଙ୍କ ଜୟନ୍ତୀ ଉତ୍ସବ କବିର ପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ମାନିକପୁରି ପନିକା ସମାଜ ଦ୍ୱାରା ଆୟୋଜିତ ଏହି ଜୟନ୍ତୀ ସଭାରେ ରାଜ୍ୟ ସ୍ତରୀୟ ଅଖଣ୍ଡ
Read More...

ସାଂସଦ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ୍‌

ନୂଆଦିଲ୍ଲୀ : ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ଼ରୁ
Read More...

ରୁଙ୍ଗଟା ପ୍ଲାଣ୍ଟରେ ଅଘଟଣ : ୨ ମୃତ

ଢେଙ୍କାନାଳ : ରୁଙ୍ଗଟା ପ୍ଲାଣ୍ଟରେ ଏକ ଅଘଟଣ ଘଟିଥିବାେ ଖବର ମିଳିଛି । ଏଠାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ‌କେତେକ ଶ୍ରମିକ ଆହତ ହୋଇଥିବା ଜଣାଯାଇଛି । ନୂତନ ପ୍ଲାଣ୍ଟର ଷ୍ଟ୍ରକଚର ଖସି ପଡ଼ିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି
Read More...

ରକ୍ତ ଅଭାବରେ କାହାର ମୃତ୍ୟୁବରଣ ନହେଉ : ଏହି କ୍ରମେ ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଏକ ଐତିହାସିକ ପଦକ୍ଷେପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରକ୍ତ ଅଭାବରେ କାହାର ମୃତ୍ୟୁବରଣ ନହେଉ । ଏହି କ୍ରମେ ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଆସି ରାଜ୍ୟରେ ଏକ ଚର୍ଚ୍ଚିତ ଅଧ୍ୟାୟ ସୃଷ୍ଟି କରିଛନ୍ତି । ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏକ ମ୍ୟାଗା କ୍ୟାମ୍ପର ଆୟୋଜନ
Read More...