Daily Archives

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶଡ଼ି. ଏମ୍‌. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା
Read More...

ପୋଲିସ କ୍ଷମତାର ଦୂରୋପଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ନୃସିଂହନାଥ ପୀଠରେ ନୀତି ଶ୍ରଦ୍ଧାଳୁଙ୍କର ବହୁ ସଂଖ୍ୟାରେ ଭିଡ଼ ଲାଗିଥାଏ । ତେବେ ଗାଡି ପାର୍କିଙ୍ଗ ପାଇଁ ମନ୍ଦିର ବାହାରୁ ପ୍ରାୟ ଗୋଟେ କିଲୋମିଟର ପୂର୍ବରୁ ଗେଟ୍‌ ବ୍ୟବସ୍ଥା ହୋଇଥିବା ବେଳେ ପାର୍କିଙ୍ଗ ସ୍ଥଳେ ଗାଡି
Read More...

ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା : ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ମଧ୍ୟମଧରଣର ବର୍ଷା ଲାଗିରହିବ । ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବାବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର
Read More...

ବିଶ୍ୱ ଡ୍ରଗ୍ ବା ନିଶା ଦ୍ରବ୍ୟ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ଜୁନ୍ ୨୬ରେ, 'ନିଶା ଦ୍ରବ୍ୟ ଅପବ୍ୟବହାର ଏବଂ ଅବାଧ କାରବାର ବିରୁଦ୍ଧରେ ଆନ୍ତର୍ଜାତୀୟ ଦିବସ' କିମ୍ବା 'ବିଶ୍ୱ ଡ୍ରଗ୍ ଡେ' ପାଳନ କରିବାକୁ, ବିଶ୍ଵ ସମୁହ ଏକତ୍ରିତ ହୁଅନ୍ତି । ୧୯୮୭ରେ ମିଳିତ ଜାତିସଂଘ ଦ୍ୱାରା ପ୍ରତିଷ୍ଠିତ ଏହି ଦିବସ,
Read More...

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

ସମ୍ବଲପୁର : ଅଜଣା ଗାଡ଼ି ଧକ୍କାରେ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି । ମୃତ କନଷ୍ଟେବଳ ଜଣକ ହେଉଛନ୍ତି ଯୁଯୁମୁରା ଅଞ୍ଚଳର ବେଣୁଧର ଗନିଖ(୨୨) । ସୂଚନା ଅନୁଯାୟୀ, ସୋମବାର ରାତିରେ ବେଣୁଧର ତାଙ୍କ ବାଇକ୍‌ରେ ଘରକୁ ଫେରୁଥିବାବେଳେ କୌଣସି ଏକ ଗାଡ଼ି ତାଙ୍କୁ ରେଙ୍ଗାଲି ନିକଟରେ ଧକ୍କା
Read More...

ମହାନଦୀରେ ବୁଡ଼ି ଜଣେ ଯୁବକ ମୃତ

ସମ୍ବଲପୁର : ମହାନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଉଛନ୍ତି ଠେଲକୋପଡ଼ାର ସଚିନ ନାଏକ(୪୦) । ପୁଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସଚିନ ମଙ୍ଗଳବାର ଦିନ ଗାଧୋଇବା ପାଇଁ ନଦୀକୁ ଯାଇଥିଲେ । ତେବେ ବାଲିବନ୍ଧା ଘାଟରେ ସେ ବୁଡ଼ି ଯାଇଥିଲେ । ସୂଚନା ପାଇ ଅଗ୍ନିଶମ
Read More...