Daily Archives

ବରଗଡ଼ରେ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କୁ ସମ୍ମାନିତ କଲା ଜନକଲ୍ୟାଣ ସେବା ଟ୍ରଷ୍ଟ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଓଡିଶା ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେର ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ଦ୍ୱାରା ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ବ୍ରାହ୍ମଣ ମହାସଭା ତରଫରୁ ନବନିର୍ବାଚିତ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ସମାଜ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସମ୍ବର୍ଦ୍ଧନା ଉତ୍ସବରେ ଜିଲ୍ଲା ପ୍ରବକ୍ତା ପରିଷଦର
Read More...

ଶିକ୍ଷକଙ୍କୁ ନିଆରା ଢଙ୍ଗରେ ଅବସରକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚନ୍ଦନଭାଟୀ ପଞ୍ଚାୟତ ଅନ୍ତର୍ଗତ ଚନ୍ଦନଭାଟୀ ପଞ୍ଚାୟତ ହାଇସ୍କୁଲରେ ଆଜି ଦେଖିବାକୁ ମିଳିଛି ପୂର୍ବତନ ଶିକ୍ଷକ ରମେଶ ଚନ୍ଦ୍ର ମେହେରଙ୍କୁ ହାଇସ୍କୁଲ କର୍ତ୍ତୃପକ୍ଷଙ୍କ ତରଫରୁ ନିଆରା ଢଙ୍ଗରେ ଅବସରକାଳୀନ ସମ୍ବର୍ଦ୍ଧନା । ସୂଚନାଯୋଗ୍ୟ ଯେ, ଗତ ୧୯୯୪ ମସିହାରେ
Read More...

ଜଣେ ଅସହାୟ ମହିଳାଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ତରଫରୁ ଦିଆଗଲା ସିଲେଇ ମେସିନ୍‌

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୁନିଆରେ ବହୁତ ଲୋକ ଅଛନ୍ତି ଯେଉଁମାନେ କି ନିଜ ପରିବାରର ଭରଣ ପୋଷଣ କରିବା ସହ ଜୀବନ ଜୀବିକା ନିର୍ବାହ କରୁଛନ୍ତି । ସେଥି ମଧ୍ୟରୁ କିଛି ଲୋକଙ୍କ ଜୀବନରେ ଆକସ୍ମିକ ଭାବେ ଘରର ମୂରବି ଇହ ଧାମ ତ୍ୟାଗ କରିବା ପରେ ସେହି ବ୍ୟକ୍ତିର ପରିବାର ଉପରେ ବୋଝ୍
Read More...

ପାଟଣାଗଡ଼ରେ ବ୍ଲକ ସ୍ତରୀୟ ମହାତ୍ମାଗାନ୍ଧୀ ମନରେଗା ଜନଶୁଣାଣି ଶିବିର ଅନୁଷ୍ଠିତ

ପାଟଣାଗଡ଼, (ଅଶୋକ କୁମାର ବାଗ) : ସରକାରଙ୍କ ଦ୍ୱାରା ବ୍ଲକ ସ୍ତରରେ କାର୍ଯ୍ୟ କରାଯାଉଥିବା ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ଅନ୍ତର୍ଗତ ପାଟଣାଗଡ଼ ବ୍ଲକ ପାଟଣେଶ୍ୱରୀ ଉତ୍ସବ ଭବନରେ ୨୦୨୩-୨୪ ଆର୍ଥିକ ବର୍ଷର ସମୀକ୍ଷା ଏବଂ
Read More...

ଜାତୀୟ ପରିସଂଖ୍ୟାନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୨୦୦୭ରେ, ଭାରତ ସରକାର ଜୁନ୍ ୨୯କୁ 'ଜାତୀୟ ପରିସଂଖ୍ୟାନ ଦିବସ' ଭାବରେ ପାଳନ କରିବା ପାଇଁ, ନିଷ୍ପତ୍ତି ନେଇଥିଲେ । ଏହାର ଉଦ୍ଧେଶ୍ୟ ହେଲା ମହଲାନୋବିସ୍‌ଙ୍କ ଜନ୍ମ ବାର୍ଷିକୀ ପାଳନ କରିବା ଏବଂ ପରିସଂଖ୍ୟାନ ଓ ଅର୍ଥନୈତିକ ଯୋଜନାରେ ତାଙ୍କର ବ୍ୟାପକ
Read More...

ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ରାଉରକେଲା ରାଜ୍ୟ ହକି ଛାତ୍ରାବାସ ପରିଦର୍ଶନ ବେଳେ ବହୁ ଅନିୟମିତତା ଅଭିଯୋଗ ସାମ୍ନାକୁ…

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ରାଜ୍ୟ ହକି ଛାତ୍ରାବାସ ପରିଦର୍ଶନ କରିବାକୁ ଆଜି ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଯାଇଥିଲେ । ସେ ଛାତ୍ରାବାସ ବୁଲି ଦେଖିବା ସହିତ, ପ୍ରଶିକ୍ଷଣ ନେଉଥିବା ବେଳେ ସେ ଛାତ୍ରଛାତ୍ରୀ ମାନଙ୍କୁ ଭେଟି ସେମାନଙ୍କର ଖେଳ ପ୍ରତି ଥିବା ଆଗ୍ରହ
Read More...

ଉଚ୍ଚ ଶକ୍ତି ସଂପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଜଣେ ଡାକ୍ତରଙ୍କ ଘରେ ଗଛ କାଟିବା ସମୟରେ ଉଚ୍ଚ ଶକ୍ତି ସଂପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ବଲାଙ୍ଗିର ଡୁଙ୍ଗୁରିପଡ଼ାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ ଏଠି
Read More...

ଘୁଷୁରାମୁଣ୍ଡାରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ଅକାଳ ବିୟୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏକ ବିଷାକ୍ତ ସାପ କାମୁଡି ଦେବାରୁ ଜଣେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରୀଙ୍କ ଅକାଳ ବିୟୋଗ ଘଟିଛି । ଗ୍ରାମର କିଶୋର
Read More...

ଅବସରକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରୁ ଆଜି ଅବସର ଗ୍ରହଣ କରିଥିବା ଶିକ୍ଷକ, ଶିକ୍ଷୟତ୍ରୀ ବିବେକାନନ୍ଦ ମହାପାତ୍ର (ସି. ଏମ୍‌. ୟୁ. ପି. ଏସ୍‌. ପଦ୍ମପୁର), ବିନୋଦ ବିହାରୀ ରଥ, (ସରକାରୀ ୟୁ. ପି. ଏସ୍‌. ଦର୍ବେକେଲା),
Read More...