Monthly Archives

June 2024

ସାଂସଦ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ୍‌

ନୂଆଦିଲ୍ଲୀ : ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ଼ରୁ
Read More...

ରୁଙ୍ଗଟା ପ୍ଲାଣ୍ଟରେ ଅଘଟଣ : ୨ ମୃତ

ଢେଙ୍କାନାଳ : ରୁଙ୍ଗଟା ପ୍ଲାଣ୍ଟରେ ଏକ ଅଘଟଣ ଘଟିଥିବାେ ଖବର ମିଳିଛି । ଏଠାରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ‌କେତେକ ଶ୍ରମିକ ଆହତ ହୋଇଥିବା ଜଣାଯାଇଛି । ନୂତନ ପ୍ଲାଣ୍ଟର ଷ୍ଟ୍ରକଚର ଖସି ପଡ଼ିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି
Read More...

ରକ୍ତ ଅଭାବରେ କାହାର ମୃତ୍ୟୁବରଣ ନହେଉ : ଏହି କ୍ରମେ ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଏକ ଐତିହାସିକ ପଦକ୍ଷେପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରକ୍ତ ଅଭାବରେ କାହାର ମୃତ୍ୟୁବରଣ ନହେଉ । ଏହି କ୍ରମେ ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଆସି ରାଜ୍ୟରେ ଏକ ଚର୍ଚ୍ଚିତ ଅଧ୍ୟାୟ ସୃଷ୍ଟି କରିଛନ୍ତି । ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏକ ମ୍ୟାଗା କ୍ୟାମ୍ପର ଆୟୋଜନ
Read More...

ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କଲେ ମୋଦୀ

ନୂଆଦିଲ୍ଲୀ : ୧୮ତମ ଲୋକସଭାର ଉଦ୍‌ଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ତୃତୀୟ ପାଳିର ପ୍ରଥମ ଅଧିବେଶନ ଆରମ୍ଭ ପୂର୍ବରୁ ସାଂସଦ ତଥା ଦେଶବାସୀଙ୍କ ପ୍ରତି ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ଆଜିଠୁ ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ : ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ । ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ନବନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବେ । ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ପ୍ରଥମେ
Read More...

ସ୍ୱରାଜ ହସ୍‌ପିଟାଲ୍‌କୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱରାଜ ହସ୍‌ପିଟାଲ୍‌ରେ ପ୍ରସୂତି ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାର ତଦନ୍ତ ହେବ ଏବଂ ଦୋଷୀ ଦଣ୍ଡ ପାଇବ ।
Read More...

ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍ : ଜଣେ ମହିଳା ମୃତ

କେନ୍ଦୁଝର : ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍ । ମହିଳା ଜଣକ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ୪୯ ନମ୍ବର ଜାତୀୟ ରାଜପଥ ବିଞ୍ଜବାହାଲ ଗ୍ରାମରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ଜଣଙ୍କ ହେଲେ ତେଲକୋଇ ଥାନା ବିଞ୍ଜବାହାଲ ଗ୍ରାମର ବାସନ୍ତୀ ସାହୁ (୫୫)
Read More...

ବାସନ୍ତୀ ପାଠାଗାରର ଶିଶୁ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରରେ ଶିଶୁ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ. ଶକ୍ତି ପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଅଜୟ କୁମାର ପ୍ରଧାନଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଛନ୍ତି । ଶପଥ ପାଠ‌ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ । ଆଜି ନବନିର୍ବାଚିତ
Read More...

ଡଙ୍ଗାରେ ସେଲ୍‌ଫି ନେବାବେଳେ ଗଙ୍ଗା ନଦୀରେ ବୁଡ଼ି ଦୁଇ ଯୁବକ ମୃତ

ରାବେରେଲି : ଉତ୍ତରପ୍ରଦେଶର ରାବେରେଲି ଜିଲ୍ଲାର ଏକ ଡଙ୍ଗାରେ ସେଲ୍‌ଫି କ୍ଲିକ୍ କରିବା ସମୟରେ ଗଙ୍ଗା ନଦୀରେ ବୁଡ଼ିଯିବା ପରେ ଦୁଇଜଣ ଯୁବକଙ୍କର ମୃତ୍ୟୁ ଘଟିଛି । ତିନିଜଣ ବନ୍ଧୁ ତାହିଦ୍ (୧୭), ଫାହାଦ୍ (୧୯), ଏବଂ ଶାନ୍ (୧୮) ମିଶି କରି ପାୟାଗପୁର ଗଙ୍ଗା ଘାଟକୁ ଯାଇ ସେଲଫି କ୍ଲିକ୍
Read More...