Monthly Archives

June 2024

ପାଇକମାଲରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଓ ନୂତନ କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସ୍ଥିତ ମାଉସୀ ମାଁ ମନ୍ଦିର ଠାରେ ଚଳିତ ବର୍ଷ ପବିତ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ସହ ଶୃଙ୍ଖଳିତ ରଥଯାତ୍ରା ପାଇଁ ନୂତନ ପରିଚାଳନା କମିଟି ଗଠନ ହୋଇଯାଇଛି । ବୈଠକରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିବାବେଳେ
Read More...

ହେପି ପାଇକମାଲ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ : ୩୪ ୟୁନିଟ୍‌ ରକ୍ତ ସଂଗୃହୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରକ୍ତଦାନ ଜୀବନଦାନ, ରକ୍ତଦାନ ମହତଦାନ ଏହାକୁ ବ୍ରତ କରି ତଥା ପଦ୍ମପୁର ରକ୍ତ ଭଣ୍ଡାରରେ ଥିବା ରକ୍ତର ଅଭାବକୁ ଦୂର କରିବା ପାଇଁ ବରଗଡ଼ ଜିଲ୍ଲା ପାଇକମାଲରେ ଥିବା ହେପି ପାଇକମାଲ ଅନୁଷ୍ଠାନ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି
Read More...

ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ
Read More...

କନ୍ଧମାଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର : ଜନସାଧାରଣ ଭୟଭୀତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି । କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ
Read More...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ବସିଥିବା ବେଳେ ମାସ୍କ ପିନ୍ଧିଥିବା କିଛି ଯୁବକ ତାଙ୍କ ଚାମ୍ବର ଭିତରକୁ ପଶିଯାଇ କାଳି ମାଡ଼ କରିଥିଲେ । ପିସିସି ସଭାପତିଙ୍କ ବିରୋଧରେ ନାରାବାଜି କରିଥିଲେ । ତେବେ ଏପର୍ଯ୍ୟନ୍ତ କାଳି ମାଡ଼ ପଛର ନିର୍ଦ୍ଦିଷ୍ଟ
Read More...

ବାଲିଗୁଡାରେ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଲାକାତ ଏବଂ ପ୍ରବାସୀ ମଞ୍ଚ କାର୍ଯ୍ୟକ୍ରମ

ଭୁବନେଶ୍ଵର : ମେଘ ସହିତ ଯେପରି ସବୁଜିମାର ସମ୍ପର୍କ ରହିଛି । ଆବେଗ ସହିତ ସାହିତ୍ୟର ସେହିଭଳି ସମ୍ପର୍କ ରହିଛି । ସାହିତ୍ୟ ଏକାଡେମୀ ପକ୍ଷରୁ ରୋଟାରି ଭବନରେ ଆୟୋଜିତ ‘ମୁଲାକାତ’ ଓ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏଭଳି କହିଛନ୍ତି ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର
Read More...

ଜୟପାଟଣା ଠାରେ ଆନ୍ତର୍ଜାତୀକ ଯୋଗ ଦିବସ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଆନ୍ତର୍ଜାତୀକ ଯୋଗ ଦିବସ ପାଳିତ ହୋଇଯାଇଛି । ବ୍ଲକ ସ୍ତରୀୟ ଏହି ଶିବିରରେ ବରିଷ୍ଠ ନାଗରିକ, ସ୍ୱେଚ୍ଛାସେବୀ ସଂଗଠନ, ରାଜନୈତିକ ସଂଗଠନ ସମସ୍ତ ସରକାରୀ ଅଧିକାରୀଓ କର୍ମଚାରୀ ବିଦ୍ୟାଳୟ ଛାତ୍ରଛାତ୍ରୀ
Read More...

ଖଡିଆଳ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ଖଡିଆଳ, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଖଡ଼ିଆଳ ଅଞ୍ଚଳରୁ ୪୦୦ରୁ ଅଧିକ ଶିବିରାର୍ଥି ଯୋଗଦେଇ ଯୋଗ ଅଭ୍ୟାସ କରିବା ସହ ଯୋଗ ମନୁଷ୍ୟ ଶରୀରରେ ଶାନ୍ତି, ଶକ୍ତି ଏବଂ
Read More...

ରାଇରଙ୍ଗପୁରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାଇରଙ୍ଗପୁର, (ଶ୍ୟାମଳେନ୍ଦୁ ପରିଡା) : ଆଜି ବାମନଘାଟି ଉପଖଣ୍ଡ ପ୍ରଶାସନ ତରଫରୁ ବାମନଘାଟି ଉପଜିଲ୍ଲାପାଳ ସରୋଜ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରାଇରଙ୍ଗପୁର ସ୍ଥିତ କଚେରୀ ପଡିଆ ଠାରେ ଉପଖଣ୍ଡ ସ୍ତରୀୟ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ
Read More...